-+91-9937148622 |

prerana_bgr@rediffmail.com |

  Sunday 10th May 2026 |

| | | |

R.N.I. Regd No. ODIODI/2010/46693

Breaking News

 କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର    (10-May-2026)       ||       କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର    (10-May-2026)       ||      ନିର୍ମାଣାଧୀନ କୋଠାରୁ ପଡ଼ି ଶ୍ରମିକ ମୃତ୍ୟୁ ଘଟଣା ଯନ୍ତ୍ରୀ, ଘଟଣାର ନିରପେକ୍ଷ ତଦନ୍ତ ହେଉ    (10-May-2026)       ||      ସମାଜସେବୀ ସଂଘମିତ୍ରା ପଟେଲ ସେବା ଭରତୀ ସମ୍ମାନ ରେ ସମ୍ମାନିତ    (10-May-2026)       ||      *ସୋନପୁର ଥାନାରେ ଜୁଭେଣ୍ଟିକା ସଚେତନତା*   (10-May-2026)       ||      *ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କଳାକାର ଜୀଵନ ଅବହେଳିତ,ଭୁଲିଆ ସିକୂଆଁ ଗ୍ରାମର ପୂର୍ଣ୍ଣ ସିନ୍ଧୁର ଆଜିବି ଅନେକ ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କରୁଥିବା ବେଳେ ନାଁ ବାର୍ଦ୍ଧକ୍ୟ ଭତ୍ତା, ନାଁ ମିଳେ କଳାକାର ଭତ୍ତା*   (10-May-2026)       ||      *ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ- ୨୦୨୬ ରେ ୫୭୯୬ ଗୋଟି ମାମଲା ସମାଧାନ,*   (10-May-2026)       ||      *ଡାବୁଗାଁ ଥାନା IIC ରଘୁନାଥ ମାଝୀ ସସ୍‌ପେଣ୍ଡ୍‌*   (10-May-2026)       ||      ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   (09-May-2026)       ||      ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   (09-May-2026)       ||      ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   (09-May-2026)       ||      ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   (09-May-2026)       ||      ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   (09-May-2026)       ||      ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   (09-May-2026)       ||      ବଲାଙ୍ଗୀର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର    (09-May-2026)       ||      ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-May-2026)       ||      ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      *ଜାମୁଗୁଡା ଠରେ ବିଶ୍ଵଶାନ୍ତି ମହାଯଜ୍ଞ ଏବଂ ଅଷ୍ଟମ ସାମ୍ବତ୍ସରିକ ନାମଯଜ୍ଞ ଅନୁଷ୍ଠିତ*   (09-May-2026)       ||     

