-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||     

HOME   ଜିଲ୍ଲା

ଧଳତଇଲା ଗ୍ରାମରେ ପଡୋଶୀଙ୍କ ମାଡ଼ରେ ଯୁବକଙ୍କ ମୃତ୍ୟୁ ଘଟଣା , ଅଭିଯୁକ୍ତ କଦଳିଗଡ଼ରୁ ଗିରଫ କଲା ପୋଲିସ୍

02-Mar-2023



ନାକଟିଦେଉଳ (ପ୍ରେରଣା ଖବର)
 ସମ୍ବଲପୁର ଜିଲ୍ଲା ନାକଟିଦେଉଳ ବ୍ଲକ୍ ଅନ୍ତର୍ଗତ ବଳମ ପଞ୍ଚାୟତ ଅନ୍ତର୍ଗତ ଧଳତଇଲା ଗ୍ରାମର ଅରକ୍ଷିତ ମହାକୁଡ(୩୫)ଙ୍କୁ ଶୁକ୍ରବାର ଦିନ ସେହି ଗ୍ରାମର ବୀରେନ୍ ପ୍ରଧାନ ନାମକ ଯୁବକ ହତ୍ଯା କରି ଫେରାର୍ ହୋଇଯାଇଥିବା ବେଳେ କିସିଣ୍ଡା ପୋଲିସ୍ ରେଢ଼ାଖୋଲ ଥାନା କଦଳୀଗଡ ରୁ ଅଭିଯୁକ୍ତକୁ ଗିରଫ କରିବାରେ ସଫଳ ହୋଇଛି ା 
ସୂଚନା ଯୋଗ୍ୟଯେ , ଅରକ୍ଷିତ ମହାକୁଡ ଗ୍ରାମର ଵୀରେନ୍ ପ୍ରଧାନ (୪୦) ଙ୍କ ସହ ସାମାନ୍ୟ କଳହରୁ ପରବର୍ତ୍ତୀ ସମୟରେ ଵୀରେନ ପ୍ରଧାନ୍ ଅରକ୍ଷିତ ମହାକୁଡଙ୍କ ଘରକୁ ଆସି ମାଡ ମାରିବା ସହ ଧକ୍କା ଦେଵା ଫଳରେ ଅରକ୍ଷିତ ତଳେ ପଡିଯାଇଥିଲେ । ଆହତ ଅବସ୍ଥାରେ ତାଙ୍କୁ ନାକଟିଦେଉଳ ଡାକ୍ତରଖାନାରେ ଚିକିତ୍ସା କରା ଯାଇ ଥିଲା ମାତ୍ର ସୁସ୍ଥ ନହେଵାରୁ ତାଙ୍କୁ ଭିମସାର ବୁର୍ଲାକୁ ସ୍ଥାନାନ୍ତରିତ କରା ଯାଇଥିଲା । ମାତ୍ର ଡାକ୍ତର ସେଠାରେ ତାଙ୍କୁ ମୃତ ଵୋଲି ଘୋଷଣା କରିଥିଲେ । ଶଵ ବ୍ୟଵଛ୍ଛେଦ କରାଯାଇଥିଲା ଓ ସମ୍ବଲପୁର ର ସାଇନଟିଫିକ ଟିମ୍ ଆସି ମୃତ୍ୟୁ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ । ଅଭିଯୁକ୍ତ ବୀରେନ୍ ପ୍ରଧାନ ଘଟଣା ଦିନ ଠାରୁ ଫେରାର ଥିଲା ।ହେଲେ ପୋଲିସ ତଦନ୍ତ କରି ରେଢାଖୋଲ ଥାନା ଅନ୍ତର୍ଗତ କଦଳୀଗଡ଼ ବସଷ୍ଟାଣ୍ଡ ନିକଟରୁ ମଙ୍ଗଳବାର ରାତିରେ ଗିରଫ କରି ଥିଲା। ଗିରଫ ଅଭିଯୁକ୍ତକୁ ବୁଧବାର ଦିନ କୋର୍ଟ ଚାଲାଣ କରାଯାଇଛି ବୋଲି କିସିଣ୍ଡା ଥାନା ଅଧିକାରୀ ଲୋକନାଥ ସାହୁ ପ୍ରକାଶ କରିଅଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026

You Might Also Like