-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||     

HOME   ଜିଲ୍ଲା

ଆସନ୍ତା କାଲିଠାରୁ ବୁବେଲ ଦୋଳ ମହୋତ୍ସବ ଓ କଂସ ଦରବାର

02-Mar-2023



ବଲାଙ୍ଗୀର: ପୁଇଁତଲା ବ୍ଳକ ବୁବେଲ ଠାରେ ଆସନ୍ତା କାଲି ଠାରୁ ୭୬ତମ ଦୋଳ ମହୋତ୍ସବ ଆରମ୍ଭ ହେବ। ଏ ଅବସରରେ ୩ତାରିଖରୁ ୭ତାରିଖ ଯାଏ ପ୍ରତିଦିନ ସଂନ୍ଧ୍ଯାରେ କଂସ ରାଜ ଦରବାର ବସିବ । କଂସରାଜଙ୍କ ଦରବାର'ରେ ପ୍ରଥମ ଦିନରେ ମୁଖ୍ଯ ଅତିଥି ଭାବରେ କଂଗ୍ରେସ ବିଧାୟକ ଦଳ ନେତା ତଥା ବଲାଙ୍ଗୀର ବିଧାୟକ ନରସିଂହ ମିଶ୍ର ଓ ସମ୍ମାନିତ ଅତିଥି ସ୍ମାରକ ମିଶ୍ର, ସଭାପତି ଜିଲ୍ଲା କେନ୍ଦ୍ରୀୟ ସମବାୟ ବ୍ୟାଙ୍କ ବଲାଙ୍ଗୀର , ଜିଲ୍ଲା କଂଗ୍ରେସ କୃଷକ ମୋର୍ଚ୍ଚା ସଭାପତି ସାନନ୍ଦ କୁମାର ମିଶ୍ର ଓ ବୁବେଲ ପଞ୍ଚାୟତ ସରପଞ୍ଚ ସବିତା ମିଶ୍ର ଉପସ୍ଥିତ ରହିବେ। ଦ୍ବିତୀୟ ସଂନ୍ଧ୍ଯା (ତା ୪.୩.୨୩)ରେ ମୁଖ୍ଯ ଅତିଥି ରାଜ୍ଯ ସଭା ସାଂସଦ ନିରଞ୍ଜନ ବିଶି ସମ୍ମାନିତ ଅତିଥି ପୁଇଁତଲା ପଞ୍ଚାୟତ ସମିତି ଅଧ୍ୟକ୍ଷ ସରୋଜ ପଧାନ ଓ ୧୯ ନମ୍ବର ଜୋନ ଜିଲ୍ଲାପରିଷଦ ଅଧ୍ୟକ୍ଷ କୁମରମଣି ସେଠ, ପ୍ରଫୁଲ୍ଲ ତୁମନିଆ ମେନେଜର ନ୍ୟୁ ଇଣ୍ଡିଆ ଏସୁରେନ୍ସ ତଥା ସଂପାଦକ ବଲାଙ୍ଗୀର ଆଦିବାସୀ ସଂଘ ଉପସ୍ଥିତ ରହିବେ। ୩ୟ ସଂନ୍ଧ୍ଯାରେ ମୁଖ୍ଯ ଅତିଥି ବଲାଙ୍ଗୀର ପୌରାଧକ୍ଷା ଲିକା ସାହୁ ଓ ନିହାର ରଞ୍ଜନ ବେହେରା, ବିଜେଡି ରାଜ୍ଯ ପରିଷଦ ସଦସ୍ଯ ଓ ଯୁବ ସମାଜସେବୀ ସିଦ୍ଧାର୍ଥ ମିଶ୍ର କଂସଙ୍କ ଦରବାରରେ ହାଜିର ହେବେ।

୪ର୍ଥ ଦିନ ଦରବାରେ ଲୋଇସିଂହା ବିଧାୟକ ମୁକେଶ ମହାଲିଙ୍ଗ ମୁଖ୍ଯ ଅତିଥି ଓ ସମ୍ମାନିତ ଅତିଥି ଜିଲ୍ଲା ପରିଷଦ ଜୋନ ୧୭ ସଦସ୍ଯ ଶିବଦତ୍ତ ମିଶ୍ର, ଲୋକସଭା ସାଂସଦ ସଙ୍ଗୀତା କୁମାରୀ ସିଂହଦେଓଙ୍କ ନୋମିନି ବିଜେପି ନେତା ରାଜ କିଶୋର ନାଏକ ହାଜର ହେବେ। ଦରବାର କାର୍ଯ୍ୟକ୍ରମର ଶେଷ ସଂନ୍ଧ୍ଯାରେ ପରିବହନ, ଜଳ ସେଚନ ମନ୍ତୀ ଟୁକୁନୀ ସାହୁ ଓ ଯୁବ ବିଜେଡି ନେତା ସଞିବ ସେଠ୍ ମୁଖ୍ଯ  ଅତିଥି ଓ ସମ୍ମାନିତ ଅତିଥି ଭାବରେ ଯୋଗଦାନ କରିବା ସ୍ବୀକୃତି ଦେଇଥିବା ଆୟୋଜକ କମିଟି ତରଫରୁ ଟିକେଶ୍ବର ସାଏ ସୂଚନା ଦେଇଛନ୍ତି। କଂସ ରାଜ ଦରବାରରେ ପ୍ରସିଦ୍ଧ କଳାକାର  ଅନିଲ କୁମାର ସାଏ ଓ ତାଙ୍କ ଦଳ ୧ମ ସଂନ୍ଧ୍ଯାରେ ଉଗ୍ରସେନ ରାଜ ଦରବାର, ଦେବକୀ ବସୁଦେବ ବିବାହ ଏବଂ କଂସ ସିଂହାସନ ଆରୋହଣ, ୨ୟ ସଂନ୍ଧ୍ଯାରେ କଂସ ରାଜ ଦରବାର ଓ ଶ୍ରୀକୃଷ୍ଣ ଜନ୍ମ ପରିବେଷଣ କରିବେ।  ସେହିପରି ପ୍ରତିଦିନ ସଂନ୍ଧ୍ଯାରେ ଦରବାର ଓ ସୂଚନା ପ୍ରେରଣ, ରଙ୍ଗସଭା, ଅକୃର ଗମନ, କୃଷ୍ଣ ବଳରାମଙ୍କ ମଥୁରା ଆଗମନ ଓ କଂସବଦ୍ଧ ପର୍ଯ୍ୟାୟ କ୍ରମେ ପରିବେଷିତ ହେବ । ୮ତାରିଖରେ ହରିହର ଭେଟ, ରଙ୍ଗଖେଳ ସହ ଉଜ୍ଜାବନୀ ଉତ୍ସବ ଅନୁଷ୍ଠିତ ହେବ ବୋଲି ତୀର୍ଥ ନାଗ, ରଙ୍ଗାଧର ନାଏକ ଓ ଅନ୍ଯମାନେ ପ୍ରକାଶ କରି ଉତ୍ସବରେ ସାମିଲ ହେବାକୁ ଜନସାଧାରଣଙ୍କୁ ନିବେଦନ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026

You Might Also Like