-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||     

HOME   ଜିଲ୍ଲା

ସିନ୍ଧେକେଲା ପଲ୍ଲିଶ୍ରୀ ନୋଡାଲ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ପାଲିତ

02-Mar-2023



ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ ସିନ୍ଧେକେଲା ପଲ୍ଲିଶ୍ରୀ ନୋଡ଼ାଲ ଉଚ୍ଚ ବିଦ୍ୟାଳୟର ୨୦୨୩ ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିସରରେ ଆଜି ବୁଧବାର ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଲୋକନାଥ ମେହେର ଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ବଙ୍ଗୋମୁଣ୍ଡା ବ୍ଲକ ଅଧ୍ୟକ୍ଷା ରଞ୍ଜୁଵାଲା ବେହେରା ମୁଖ୍ୟ ଅତିଥି ଭାବରେ ଯୋଗଦେଇ  ମାଁ ବୀଣାପାଣିଙ୍କ ଫଟୋଚିତ୍ରରେ ଦୀପ ପ୍ରଜ୍ଜଲନ ଓ ପୂଜାର୍ଚ୍ଚନା ସହିତ ଉକ୍ତ ଉତ୍ସବର ଶୁଭ ଉଦଘାଟନ କରିଥିଲେ ।  ମୁଖ୍ୟ ବକ୍ତା ଭାବରେ ବିଜେପୁର ହାଇସ୍କୁଲର ପ୍ରଧାନ ଶିକ୍ଷକ ଉମେଶ ଚନ୍ଦ୍ର ଦାସ , ସମ୍ମାନିତ ଅତିଥି ଭାବରେ ସିନ୍ଧେକେଲା

ଜୋନ ଜିଲ୍ଲା ପରିଷଦ ସଦସ୍ୟ ଦାମ ସୁନା , ସିନ୍ଧେକେଲା ସମିତି ସଭ୍ୟ ଭୋଳାନାଥ ବେହେରା , ସରପଞ୍ଚ ନରେଶ ଅଗ୍ରୱାଲ ,  ଆଲୁମିନି ସଭାପତି ନରେଶ ଜୈନ , ବିଦ୍ୟାଳୟ ପରିଚାଳନା କମିଟି ସଭାପତି ବିକ୍ରମ ସିଂଦେଓ , ତପନ ଜୈନ , ବ୍ରଜଧର ମଙ୍ଗରାଜ ପ୍ରମୁଖ ଯୋଗଦେଇ ଛାତ୍ରଛାତ୍ରୀ ମାନଙ୍କ ପାଇଁ ଶିକ୍ଷା ସହ ଖେଳକୁଦ ମଧ୍ୟ ନିତାନ୍ତ ଆବଶ୍ୟକ ବୋଲି ମତବ୍ୟକ୍ତ କରିଥିଲେ । ବାର୍ଷିକ କ୍ରୀଡା ପ୍ରତିଯୋଗିତାରେ ଅବତୀର୍ଣ୍ଣ ହୋଇଥିବା ଛାତ୍ରଛାତ୍ରୀ ମାନଙ୍କୁ ଅତିଥି ଦ୍ୱାରା ପୁରସ୍କୃତ କରାଯାଇଥିଲା । ଏହି ଅବସରରେ ସାଂସ୍କୃତିକ କାର୍ଯ୍ୟକ୍ରମରେ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନେ ସଙ୍ଗୀତ ନୃତ୍ଯ ଆଦି ପରିବେଷଣ କରିଥିଲେ । ସହକାରୀ ଶିକ୍ଷକ ନରେନ୍ଦ୍ର ସାହୁ ମଞ୍ଚ ପରିଚାଳନା କରିଥିବା ବେଳେ ହିମାଂଶୁ ଭୂଷଣ ସେନାପତି ଧନ୍ୟବାଦ ଜ୍ଞାପନ କରିଥିଲେ ।  କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଉପସ୍ଥିତ ରହି ବିଶେଷ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026

You Might Also Like