-+91-9937148622 |

prerana_bgr@rediffmail.com |

  Tuesday 24th March 2026 |

| | | |

R.N.I. Regd No. ODIODI/2010/46693

Breaking News

ବରଗଡ଼ରୁ ଭୁବନେଶ୍ୱର ଏକ ସକାଳ ଇଣ୍ଟରସିଟି ଟ୍ରେନ ଚଳାଚଳ କିମ୍ବା ସମ୍ବଲପୁର ଟ୍ରେନକୁ ବରଗଡ଼ ସମ୍ପ୍ରସାରଣ   (24-Mar-2026)       ||      ସଡ଼କ ଦୁର୍ଘଟଣାରେ ଗୋଷ୍ଠୀ ସ୍ବାସ୍ଥ୍ୟ ଅଧିକାରୀଙ୍କ ମୃତ୍ୟୁ   (24-Mar-2026)       ||      ଶିକ୍ଷକ ସୁରେଶ ବାରିକଙ୍କୁ ଡକ୍ଟରେଟ ଉପାଧି,ଶିକ୍ଷା ଜଗତରେ ଉଲ୍ଲାସ    (24-Mar-2026)       ||      ଡାବୁଗାଁ ଠାରେ ଜନଗଣନା କ୍ଷେତ୍ର ପ୍ରଶିକ୍ଷକଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (24-Mar-2026)       ||      ଆଶା ନର୍ସିଂହୋମରେ ରୋଗୀମୃତ୍ୟୁ ମାମଲା♦️ ଓଭରଡୋଜ୍ ନିଶ୍ଚେତକରେ ପ୍ରାଣହାନୀ ? ସରକାରୀ ଡାକ୍ତରଙ୍କ ଘରୋଇ ନର୍ସିଂହୋମ୍ ଚିକିତ୍ସା   (24-Mar-2026)       ||      ପ୍ରବେଶ ଉତ୍ସବ "ଜ୍ଞାନ, ସଂସ୍କାର ଓ ସ୍ୱପ୍ନର ପ୍ରଥମ ଦିନ" - ଡ. ହେମନ୍ତ କୁମାର ଦାଶ   (24-Mar-2026)       ||      ରାଜ୍ୟସଭାରେ ଉଠିଲା ସଲେପାଲି ଗ୍ରାଫାଇଟ ଖଣି ଖନନ ପଟ୍ଟା ନେଇ ଚିନ୍ତା ପ୍ରକଟ କଲେ ସାଂସଦ ଶ୍ରୀ ବିଶି.   (24-Mar-2026)       ||      *ଡାବୁଗାଁ ରେ ଶୁଭାରମ୍ଭ ହେଲା ନବଦିନ ବ୍ୟାପୀ ମାଁ ଠାକୁରାଣୀ ଙ୍କ କଳସ ଯାତ୍ରା*   (24-Mar-2026)       ||      ରାଜ୍ୟସଭାରେ ଉଠିଲା ସଲେପାଲି ଗ୍ରାଫାଇଟ ଖଣି ଖନନ ପଟ୍ଟା ନେଇ ଚିନ୍ତା ପ୍ରକଟ କଲେ ସାଂସଦ ଶ୍ରୀ ବିଶି   (23-Mar-2026)       ||      ଜମନକିରା ବ୍ଲକ ଠାରେ ଜନ ଅଭିଯୋଗ ଶୁଣାଣି।   (23-Mar-2026)       ||      ଶ୍ରୀ ରାମନବମୀ ଓ ହନୁମାନ ଜୟନ୍ତୀ ପାଳନ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (23-Mar-2026)       ||      ଉତ୍କଳ କଲେଜ ଅଫ୍ ନର୍ସିଂ ପରିସରରେ ଭୁବନେଶ୍ୱରର ନିଯୁକ୍ତିକାରୀ ସଂସ୍ଥା ସୁଯତ୍ନ ହେଲଥ କେୟାର ପକ୍ଷରୁ ଏକ ମେଗା ନିଯୁକ୍ତି ମେଳା   (23-Mar-2026)       ||      ବରପାଲି ଲିଟିଲ ଏଞ୍ଜେଲସ୍ ପବ୍ଲିକ ସ୍କୁଲ ରୌପ୍ୟ ଜୟନ୍ତୀରେ ଡା.ଧୀରେନ୍ଦ୍ର ମୁଣ୍ଡଙ୍କ ଜନ୍ମ ଜୟନ୍ତୀ ପାଳିତ   (23-Mar-2026)       ||      *ପ୍ରେସ ଓ ମେଡିକାଲ୍ ବ୍ୟାଙ୍କର୍ସ ଟିମ୍ ମଧ୍ୟରେ ବନ୍ଧୁତ୍ୱ ପୁର୍ଣ୍ଣ କ୍ରିକେଟ୍ ମ୍ୟାଚ୍*- *ହାରିଲେ, କିନ୍ତୁ ଶେଷ ବଲ ଯାଏ ସଂଘର୍ଷ କଲେ ଓ ଖେଳ ର ଖୁବ୍ ମଜା ନେଲେ ପ୍ରେସ ଦଳ*-   (23-Mar-2026)       ||      ସରକାରଙ୍କ ଘୁଟକା ବନ୍ଦ ପ୍ରହସନ: ସବୁ ଦୋକାନରେ ଅଧିକ ମୂଲ୍ୟରେ ହେଉଛି ବିକ୍ରି   (23-Mar-2026)       ||      ବାଉଁଶୁଣୀରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୧୩୧ରୁ୨୧ସମାଧାନ)   (23-Mar-2026)       ||      ଝରଣୀପାଲୀ ପଂଚାୟତ ରେ ଯୁଗ୍ମ ଜନ ଶୁଣାଣି ଶିବିର ଅନୁଷ୍ଠିତ   (23-Mar-2026)       ||      ଚାଞ୍ଚଲ୍ୟକର ଚର୍ଚ୍ଚା♦️ ଶିକ୍ଷକଙ୍କ ଦ୍ବାରା ଛାତ୍ରୀ ଗର୍ଭବତୀ ଅଭିଯୋଗ: ଗ୍ରାମବାସୀ , ବିଭାଗ ଓ ଗଣମାଧ୍ୟମ ଜାଣି ବି ଚପାଇଦେଲେ !    (23-Mar-2026)       ||      ମୁନିଗୁଡା ବ୍ଲକ ବରଗୁଡା ପ୍ରାଥମିକ ସେବାଶ୍ରମ ବାର୍ଷିକ ଉତ୍ସବ ୨୦୨୬   (23-Mar-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସୁସ୍ଥ ପରିବାର ଗଠନ ନିମନ୍ତେ ସଚେତନତା  କାର୍ଯକ୍ରମ   (23-Mar-2026)       ||     

