-+91-9937148622 |

prerana_bgr@rediffmail.com |

  Wednesday 25th March 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲିରେ ବିଜେପିର ସାମ୍ବାଦିକ ସମ୍ମିଳନୀ: ବିଭ୍ରାନ୍ତି ସୃଷ୍ଟି ଅଭିଯୋଗରେ ବିରୋଧୀଙ୍କୁ ଘେରିଲା ବିଜେପି   (25-Mar-2026)       ||      ଜାଗ୍ରତ ବରୀ ପକ୍ଷରୁ ଦସ୍ତଖତ ଅଭିଯାନର ଶୁଭାରମ୍ଭ   (25-Mar-2026)       ||      *ତିଖାଲି ଲୋଅର ଇନ୍ଦ୍ର ଜଳ ସେଚନ ପ୍ରକଳ୍ପ ଜଳ ରାଶିରେ ଜିଲ୍ଲା ମତ୍ସ୍ୟ ବିଭାଗ ପକ୍ଷ ରୁ ମତ୍ସ୍ୟ ଯାଆଁଳା ଚାଡ଼ିବା ଉତ୍ସବ ଅନୁଷ୍ଠିତ*   (25-Mar-2026)       ||      ନନ୍ଦ କିଶୋର ସେନାପତି ଙ୍କ ବିୟୋଗ ରେ ସ୍ମୃତିଚାରଣ ସଭା   (24-Mar-2026)       ||      ଶିଶୁ ଅଧିକାର, ବାଲ୍ୟ ବିବାହକୁ ନା, ସଖି , ୱାନ ଷ୍ଟପ" ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (24-Mar-2026)       ||      *ଉମେଶଙ୍କ ନାମରେ ସୋସିଆଲ ମିଡିଆରେ ମିଥ୍ୟା ଅପପ୍ରଚାର; ପ୍ରଦ୍ୟୁମ୍ନ ପାଢ଼ୀ ଗିରଫ* *ଏସପି ଅଫିସ ଘେରିଲେ ସଙ୍ଗଠନ କର୍ମକର୍ତ୍ତା*   (24-Mar-2026)       ||      ଡୁମାଳ ସମାଜର ବାର୍ଷିକ ବୈଠକ   (24-Mar-2026)       ||      ବରଗଡ଼ରୁ ଭୁବନେଶ୍ୱର ଏକ ସକାଳ ଇଣ୍ଟରସିଟି ଟ୍ରେନ ଚଳାଚଳ କିମ୍ବା ସମ୍ବଲପୁର ଟ୍ରେନକୁ ବରଗଡ଼ ସମ୍ପ୍ରସାରଣ   (24-Mar-2026)       ||      ସଡ଼କ ଦୁର୍ଘଟଣାରେ ଗୋଷ୍ଠୀ ସ୍ବାସ୍ଥ୍ୟ ଅଧିକାରୀଙ୍କ ମୃତ୍ୟୁ   (24-Mar-2026)       ||      ଶିକ୍ଷକ ସୁରେଶ ବାରିକଙ୍କୁ ଡକ୍ଟରେଟ ଉପାଧି,ଶିକ୍ଷା ଜଗତରେ ଉଲ୍ଲାସ    (24-Mar-2026)       ||      ଡାବୁଗାଁ ଠାରେ ଜନଗଣନା କ୍ଷେତ୍ର ପ୍ରଶିକ୍ଷକଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (24-Mar-2026)       ||      ଆଶା ନର୍ସିଂହୋମରେ ରୋଗୀମୃତ୍ୟୁ ମାମଲା♦️ ଓଭରଡୋଜ୍ ନିଶ୍ଚେତକରେ ପ୍ରାଣହାନୀ ? ସରକାରୀ ଡାକ୍ତରଙ୍କ ଘରୋଇ ନର୍ସିଂହୋମ୍ ଚିକିତ୍ସା   (24-Mar-2026)       ||      ପ୍ରବେଶ ଉତ୍ସବ "ଜ୍ଞାନ, ସଂସ୍କାର ଓ ସ୍ୱପ୍ନର ପ୍ରଥମ ଦିନ" - ଡ. ହେମନ୍ତ କୁମାର ଦାଶ   (24-Mar-2026)       ||      ରାଜ୍ୟସଭାରେ ଉଠିଲା ସଲେପାଲି ଗ୍ରାଫାଇଟ ଖଣି ଖନନ ପଟ୍ଟା ନେଇ ଚିନ୍ତା ପ୍ରକଟ କଲେ ସାଂସଦ ଶ୍ରୀ ବିଶି.   (24-Mar-2026)       ||      *ଡାବୁଗାଁ ରେ ଶୁଭାରମ୍ଭ ହେଲା ନବଦିନ ବ୍ୟାପୀ ମାଁ ଠାକୁରାଣୀ ଙ୍କ କଳସ ଯାତ୍ରା*   (24-Mar-2026)       ||      ରାଜ୍ୟସଭାରେ ଉଠିଲା ସଲେପାଲି ଗ୍ରାଫାଇଟ ଖଣି ଖନନ ପଟ୍ଟା ନେଇ ଚିନ୍ତା ପ୍ରକଟ କଲେ ସାଂସଦ ଶ୍ରୀ ବିଶି   (23-Mar-2026)       ||      ଜମନକିରା ବ୍ଲକ ଠାରେ ଜନ ଅଭିଯୋଗ ଶୁଣାଣି।   (23-Mar-2026)       ||      ଶ୍ରୀ ରାମନବମୀ ଓ ହନୁମାନ ଜୟନ୍ତୀ ପାଳନ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (23-Mar-2026)       ||      ଉତ୍କଳ କଲେଜ ଅଫ୍ ନର୍ସିଂ ପରିସରରେ ଭୁବନେଶ୍ୱରର ନିଯୁକ୍ତିକାରୀ ସଂସ୍ଥା ସୁଯତ୍ନ ହେଲଥ କେୟାର ପକ୍ଷରୁ ଏକ ମେଗା ନିଯୁକ୍ତି ମେଳା   (23-Mar-2026)       ||      ବରପାଲି ଲିଟିଲ ଏଞ୍ଜେଲସ୍ ପବ୍ଲିକ ସ୍କୁଲ ରୌପ୍ୟ ଜୟନ୍ତୀରେ ଡା.ଧୀରେନ୍ଦ୍ର ମୁଣ୍ଡଙ୍କ ଜନ୍ମ ଜୟନ୍ତୀ ପାଳିତ   (23-Mar-2026)       ||     

