-+91-9937148622 |

prerana_bgr@rediffmail.com |

  Sunday 10th May 2026 |

| | | |

R.N.I. Regd No. ODIODI/2010/46693

Breaking News

ନିର୍ମାଣାଧୀନ କୋଠାରୁ ପଡ଼ି ଶ୍ରମିକ ମୃତ୍ୟୁ ଘଟଣା ଯନ୍ତ୍ରୀ, ଘଟଣାର ନିରପେକ୍ଷ ତଦନ୍ତ ହେଉ    (10-May-2026)       ||      ସମାଜସେବୀ ସଂଘମିତ୍ରା ପଟେଲ ସେବା ଭରତୀ ସମ୍ମାନ ରେ ସମ୍ମାନିତ    (10-May-2026)       ||      *ସୋନପୁର ଥାନାରେ ଜୁଭେଣ୍ଟିକା ସଚେତନତା*   (10-May-2026)       ||      *ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କଳାକାର ଜୀଵନ ଅବହେଳିତ,ଭୁଲିଆ ସିକୂଆଁ ଗ୍ରାମର ପୂର୍ଣ୍ଣ ସିନ୍ଧୁର ଆଜିବି ଅନେକ ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କରୁଥିବା ବେଳେ ନାଁ ବାର୍ଦ୍ଧକ୍ୟ ଭତ୍ତା, ନାଁ ମିଳେ କଳାକାର ଭତ୍ତା*   (10-May-2026)       ||      *ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ- ୨୦୨୬ ରେ ୫୭୯୬ ଗୋଟି ମାମଲା ସମାଧାନ,*   (10-May-2026)       ||      *ଡାବୁଗାଁ ଥାନା IIC ରଘୁନାଥ ମାଝୀ ସସ୍‌ପେଣ୍ଡ୍‌*   (10-May-2026)       ||      ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   (09-May-2026)       ||      ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   (09-May-2026)       ||      ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   (09-May-2026)       ||      ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   (09-May-2026)       ||      ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   (09-May-2026)       ||      ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   (09-May-2026)       ||      ବଲାଙ୍ଗୀର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର    (09-May-2026)       ||      ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-May-2026)       ||      ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      *ଜାମୁଗୁଡା ଠରେ ବିଶ୍ଵଶାନ୍ତି ମହାଯଜ୍ଞ ଏବଂ ଅଷ୍ଟମ ସାମ୍ବତ୍ସରିକ ନାମଯଜ୍ଞ ଅନୁଷ୍ଠିତ*   (09-May-2026)       ||      ଡ. ସଂଗୀତା ମିଶ୍ରଙ୍କୁ ଓଡିଶା ଗୌରବ ସମ୍ମାନ   (09-May-2026)       ||      ପିକେଏସ୍ ଫାଉଣ୍ଡେସନ୍ ର ବାର୍ଷିକୋତ୍ସବ♦️ ଡଃ. ମଞ୍ଜୁବାଳା ପଣ୍ଡା ଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ: ସମାଜରେ ଉଦାରବାଦୀ ଲୋକଙ୍କର ଆବଶ୍ୟକତା ରହିଛି- ଲିଙ୍ଗରାଜ    (09-May-2026)       ||     

HOME   ଜିଲ୍ଲା

କାର ଓଲଟି ଦୁଇ ମୃତ, ଜଣେ ଗୁରୁତର(ଢେଙ୍କାନାଳ)