HOME   ଜିଲ୍ଲା

ଇକୋ କ୍ଲବ ତରଫରୁ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗିତା ଓ ପୁରସ୍କାର ବିତରଣୀ ଉତ୍ସବ

02-Mar-2023



ବଲାଙ୍ଗୀର(ପ୍ରେରଣା ଖବର), ଆଜି ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ବିଇଡି ଓ ଏମ୍‌ଇଡିର ଶିକ୍ଷକ ତାଲିମ ନେଉଥିବା ଛାତ୍ରଛାତ୍ରୀ ଓ ଇକୋକ୍ଲବର ମିଳିତ ଆନୁକୂଲ୍ୟରେ ସ୍ଥାନୀୟ ମନୋହରପୁର ୟୁପି ସ୍କୁଲ ଠାରେ ଏହି ସ୍କୁଲର ଛାତ୍ରଛାତ୍ରୀ ମାନଙ୍କୁ ନେଇ ବକ୍ତୃତା, ଚିତ୍ରାଙ୍କନ ଆଦି ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ସ୍କୁଲର ପ୍ରଧାନ ଶିକ୍ଷୟିତ୍ରୀ ବିଜୟଲକ୍ଷ୍ମୀ ମିଶ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବରେ ସାମ୍ବାଦିକ ରଘୁ ନନ୍ଦନ ସିଂହ ଓ ଅନ୍ୟତମ ଅତିଥି ଭାବରେ ଫାଇନ୍ ଆର୍ଟର ପ୍ରଫେସର ଶାନ୍ତନୁ ମେହେର ଓ

ଇକୋ କ୍ଲବ ଇନ୍‌ଚାର୍ଜ ରୀନା ଜାଲ୍ ପ୍ରମୁଖ ମଂଚାସୀନ ରହି କୃତୀ ପ୍ରତିଯୋଗୀ ମାନଙ୍କୁ ପୁରସ୍କୃତ କରିଥିଲେ । କାର୍ଯ୍ୟକ୍ରମକୁ ସଫଳ କରିବାରେ ବିଇଡି ଓ ଏମ୍‌ଇଡିରେ ତାଲିମ ନେଉଥିବା ନିହାରୀକା ସେଠ, ବଏଲୋଚନ ନାଏକ, ସୁଭଶ୍ମିତା ଗୁରୁ, ଅଜୟ ହୋତା, ଆଶା ଲୁଗୁନ, ନିହାରୀକା ମଣ୍ଡଳ, ଶୁଭେନ୍ଦୁ ସାହୁ, ନମିତା ସେଠ୍‌, ଜ୍ୟୋସ୍ନାମୟୀ ଧରୁଆ, ନିମାଇଁ ସେଠ ପ୍ରମୁଖ ସହଯୋଗ କରିଥିଲେ । ପୁରସ୍କାର ବିତରଣୀ ଉତ୍ସବକୁ ସ୍ୱାଭିମାନ ମହାନ୍ତି ସଂଯୋଜନା କରିଥିଲେ ।   


