-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||     

HOME   ଜିଲ୍ଲା

ବୟସ 92 ହେଲେ ଏବେ ବି ବାନ୍ଧ କଳା ରେ ଯାଦୁ ଦେଖାଇଲେ ପଦ୍ମଶ୍ରୀ ଡ଼ଃ ଚତୁର୍ଭୂଜ ମେହେର

01-Mar-2023



-ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
ରଙ୍ଗ ଓ ସୂତାର ଯାଦୁକର ପଦ୍ମଶ୍ରୀ ଚତୁର୍ଭୁଜ ମେହେର ନିଜର କଳା କାରୀଗରୀକୁ ନେଇ ସବୁବେଳେ ଚର୍ଚ୍ଚାରେ ରହି ଆସିଛନ୍ତି ।କଳାକାରିଗରୀ ସାମ୍ନାରେ ଯେ ବୟସ ବାଧକନୁହେଁ ତାହା ପୁଣିଥରେ ପ୍ରମାଣିତ କରିଛନ୍ତି ଶିଳ୍ପୀ ଗୁରୁ ଡଃ ଚତୁର୍ଭୂଜ। ବୟସ ୯୨ ଛୁଇଁଥିଲେ ହେଁ ଏବେ ବି ଫୁରସତ ଦେଖି ତନ୍ତରେ ବୁଣି ପକାଉଛନ୍ତି ନିଜ ପରିକଳ୍ପିତ ବାନ୍ଧ ବସ୍ତ୍ର । ଆଉ ଏଇ ନିକଟରେ ନିଜେ ବୁଣିଥିବା କାଞ୍ଚି ଅଭିଯାନ ୱାଲ ହ୍ୟାଙ୍ଗିଗ୍ କୁ ମହାମହିମ ରାଷ୍ଟ୍ରପତିଙ୍କୁ ଭେଟି ଦେଇ ପୁଣି ଥରେ ଚର୍ଚ୍ଚା ରେ ପଦ୍ମଶ୍ରୀ ଡ଼ଃ ଚତୁର୍ଭୁଜ ମେହେର । 
ସୁବର୍ଣ୍ଣପୁରୀ ବାନ୍ଧକଳା ଓ ବୟନ ଶିଳ୍ପକୁ ପ୍ରସିଦ୍ଧି ଦେବାରେ ସୁବର୍ଣ୍ଣପୁରର ପ୍ରଖ୍ୟାତ ଶିଳ୍ପୀ ପଦ୍ମଶ୍ରୀ ଡ଼ଃଚତୁର୍ଭୁଜ ମେହେରଙ୍କ ଅବଦାନ ସର୍ବଜନ ସ୍ୱୀକାର୍ଯ୍ୟ । ନିକଟ ଅତୀତରେ ମହାମହିମ ରାଷ୍ଟ୍ରପତିଙ୍କ ଓଡିଶା ଆଗମନ ସମୟରେ ସେ ହାତ ତିଆରି କାଞ୍ଚି ବିଜୟ ୱାଲ ହେଗିଂଗ୍ କୁ ଉପହାରରେ ଦେଇ ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି । ପ୍ରାୟ ଏକ ବର୍ଷଧରି ବୁଣା ହେଇଥିବା ୯ଫୁଟ ଲମ୍ବ ଓ ଚଉଡାର ଏହି ଅନନ୍ୟ ବାନ୍ଧକଳାରେ ଜଗତରନାଥ ଜଗନ୍ନାଥଙ୍କ କାଞ୍ଚି ଅଭିଯାନର କଥା ଓ କବିତାକୁ ଚିତ୍ରଣ କରାଯାଇଥିବାବେଳେ ରଙ୍ଗ ଓ ସୂତା ସହ ପାରମ୍ପରିକ ବାନ୍ଧକଳାର ଏକ ନିଆରା ନିର୍ଦଶନ ଦେଖାଇବା ରେ ଟିକିଏ ବି ହେଳାକରିନାହାନ୍ତି । ନିଜସ୍ୱ ଅନେକ ସୃଜନକୁ ରାଜ୍ୟ ତଥା ଦେଶର ପ୍ରତିଷ୍ଠିତ ବ୍ୟକ୍ତି ବିଶେଷଙ୍କୁ ଉପହାରରେ ଦେଇଥିଲେହେଁ ଓଡିଶା ମାଟିର ଝିଅ ମହାମହିମ ରାଷ୍ଟ୍ରପତି ଦ୍ରୋପଦୀ ମୁର୍ମୁଙ୍କୁ ଏହି କାଞ୍ଚି ଅଭିଯାନ କଳାକୁ ଭେଟିଦେଇ ନିଜକୁବହୁତ ଖୁସି ଲାଗୁଛି ବୋଲି କହିଛନ୍ତି ପଦ୍ମଶ୍ରୀ ଡ଼ଃ ଚତୁର୍ଭୁଜ ମେହେର ।
ସେ ଏବେ ସୁବର୍ଣ୍ଣପୁର ଘରେ ରହୁଛନ୍ତି  ବୟସ ୯୨କୁ ଛୁଇଁଛି ହେଲେ ଶିଳ୍ପ ଚେତନାରେ ବିରାମ ନାହିଁ । ଏବେ ବି ଟିକିଏ ଫୁରସତ ହେଲେ ମଙ୍ଗାରେ ବସି ବୁଣିପକାଉଛନ୍ତି କୁଟୀକାମର ବସ୍ତ୍ର । ସୂତାର ତାନ ମାନ ଧରି ବାନ୍ଧି ପକାଉଛନ୍ତି ବିଭିନ୍ନ ପ୍ରକାର ଡିଜାଇନର ବାନ୍ଧକଳା । ବୟନ ଶିଳ୍ପକୁ ନେଇ ସମର୍ପିତ ପଦ୍ମଶ୍ରୀ ଡ଼ଃ ଚତୁର୍ଭୁଜଙ୍କ ସାଧନା ଓ ଅଧ୍ୟବସାୟ ଆଗାମୀ ପିଢିପାଇଁ ପ୍ରେରଣା ଦେବ ନିଶ୍ଚୟ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026

You Might Also Like