-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||     

HOME   ଜିଲ୍ଲା

ଦୀର୍ଘ ବର୍ଷ ହେଲା ଭଡାରେ ଚାଲିଛି ଉପଡାକଘର

03-Mar-2023



ବୀରମହାରାଜପୁର,(ବିନୋଦ ପାଣ୍ଡେ ):  ସୁବର୍ଣ୍ଣପୁର ଜ଼ିଲ୍ଲା ବୀରମହାରାଜପୁର ଉପଡାକଘର ଦୀର୍ଘ ବର୍ଷ ହେବ  ଭଡା ରେ ଚାଲିଥିବା ଦେଖିବାକୁ ମିଳିଛି l ଏହି ଡାକ ଘର କେନ୍ଦ୍ର ସରକାର ଙ୍କ ଦ୍ୱାରା ପରିଚଳିତ ହେଉ ଥିଲେ ହେଁ ଆଜି ପର୍ଯ୍ୟନ୍ତ ଏକ ସ୍ଥାୟୀ ଗୃହ ନିର୍ମାଣ ହୋଇ ପାରିନାହିଁ। ଏହି ଡାକ ଘରେ ଲୋକ ମାନଙ୍କୁ ସେବା ଯୋଗାଇ ଦେବା ପାଇଁ ପାସ ବୂକ ଖୋଲିବା ସହ ଟଙ୍କା ଜମା ଉଠାଣ, ଜୀବନ ବୀମା, ଚିଠି ପତ୍ର ଆଗମନ ଓ ପ୍ରେରଣ, ପାର୍ସଲ ମାଧ୍ୟମରେ ବିଭିନ୍ନ ଜିନିଷ ପାତ୍ର ପ୍ରେରଣ, ରେଜିଷ୍ଟ୍ରି ପୋଷ୍ଟ, ମନି ଅଡର, ରେଭିନ୍ୟୁ ଷ୍ଟାମ୍ପ, ଆଇ. ପି. ଓ., ଦୁର୍ଲଭ ଗଙ୍ଗା ଜଳ ର ସୁବିଧା ରହିଛି। ଏସବୁ କାରବାର ପାଇଁ ପ୍ରତିଦିନ ଅଞ୍ଚଳର  ଶହ ଶହ ଲୋକ ଆସି ଥାନ୍ତି। ମାତ୍ର ଏଠାରେ ଏକ ସ୍ଥାୟୀ ଅଫିସ ଗୃହ ଓ ଲୋକଙ୍କବସିବା ପାଇଁ କୌଣସି ସୁବିଧା ନ ଥିବାରୁ ଲୋକମାନେ ଗ୍ରୀଷ୍ମ ଦିନେ ଖରା, ବର୍ଷା ଦିନେ ବର୍ଷା ଓ ଶୀତ ଦିନେ ଶୀତ ରେ ଅନେକ ଅସୁବିଧା ର ସମ୍ମୁଖୀନ ହେଉଥିବା ଦେଖିବାକୁ ମିଳିଛି l  ଉପଡାକଘର  ଗୃହ ଭଡା ରେ ଚଳିଥିବାରୁ ଅଯଥା ସରକାରଙ୍କୁ ଭଡା ଟଙ୍କା ଦେବାକୁ ପଡିଛି l ଏବିଷୟରେ ଅନେକ ଥର ଉପଡାକଘର ର ଗୃହ ନିର୍ମାଣ ପାଇଁ ସ୍ଥାନୀୟ ତହସିଲଦାରଙ୍କୁ ଜମି ଯୋଗାଇ ଦେବାପାଇଁ ଜଣାଇ ଆସୁଥିଲେ ହେଁ ତହସିଲଦାର ଆଜି କାଲି ଦେଖିବା ଦିନ ଗଡାଇ ଚାଲିଛନ୍ତି l ଫଳରେ ଜମି ଅଭାରୁ ଉପଡାକ ଘର ନିର୍ମାଣ ପାଇଁ ସରକାର ଅର୍ଥ ମଞ୍ଜୁର କରିଥିଲେ ହେଁ ଡାକଘର ନିର୍ମାଣ ହେଇ ପାରୁ ନାହିଁ ଏପଟେ ସହ ସହ ଲୋକଙ୍କୁ ଲିଜ ଜମି ଯୋଗାଇ ଦିଆଯାଉଥିବା ବେଳେ କେନ୍ଦ୍ର ସରକାରଙ୍କ ଉପଡାକଘର ର କୋଠା ନିର୍ମାଣ ପାଇଁ ସ୍ଥାନୀୟ ପ୍ରଶାସନ ପାଖରେ ଜମି ନାହିଁ । ଫଳରେ ସରକାର ଙ୍କୁ ଅଯଥା ଲକ୍ଷ ଲକ୍ଷ ଟଙ୍କା ଭଡା ଦେବାକୁ ପଡୁଛି l  ଆଗକୁ ଗ୍ରୀଷ୍ମ ଋତୁ ଆସୁଥିବାରୁ ଗ୍ରାହକ ମାନଙ୍କ ପାଇଁ ଶୀତଳ ଛାୟା ଓ ପାନୀୟ ଜଳ ର ସୁବିଧା କରିବା ସହ ଏଟିଏମ୍ ସେବା ଯୋଗାଇଦେବାକୁ   ଜନସାଧାରଣ ରେ ଦାବୀ ହେଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026

You Might Also Like