-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||     

HOME   ଜିଲ୍ଲା

ଇନପୁଟ ସବସିଡିରୁ ବଞ୍ଚିତ ଗ୍ରାମବାସୀ, ନିଜ ଅଧିକାର ପାଇଁ ତହସିଲଦାର୍ ଙ୍କୁ ଏକ ଦାବିପତ୍ର ପ୍ରଦାନ

02-Mar-2023



ଆଗଲପୁର, (ବିନୋଦ  କୁମାର ଦୀପ) ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ ଅନ୍ତର୍ଗତ ଉପରବାହାଲ ଗ୍ରାମ ପଞ୍ଚାୟତ ଅଧୀନ ଫଟାମୁଣ୍ଡା ଗ୍ରାମବାସୀ ଇନପୁଟ ସବସିଡି ପାଇ ନ ଥିବାରୁ ଆଜି ତହସିଲଦାର ସୁଶ୍ରୀ ସରୋଜା ବେହେରା ଙ୍କୁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି  l  ୨୦୨୧-୨୩ ଆର୍ଥିକ ବର୍ଷରେ ଆଂଶିକ ବର୍ଷା ହେବାରୁ ଚାଷ ରେ ପ୍ରଭାବିତ ହୋଇଥିଲା ତେଣୁ ସରକାରଙ୍କ ନିର୍ଦ୍ଦେଶ କ୍ରମେ ମରୁଡି ଘୋଷଣା ହୋଇ ସରକାରୀ ପ୍ରୋତ୍ସାହନ ରାଶି ଉପଯୁକ୍ତ ଚାଷୀଙ୍କୁ ଚିହ୍ନଟ କରାଯାଇ କ୍ଷତି ପୂରଣ ଦେବା ପାଇଁ ଘୋଷଣା କରାଯାଇଥିଲା l ଏଣୁ ଗ୍ରାମ୍ୟ କୃଷି କର୍ମୀ ତହସିଲର କର୍ମଚାରୀଙ୍କ ଉଚିତ ଚାଷୀଙ୍କ ଫସଲ ନଷ୍ଟ ତଥା ଜମିକୁ ଯାଇ ଅନୁଧ୍ୟାନ କରି ବିବରଣୀ ଦେବା କଥା କିନ୍ତୁ ଉଭୟଙ୍କ କାଗଜପତ୍ରରେ ତାଲମେଲ ହେଉ ନ ଥିବାରୁ କେତେକ ଚାଷୀ ଏହି ଇନପୁଟ ସବସିଡି ପାଇବାରୁ ବଞ୍ଚିତ ହେଇଥିବା ଅଭିଯୋଗ କରିଛନ୍ତି l 

ଉକ୍ତ ବର୍ଷର ସରକାରୀ ତଦନ୍ତ ରିପୋର୍ଟ ମୁତାବକ ଉକ୍ତ ଗ୍ରାମ କୁ  ୧୮ହେକ୍ଟର ଜମିର କ୍ଷତି ପୂରଣ ହୋଇଥିବା ସୂଚନା ମିଳେ ଓ ଏହି ଗ୍ରାମ ପଞ୍ଚାୟତରେ ୭୭ହେକ୍ଟର ଜମି କ୍ଷତି ଗ୍ରସ୍ତ ରିପୋର୍ଟ ହୋଇ ଥିବା ତହସିଲ ରିପୋର୍ଟରୁ ପ୍ରକାଶ l ଏହି ଗ୍ରାମର ଚାଷୀ ମାନେ ଦାବି କରିଛନ୍ତି ଯେ ପୁନଃ ଚାଷ ଜମିର ତଦନ୍ତ ପୂର୍ବକ କ୍ଷତିପୂରଣ ପ୍ରଦାନ ପୂର୍ବକ ଉକ୍ତ ସମୟର ଭି.ଏ ଡ଼ବଲୁ , ଆର୍ ଆଇ ତଥା ଅନ୍ୟାନ୍ୟ କର୍ମଚାରୀଙ୍କ ପ୍ରତି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ବୋଲି କହିଛନ୍ତି l ଅପର ପକ୍ଷରେ ତହସିଲଦାର୍ ପ୍ରତିଶ୍ରୁତି ଦେଇଛନ୍ତି ଯେ ପୁନଃ ସମସ୍ତ ଚାଷୀ ନଥିପତ୍ର ଦେଲେ ଗତ ପ୍ରସ୍ତୁତ ନାମ ତାଲିକା ସହିତ ତାଲମେଲ କରି ଯଦି ସମ୍ଭବ ହୁଏ ତେବେ ଜିଲ୍ଲାପାଲଙ୍କ ଠାରୁ ଆର୍ଥିକ ସହାୟତା ରାଶି ଆଣିବେ ବୋଲି ମତପ୍ରକାଶ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026

You Might Also Like