06-Dec-2020



(ପ୍ରେରଣା ଖବର) ଢେଙ୍କାନାଳ: ପଣ୍ଡୁଆ ଫାଣ୍ଡି ଅନ୍ତର୍ଗତ ଖଟୁଆ ହତାଠାରେ ଆଜି ଅପରାହ୍ନରେ ଏକ କାର ଓଲଟି ପଡିବାରୁ କାରରେ ଥିବା ୪ ଜଣଙ୍କ ମଧ୍ୟରୁ ୨ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ଅଛନ୍ତି। ଦୁର୍ଘଟଣା ପରେ କାର ଡ୍ରାଇଭର ଫେରାର ଥିବା ଜଣାଯାଇଛି। ମୃତକମାନେ ହେଲେ ନୀରେଇ ଦାସ(୬୫) ଓ ଲକ୍ଷ୍ମୀ ନାୟକ। ସୂଚନା ଅନୁଯାୟୀ ମଠକରଗଳା ଗ୍ରାମ ବାଲିସାହିର ସୁଶାନ୍ତ ଦାସଙ୍କ ପତ୍ନୀ ପୁଷ୍ପାଞ୍ଜଳି ବେହେରା (୩୫), ଶାଶୁ ନୀରେଇ ଦାସ(୬୫) ଓ ଆଶା ଦିଦି ଲକ୍ଷ୍ମୀ ନାୟକ ଅଲଟ୍ରାସୋଉଣ୍ଡ ପାଇଁ କାରରେ (ଓଡି-୦୯ବି-୪୦୮୯) ଢେଙ୍କାନାଳ ଆସିଥିଲେ। ଏଠାରେ ଡାକ୍ତର ଦେଖାଇବା ପରେ ନିଜ ଗ୍ରାମକୁ ଫେରୁଥିବା ବେଳେ ଖଟୁଆ ହତାଠାରେ କାରଟି ଭାରସାମ୍ୟ ହରାଇ ବିଲ ଭିତରକୁ ଓଲଟି ପଡିଥିଲା। ଫଳରେ ଘଟଣାସ୍ଥଳରୁ ଶାଶୁ ନିରେଇ, ଆଶା ଦିଦି ଲକ୍ଷ୍ମୀ ଓ ପୁଷ୍ପାଞ୍ଜଳିଙ୍କୁ ଗୁରୁତର ଅବସ୍ଥାରେ ଢେଙ୍କାନାଳ ମୁଖ୍ୟ ଚିକିତ୍ସାଳୟକୁ ଅଣାଯାଇଥିଲା। ତେବେ ଡାକ୍ତରଖାନାରେ ନିରେଇ ଓ ଲକ୍ଷ୍ମୀ ମୃତ୍ୟୁବରଣ କରିଥିବା ବେଳେ ପୁଷ୍ପାଞ୍ଜଳିଙ୍କର ମୁଣ୍ଡରେ ଗଭୀର ଆଘାତ ଲାଗିଛି। ଡାକ୍ତର ତାଙ୍କୁ କଟକ ସ୍ଥାନାନ୍ତରିତ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ନିର୍ମାଣାଧୀନ କୋଠାରୁ ପଡ଼ି ଶ୍ରମିକ ମୃତ୍ୟୁ ଘଟଣା ଯନ୍ତ୍ରୀ, ଘଟଣାର ନିରପେକ୍ଷ ତଦନ୍ତ ହେଉ   10-May-2026
  ଜିଲ୍ଲା  
ସମାଜସେବୀ ସଂଘମିତ୍ରା ପଟେଲ ସେବା ଭରତୀ ସମ୍ମାନ ରେ ସମ୍ମାନିତ   10-May-2026
  ଜିଲ୍ଲା  
*ସୋନପୁର ଥାନାରେ ଜୁଭେଣ୍ଟିକା ସଚେତନତା*   10-May-2026
  ଜିଲ୍ଲା  
*ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କଳାକାର ଜୀଵନ ଅବହେଳିତ,ଭୁଲିଆ ସିକୂଆଁ ଗ୍ରାମର ପୂର୍ଣ୍ଣ ସିନ୍ଧୁର ଆଜିବି ଅନେକ ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କରୁଥିବା ବେଳେ ନାଁ ବାର୍ଦ୍ଧକ୍ୟ ଭତ୍ତା, ନାଁ ମିଳେ କଳାକାର ଭତ୍ତା*   10-May-2026
  ଜିଲ୍ଲା  
*ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ- ୨୦୨୬ ରେ ୫୭୯୬ ଗୋଟି ମାମଲା ସମାଧାନ,*   10-May-2026
  ଜିଲ୍ଲା  
*ଡାବୁଗାଁ ଥାନା IIC ରଘୁନାଥ ମାଝୀ ସସ୍‌ପେଣ୍ଡ୍‌*   10-May-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   09-May-2026
  ଜିଲ୍ଲା  
ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   09-May-2026
  ଜିଲ୍ଲା  
ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   09-May-2026
  ଜିଲ୍ଲା  
ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   09-May-2026
  ଜିଲ୍ଲା  
ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   09-May-2026
  ଜିଲ୍ଲା  
ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   09-May-2026

You Might Also Like