News Comment




Photo in News

Advertisment
Lastest News
  ଜିଲ୍ଲା  
ବରଗଡ଼ରୁ ଭୁବନେଶ୍ୱର ଏକ ସକାଳ ଇଣ୍ଟରସିଟି ଟ୍ରେନ ଚଳାଚଳ କିମ୍ବା ସମ୍ବଲପୁର ଟ୍ରେନକୁ ବରଗଡ଼ ସମ୍ପ୍ରସାରଣ   24-Mar-2026
  ଜିଲ୍ଲା  
ସଡ଼କ ଦୁର୍ଘଟଣାରେ ଗୋଷ୍ଠୀ ସ୍ବାସ୍ଥ୍ୟ ଅଧିକାରୀଙ୍କ ମୃତ୍ୟୁ   24-Mar-2026
  ଜିଲ୍ଲା  
ଶିକ୍ଷକ ସୁରେଶ ବାରିକଙ୍କୁ ଡକ୍ଟରେଟ ଉପାଧି,ଶିକ୍ଷା ଜଗତରେ ଉଲ୍ଲାସ   24-Mar-2026
  ଜିଲ୍ଲା  
ଡାବୁଗାଁ ଠାରେ ଜନଗଣନା କ୍ଷେତ୍ର ପ୍ରଶିକ୍ଷକଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   24-Mar-2026
  ଜିଲ୍ଲା  
ଆଶା ନର୍ସିଂହୋମରେ ରୋଗୀମୃତ୍ୟୁ ମାମଲା♦️ ଓଭରଡୋଜ୍ ନିଶ୍ଚେତକରେ ପ୍ରାଣହାନୀ ? ସରକାରୀ ଡାକ୍ତରଙ୍କ ଘରୋଇ ନର୍ସିଂହୋମ୍ ଚିକିତ୍ସା   24-Mar-2026
  ଜିଲ୍ଲା  
ପ୍ରବେଶ ଉତ୍ସବ "ଜ୍ଞାନ, ସଂସ୍କାର ଓ ସ୍ୱପ୍ନର ପ୍ରଥମ ଦିନ" - ଡ. ହେମନ୍ତ କୁମାର ଦାଶ   24-Mar-2026
  ଜିଲ୍ଲା  
ରାଜ୍ୟସଭାରେ ଉଠିଲା ସଲେପାଲି ଗ୍ରାଫାଇଟ ଖଣି ଖନନ ପଟ୍ଟା ନେଇ ଚିନ୍ତା ପ୍ରକଟ କଲେ ସାଂସଦ ଶ୍ରୀ ବିଶି.   24-Mar-2026
  ଜିଲ୍ଲା  
*ଡାବୁଗାଁ ରେ ଶୁଭାରମ୍ଭ ହେଲା ନବଦିନ ବ୍ୟାପୀ ମାଁ ଠାକୁରାଣୀ ଙ୍କ କଳସ ଯାତ୍ରା*   24-Mar-2026
  ଜିଲ୍ଲା  
ରାଜ୍ୟସଭାରେ ଉଠିଲା ସଲେପାଲି ଗ୍ରାଫାଇଟ ଖଣି ଖନନ ପଟ୍ଟା ନେଇ ଚିନ୍ତା ପ୍ରକଟ କଲେ ସାଂସଦ ଶ୍ରୀ ବିଶି   23-Mar-2026
  ଜିଲ୍ଲା  
ଜମନକିରା ବ୍ଲକ ଠାରେ ଜନ ଅଭିଯୋଗ ଶୁଣାଣି।   23-Mar-2026
  ଜିଲ୍ଲା  
ଶ୍ରୀ ରାମନବମୀ ଓ ହନୁମାନ ଜୟନ୍ତୀ ପାଳନ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   23-Mar-2026
  ଜିଲ୍ଲା  
ଉତ୍କଳ କଲେଜ ଅଫ୍ ନର୍ସିଂ ପରିସରରେ ଭୁବନେଶ୍ୱରର ନିଯୁକ୍ତିକାରୀ ସଂସ୍ଥା ସୁଯତ୍ନ ହେଲଥ କେୟାର ପକ୍ଷରୁ ଏକ ମେଗା ନିଯୁକ୍ତି ମେଳା   23-Mar-2026

You Might Also Like