HOME   ଜିଲ୍ଲା

ଡାକବଙ୍ଗଳାରେ କର୍ମଚାରୀ ଅଭାବ ।

03-Mar-2023



ବୀରମହାରାଜପୁର, (ବିନୋଦ ପାଣ୍ଡେ): ସୁବର୍ଣ୍ଣପୁର ଜ଼ିଲ୍ଲା ବୀରମହାରାଜପୁର ପୂର୍ତ୍ତ ବିଭାଗ ଡାକବଙ୍ଗଳାରେ ଦୀର୍ଘ ଦିନହେଲା ପିଅନ ଓ କର୍ମଚାରୀ ଅନୁପସ୍ଥିତ ଥିବାର ଦେଖିବାକୁ ମିଳିଛି l ଫଳରେ  କିଛି ଜରୁରୀ କାମରେ ନେତା ରାଜନେତା ଓ ପ୍ରଶାସନିକ ଅଧିକାରୀ ମାନେ ବିଶ୍ରାମ ନେବା କୁ ଆସି ଦେଖିଲା ବେଳକୁ ଡାକ ବଙ୍ଗଳା ରେ ତାଲା ପଡ଼ିଥିବା ରୁ ନିରାଶ ରେ ଫେରିବା ସହ ହଟହଠା ହେବାକୁ ପଡୁଛି । କେବଳ ଏତିକି ନୁହେଁ ଗତ ଦୁଇ ବର୍ଷ ଆଗରୁ ଡାକ ବଙ୍ଗଳା ର ସୌନ୍ଦଜି କରଣ ପାଇଁ ସରକାର ଲକ୍ଷ ଲକ୍ଷ ଟଙ୍କା ଖର୍ଚ୍ଚ କରିଥିଲେ। ଏଥିପାଇଁ ବଗିଚାରେ ଅନେକ ରଙ୍ଗ ବେରଙ୍ଗ ର ଫୁଲ ଗଛ ଲଗାଯାଇଥିଲା l ମାତ୍ର ଗୋଟିଏ ବର୍ଷ ନ ପୂରୁଣୁ ବଙ୍ଗଳା ରେ କର୍ମଚାରୀ ଅଭାବ ଯୋଗୁଁ ଫୁଲ ଗଛ ଗୁଡିକ ଶୁଖି ମରିବାକୁ ବସିଲାଣି l ମୋଟା ମୋଟି ଭାବେ ଦେଖିବାକୁ ଗଲେ ଲୋକଙ୍କ ପାଇଁ ଉଦ୍ଧିଷ୍ଟ ପୂର୍ତ୍ତ ଡାକବଙ୍ଗଳାଟିର ରକ୍ଷଣା ବେକ୍ଷଣ ଅଭାରୁ ଠିକ ଭାବେ କାର୍ଯ୍ୟକାରୀ ହୋଇପାରୁନାହିଁ। ଏନେଇ ଜ଼ିଲ୍ଲା ପ୍ରଶାସନ ଓ ବିଭାଗ ଡାକବଙ୍ଗଳାଟି କିପରି କାର୍ଯ୍ୟକାରୀ ହେବା ସେ ଦିଗରେ ଦୃଷ୍ଟି ଦେବାକୁ ଜନସାଧାରଣ ରେ ଦାବୀ ହେଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲିରେ ବିଜେପିର ସାମ୍ବାଦିକ ସମ୍ମିଳନୀ: ବିଭ୍ରାନ୍ତି ସୃଷ୍ଟି ଅଭିଯୋଗରେ ବିରୋଧୀଙ୍କୁ ଘେରିଲା ବିଜେପି   25-Mar-2026
  ଜିଲ୍ଲା  
ଜାଗ୍ରତ ବରୀ ପକ୍ଷରୁ ଦସ୍ତଖତ ଅଭିଯାନର ଶୁଭାରମ୍ଭ   25-Mar-2026
