-+91-9937148622 |

prerana_bgr@rediffmail.com |

  Sunday 10th May 2026 |

| | | |

R.N.I. Regd No. ODIODI/2010/46693

Breaking News

Vv   (10-May-2026)       ||      ସଡ଼କ ଦୁର୍ଘଟଣାରେ ଦୁଇଜଣ ଆହତ , ଦୁର୍ଘଟଣାଗ୍ରସ୍ତ ବ୍ୟକ୍ତିଙ୍କୁ ଉଦ୍ଧାର କରି ମେଡିକାଲ କୁ ପଠାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ   (10-May-2026)       ||       କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର    (10-May-2026)       ||       କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର    (10-May-2026)       ||      ନିର୍ମାଣାଧୀନ କୋଠାରୁ ପଡ଼ି ଶ୍ରମିକ ମୃତ୍ୟୁ ଘଟଣା ଯନ୍ତ୍ରୀ, ଘଟଣାର ନିରପେକ୍ଷ ତଦନ୍ତ ହେଉ    (10-May-2026)       ||      ସମାଜସେବୀ ସଂଘମିତ୍ରା ପଟେଲ ସେବା ଭରତୀ ସମ୍ମାନ ରେ ସମ୍ମାନିତ    (10-May-2026)       ||      *ସୋନପୁର ଥାନାରେ ଜୁଭେଣ୍ଟିକା ସଚେତନତା*   (10-May-2026)       ||      *ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କଳାକାର ଜୀଵନ ଅବହେଳିତ,ଭୁଲିଆ ସିକୂଆଁ ଗ୍ରାମର ପୂର୍ଣ୍ଣ ସିନ୍ଧୁର ଆଜିବି ଅନେକ ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କରୁଥିବା ବେଳେ ନାଁ ବାର୍ଦ୍ଧକ୍ୟ ଭତ୍ତା, ନାଁ ମିଳେ କଳାକାର ଭତ୍ତା*   (10-May-2026)       ||      *ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ- ୨୦୨୬ ରେ ୫୭୯୬ ଗୋଟି ମାମଲା ସମାଧାନ,*   (10-May-2026)       ||      *ଡାବୁଗାଁ ଥାନା IIC ରଘୁନାଥ ମାଝୀ ସସ୍‌ପେଣ୍ଡ୍‌*   (10-May-2026)       ||      ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   (09-May-2026)       ||      ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   (09-May-2026)       ||      ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   (09-May-2026)       ||      ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   (09-May-2026)       ||      ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   (09-May-2026)       ||      ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   (09-May-2026)       ||      ବଲାଙ୍ଗୀର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର    (09-May-2026)       ||      ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-May-2026)       ||      ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||     