HOME   ଜିଲ୍ଲା

କେନ୍ଦୁମୁଣ୍ଡି ଗ୍ରାମରେ ଜଗନ୍ନାଥ ମନ୍ଦିରର ପ୍ରତିଷ୍ଠା ସମାରୋହ

01-Mar-2023



ପାଟଣାଗଡ଼-ଆଜି ପାଟଣାଗଡ଼ ବ୍ଲକ କେନ୍ଦୁମୁଣ୍ଡି ଠାରେ ସୁବ୍ରତ ସ୍ମାରକୀ ଶ୍ରୀ ଶ୍ରୀ ଜଗନ୍ନାଥ ମନ୍ଦିରର ପ୍ରତିଷ୍ଠା ସମାରୋହ ପାଳିତ ହୋଇଯାଇଛି । ପ୍ରତିଷ୍ଠା ଦିବସ ଅବସରରେ ନାମଯଜ୍ଞ, ରାମାୟଣ ପରାୟଣ, ପ୍ରବଚନ ଆଦି ଆଧ୍ୟାତ୍ମିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ମନ୍ଦିରର ପ୍ରତିଷ୍ଠାତା ଶ୍ରୀମତୀ ରାଜକୁମାରୀ ମେହେର, ଘନଶ୍ୟାମ ମେହେର ଓ କେନ୍ଦୁମୁଣ୍ଡି ଗ୍ରାମବାସୀଙ୍କ ସହଯୋଗରେ ଏହା ଫେବୃୟାରୀ ୨୨ ତାରିଖରୁ ଆରମ୍ଭ ହୋଇ ମାର୍ଚ୍ଚ ୧ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ । ପ୍ରତ୍ୟେକ ଦିନ କଂସ ଦରବାର , ଭଗବତ ପଠନ, ଅପେରା, ଦଣ୍ଡନୃତ୍ୟ , ୨୪ପ୍ରହର ନାମଯଜ୍ଞ ଓ ପ୍ରସାଦ ସେବନ ରେ ଭକ୍ତ ମାନେ ଭାଗ ନେଉଛନ୍ତି । ଏଥିରେ ଅତିଥି ଭାବରେ ରାଜ୍ୟ ସଭା ସାଂସାଦ ନିରଂଜନ ବିଶି ବଲାଙ୍ଗୀର ନାଗରିକ କମିଟିର ସଂପାଦକ ମନୋରଂଜନ ସାହୁ ଓ ସିଏ ଶ୍ରୀକାନ୍ତ ଶର୍ମା ଯୋଗ ଦେଇ ଥିଲେ । ସୂଚନାଯୋଗ୍ୟ ଯେ କେନ୍ଦୁମୁଣ୍ଡିର ଏହି ଜଗନ୍ନାଥ ମନ୍ଦିର ଟି କେନ୍ଦୁମୁଣ୍ଡିର ଗ୍ରାମବାସୀଙ୍କ ସଂପୂର୍ଣ୍ଣ ଶ୍ରମଦାନରେ ଠିଆ ହୋଇଛି । ଏହାର ପ୍ରତିଷ୍ଠାତା ଘନଶ୍ୟାମ ମେହେର ନିଜର ପୁତ୍ର ସ୍ୱର୍ଗତ ଇଂ ସୁବ୍ରତ ମେହେରଙ୍କ ସ୍ମୃତିରେ ଏହ ମନ୍ଦିରକୁ ନିର୍ମାଣ କରିଛନ୍ତି  


News Comment




Photo in News

Advertisment
Lastest News
  ଜିଲ୍ଲା  
 କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର   10-May-2026
  ଜିଲ୍ଲା  
 କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର   10-May-2026
  ଜିଲ୍ଲା  
ନିର୍ମାଣାଧୀନ କୋଠାରୁ ପଡ଼ି ଶ୍ରମିକ ମୃତ୍ୟୁ ଘଟଣା ଯନ୍ତ୍ରୀ, ଘଟଣାର ନିରପେକ୍ଷ ତଦନ୍ତ ହେଉ   10-May-2026
  ଜିଲ୍ଲା  
ସମାଜସେବୀ ସଂଘମିତ୍ରା ପଟେଲ ସେବା ଭରତୀ ସମ୍ମାନ ରେ ସମ୍ମାନିତ   10-May-2026
  ଜିଲ୍ଲା  
*ସୋନପୁର ଥାନାରେ ଜୁଭେଣ୍ଟିକା ସଚେତନତା*   10-May-2026
  ଜିଲ୍ଲା  
*ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କଳାକାର ଜୀଵନ ଅବହେଳିତ,ଭୁଲିଆ ସିକୂଆଁ ଗ୍ରାମର ପୂର୍ଣ୍ଣ ସିନ୍ଧୁର ଆଜିବି ଅନେକ ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କରୁଥିବା ବେଳେ ନାଁ ବାର୍ଦ୍ଧକ୍ୟ ଭତ୍ତା, ନାଁ ମିଳେ କଳାକାର ଭତ୍ତା*   10-May-2026
  ଜିଲ୍ଲା  
*ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ- ୨୦୨୬ ରେ ୫୭୯୬ ଗୋଟି ମାମଲା ସମାଧାନ,*   10-May-2026
  ଜିଲ୍ଲା  
*ଡାବୁଗାଁ ଥାନା IIC ରଘୁନାଥ ମାଝୀ ସସ୍‌ପେଣ୍ଡ୍‌*   10-May-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   09-May-2026
  ଜିଲ୍ଲା  
ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   09-May-2026
  ଜିଲ୍ଲା  
ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   09-May-2026
  ଜିଲ୍ଲା  
ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   09-May-2026

You Might Also Like