  ଜିଲ୍ଲା  
*ତିଖାଲି ଲୋଅର ଇନ୍ଦ୍ର ଜଳ ସେଚନ ପ୍ରକଳ୍ପ ଜଳ ରାଶିରେ ଜିଲ୍ଲା ମତ୍ସ୍ୟ ବିଭାଗ ପକ୍ଷ ରୁ ମତ୍ସ୍ୟ ଯାଆଁଳା ଚାଡ଼ିବା ଉତ୍ସବ ଅନୁଷ୍ଠିତ*   25-Mar-2026
  ଜିଲ୍ଲା  
ନନ୍ଦ କିଶୋର ସେନାପତି ଙ୍କ ବିୟୋଗ ରେ ସ୍ମୃତିଚାରଣ ସଭା   24-Mar-2026
  ଜିଲ୍ଲା  
ଶିଶୁ ଅଧିକାର, ବାଲ୍ୟ ବିବାହକୁ ନା, ସଖି , ୱାନ ଷ୍ଟପ" ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   24-Mar-2026
  ଜିଲ୍ଲା  
*ଉମେଶଙ୍କ ନାମରେ ସୋସିଆଲ ମିଡିଆରେ ମିଥ୍ୟା ଅପପ୍ରଚାର; ପ୍ରଦ୍ୟୁମ୍ନ ପାଢ଼ୀ ଗିରଫ* *ଏସପି ଅଫିସ ଘେରିଲେ ସଙ୍ଗଠନ କର୍ମକର୍ତ୍ତା*   24-Mar-2026
  ଜିଲ୍ଲା  
ଡୁମାଳ ସମାଜର ବାର୍ଷିକ ବୈଠକ   24-Mar-2026
  ଜିଲ୍ଲା  
ବରଗଡ଼ରୁ ଭୁବନେଶ୍ୱର ଏକ ସକାଳ ଇଣ୍ଟରସିଟି ଟ୍ରେନ ଚଳାଚଳ କିମ୍ବା ସମ୍ବଲପୁର ଟ୍ରେନକୁ ବରଗଡ଼ ସମ୍ପ୍ରସାରଣ   24-Mar-2026
  ଜିଲ୍ଲା  
ସଡ଼କ ଦୁର୍ଘଟଣାରେ ଗୋଷ୍ଠୀ ସ୍ବାସ୍ଥ୍ୟ ଅଧିକାରୀଙ୍କ ମୃତ୍ୟୁ   24-Mar-2026
  ଜିଲ୍ଲା  
ଶିକ୍ଷକ ସୁରେଶ ବାରିକଙ୍କୁ ଡକ୍ଟରେଟ ଉପାଧି,ଶିକ୍ଷା ଜଗତରେ ଉଲ୍ଲାସ   24-Mar-2026
  ଜିଲ୍ଲା  
ଡାବୁଗାଁ ଠାରେ ଜନଗଣନା କ୍ଷେତ୍ର ପ୍ରଶିକ୍ଷକଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   24-Mar-2026
  ଜିଲ୍ଲା  
ଆଶା ନର୍ସିଂହୋମରେ ରୋଗୀମୃତ୍ୟୁ ମାମଲା♦️ ଓଭରଡୋଜ୍ ନିଶ୍ଚେତକରେ ପ୍ରାଣହାନୀ ? ସରକାରୀ ଡାକ୍ତରଙ୍କ ଘରୋଇ ନର୍ସିଂହୋମ୍ ଚିକିତ୍ସା   24-Mar-2026

You Might Also Like