HOME   ଜିଲ୍ଲା

ଜିଲ୍ଲା ରୋଗୀ କଲ୍ୟାଣ ସମିତି ବୈଠକ

02-Mar-2023



ସୁବର୍ଣ୍ଣପୁର, (ମନୋରଞ୍ଜନ ତ୍ରିପାଠୀ )
ଜିଲ୍ଲାପାଳ ସୁବର୍ଣ୍ଣପୁର ଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ର ରୋଗୀକଲ୍ୟାଣ ସମିତି ର କାର୍ଯ୍ୟନିର୍ବାହୀ କମିଟିର ବୈଠକ ଜିଲ୍ଲାପାଳ ସୁବର୍ଣ୍ଣପୁର ଶ୍ରୀମତୀ ଅବୋଲି ସୁନୀଲ ନରୱଣେ ଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି l ଉକ୍ତ ବୈଠକରେ ରୋଗୀକଲ୍ୟାଣ ପୂର୍ବ ବୈଠକର ଅନୁପାଳନ ବିବରଣୀ, ରୋଗୀକଲ୍ୟାଣ ସମିତିର ଖର୍ଚ୍ଚ ଏବଂ ଆଗାମୀ କାର୍ଯ୍ୟପନ୍ଥା ଉପରେ ବିଷଦ ଆଲୋଚନା କରାଯାଇଥିଲା l ବୈଠକରେ ଶବ ବ୍ୟବଚ୍ଛେଦ ଗୃହ ର ମରାମତି, ଚିକିତ୍ସାଳୟ ର ଆନୁସଙ୍ଗିକ ବ୍ୟବସ୍ଥା ର ଉନ୍ନତିକରଣ ଯଥା ପିଇବା ପାଣି ବ୍ୟବସ୍ଥା, ବିଦ୍ୟୁତ ବେକଅପ, ହୁଇଲ ଚେୟାର, ଷ୍ଟ୍ରେଚର ର ବ୍ୟବସ୍ଥା, ଏମ ସି ଏଚ ଶାଖା ରେ ଝରକା ଗୁଡିକରେ ମଶା ପ୍ରତିହତ ନିମନ୍ତେ ମଶା ଜାଲି ର ବ୍ୟବସ୍ଥା, ଇତ୍ୟାଦି ଉପରେ ଗୁରୁତ୍ୱ ପ୍ରଦାନ କରାଯାଇଥିଲା l ହସ୍ପିଟାଲ 5T ଅଧୀନରେ ରୋଗୀ ଆଟେଣ୍ଡେଣ୍ଟରେଷ୍ଟ ଶେଡ଼, ସିସିଟିଭି ଇନ୍ଷ୍ଟଲେସନ ଇତ୍ୟାଦି ପାଇଁ ପ୍ରସ୍ତାବ ଗୃହୀତ ହୋଇଥିଲା l ଉକ୍ତ ବୈଠକରେ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡା ବିଶ୍ୱରଂଜନ ପତି, ଅତିରିକ୍ତ ଜନସ୍ୱାସ୍ଥ୍ୟ ଅଧିକାରୀ (ମେଡିକାଲ )ଡା ଦୁର୍ଗା ଦତ୍ତ ଦାଶ, ଅତିରିକ୍ତ ଜନସ୍ୱାସ୍ଥ୍ୟ ଅଧିକାରୀ(ଯକ୍ଷ୍ମା )ଡା ପଦ୍ମହଂସା ଦୋରା, କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀ ଆର ଡବ୍ଲୁ ଏସ ଏସ ଇଂ ବିଭୂପ୍ରସାଦ ପଣ୍ଡା,ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶ୍ବିନୀ କୁମାର ଭୋଇ, ସଦସ୍ୟ -ସମାଜ ସେବୀ ଗୋବିନ୍ଦ ମହାରଣା, ସ୍ୱାଧୀନ ମେହେର, ଡିପିଏମ ବିଶ୍ୱମ୍ବର ବେହେରା,ହସ୍ପିଟାଲ ମେନେଜର ସୁଶ୍ରୀ ଦେବସ୍ମିତା,ତଥା ବିଭିନ୍ନ  ବିଭାଗୀୟ ଅଧିକାରୀ ଉପସ୍ଥିତ ରହି ଆଲୋଚନା ରେ ଅଂଶ ଗ୍ରହଣ କରିଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
Vv   10-May-2026
  ଜିଲ୍ଲା  
ସଡ଼କ ଦୁର୍ଘଟଣାରେ ଦୁଇଜଣ ଆହତ , ଦୁର୍ଘଟଣାଗ୍ରସ୍ତ ବ୍ୟକ୍ତିଙ୍କୁ ଉଦ୍ଧାର କରି ମେଡିକାଲ କୁ ପଠାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ   10-May-2026
  ଜିଲ୍ଲା  
 କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର   10-May-2026
  ଜିଲ୍ଲା  
 କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର   10-May-2026
  ଜିଲ୍ଲା  
ନିର୍ମାଣାଧୀନ କୋଠାରୁ ପଡ଼ି ଶ୍ରମିକ ମୃତ୍ୟୁ ଘଟଣା ଯନ୍ତ୍ରୀ, ଘଟଣାର ନିରପେକ୍ଷ ତଦନ୍ତ ହେଉ   10-May-2026
  ଜିଲ୍ଲା  
ସମାଜସେବୀ ସଂଘମିତ୍ରା ପଟେଲ ସେବା ଭରତୀ ସମ୍ମାନ ରେ ସମ୍ମାନିତ   10-May-2026
  ଜିଲ୍ଲା  
*ସୋନପୁର ଥାନାରେ ଜୁଭେଣ୍ଟିକା ସଚେତନତା*   10-May-2026
  ଜିଲ୍ଲା  
*ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କଳାକାର ଜୀଵନ ଅବହେଳିତ,ଭୁଲିଆ ସିକୂଆଁ ଗ୍ରାମର ପୂର୍ଣ୍ଣ ସିନ୍ଧୁର ଆଜିବି ଅନେକ ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କରୁଥିବା ବେଳେ ନାଁ ବାର୍ଦ୍ଧକ୍ୟ ଭତ୍ତା, ନାଁ ମିଳେ କଳାକାର ଭତ୍ତା*   10-May-2026
  ଜିଲ୍ଲା  
*ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ- ୨୦୨୬ ରେ ୫୭୯୬ ଗୋଟି ମାମଲା ସମାଧାନ,*   10-May-2026
  ଜିଲ୍ଲା  
*ଡାବୁଗାଁ ଥାନା IIC ରଘୁନାଥ ମାଝୀ ସସ୍‌ପେଣ୍ଡ୍‌*   10-May-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   09-May-2026
  ଜିଲ୍ଲା  
ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   09-May-2026

You Might Also Like