-+91-9937148622 |

prerana_bgr@rediffmail.com |

  Tuesday 7th July 2026 |

| | | |

R.N.I. Regd No. ODIODI/2010/46693

Breaking News

*ଅଙ୍ଗନୱାଡି ଘରର ଅବସ୍ଥା ଦେଖି ପିଲାଙ୍କୁ ନେଇଗଲେ ଅଭିଭାବକ , ମରାମତି ନ ହେବା ଯାଏଁ ପିଲାଙ୍କୁ ଅଙ୍ଗନୱାଡି ନ ଛାଡ଼ିବା ପାଇଁ ନିଷ୍ପତି*   (07-Jul-2026)       ||      ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   (07-Jul-2026)       ||      ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   (06-Jul-2026)       ||      ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   (06-Jul-2026)       ||      ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   (06-Jul-2026)       ||      ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (06-Jul-2026)       ||      ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   (06-Jul-2026)       ||      *ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   (06-Jul-2026)       ||      ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   (06-Jul-2026)       ||      କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||      ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ    (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ    (05-Jul-2026)       ||      ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   (05-Jul-2026)       ||      ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   (05-Jul-2026)       ||      ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   (05-Jul-2026)       ||      ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   (05-Jul-2026)       ||      ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ    (05-Jul-2026)       ||      କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ    (05-Jul-2026)       ||     

HOME   ଜିଲ୍ଲା

ଶାନ୍ତି ନିକେତନ ଉଚ୍ଚ ବିଦ୍ୟାଳୟ ବିନ୍ଧାପାଲି ରେ ବନ୍ଧୁମିଳନ ଉତ୍ସବ

28-Feb-2023



ଆଗଲପୁର, (ବିନୋଦ କୁମାର ଦୀପ)  ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ ଅନ୍ତର୍ଗତ ଭରସୂଜା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଶାନ୍ତି ନିକେତନ ଉଚ୍ଚ ବିଦ୍ୟାଳୟ ବିନ୍ଧାପାଲି ରେ 2006 ବ୍ୟାଚ ର  ବନ୍ଧୁମିଳନ ଉତ୍ସବ ଅନୁଷ୍ଠିତ ହୋଇ ଯାଇଛି l ଏହି ଅବସରରେ ଅବସର ପ୍ରାପ୍ତ ଶିକ୍ଷକ ସୁଶିଲ ଭୋଇ , ଉକ୍ତ ସ୍କୁଲ ର ପ୍ରଧାନ ଶିକ୍ଷକ ଗୋବିନ୍ଦ ଚନ୍ଦ୍ର ସାହୁ , ବିରଞ୍ଚି ପଧାନ , କଳାକାର ସାହୁ ,ଦିଲ୍ଲୀପ ସାହୁ ଓ  ଅଣ କର୍ମଚାରି ପ୍ରେମାନନ୍ଦ ବାରିକ ପ୍ରମୁଖ ଉପସ୍ଥିତ ଥିଲେ l ଏହି ଉତ୍ସବ ରେ ପୂର୍ବତନ ଛାତ୍ରଛାତ୍ରୀ ଉପସ୍ଥିତ ରହି ଏକ ବନ୍ଧୁମିଳନ ବୈଠକ ଅନୁଷ୍ଠିତ ହୋଇଥିଲା l ଏଥିରେ ବାଲଗୋପାଳ ସାହୁ ମଞ୍ଚ ପରିଚାଳନା କରିଥିଲେ ଓ ଆଗାମୀ ଦିନରେ ଏହି ବନ୍ଧୁ ମିଳନ ବଜାୟ ରହିବା ସହିତ ପ୍ରତ୍ୟକ ବର୍ଷ ରେ ଏକ ବୈଠକ ଅନୁଷ୍ଠିତ ହେବ ବୋଲି ନିଜ ନିଜ ମତବ୍ୟକ୍ତ କରିଥିଲେ l ଏହି ଅବସରରେ ହିମାଂଶୁ ସାହୁ , ସୁରେଶ ସାହୁ , ହେମ ସାଗର ସାହୁ , ସଞ୍ଜୀବ ବେହେରା , ସରୋଜ ଖମାରୀ, ମଳିଫୁଲ ସାହୁ , ରିତା ପାଣ୍ଡେ ,ପଦ୍ମିନୀ ସାହୁ ,ଲିଲି ସାହୁ ପ୍ରମୁଖ ଉକ୍ତ କାର୍ଯ୍ୟକ୍ରମରେ  ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ଅଙ୍ଗନୱାଡି ଘରର ଅବସ୍ଥା ଦେଖି ପିଲାଙ୍କୁ ନେଇଗଲେ ଅଭିଭାବକ , ମରାମତି ନ ହେବା ଯାଏଁ ପିଲାଙ୍କୁ ଅଙ୍ଗନୱାଡି ନ ଛାଡ଼ିବା ପାଇଁ ନିଷ୍ପତି*   07-Jul-2026
  ଜିଲ୍ଲା  
ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   07-Jul-2026
  ଜିଲ୍ଲା  
ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   06-Jul-2026
  ଜିଲ୍ଲା  
ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   06-Jul-2026
  ଜିଲ୍ଲା  
ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   06-Jul-2026
  ଜିଲ୍ଲା  
ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   06-Jul-2026
  ଜିଲ୍ଲା  
ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   06-Jul-2026
  ଜିଲ୍ଲା  
*ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   06-Jul-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   06-Jul-2026
  ରାଜ୍ୟ  
କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି   05-Jul-2026
  ଜିଲ୍ଲା  
ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   05-Jul-2026
  ରାଜ୍ୟ  
ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   05-Jul-2026

You Might Also Like