-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||     

HOME   ଜିଲ୍ଲା

ଖେତୁପଡାରେ ପାରମ୍ପରିକ ଖାଦ୍ୟ ମେଳା 

03-Mar-2023



ରୁପ୍ରାରୋଡ (ସଞ୍ଜିବ ଦାସ)
କଳାହାଣ୍ଡି ଜିଲ୍ଲା   ନର୍ଲା ବ୍ଲକ ଖେତୁପଡାଠାରେ   ଇଣ୍ଡୋ-ଗ୍ଲୋବାଲ ସୋସିଆଲ ସାର୍ଭିସ ସୋସାଇଟି ପକ୍ଷରୁ    ପାରମ୍ପରିକ ଖାଦ୍ୟ ମେଳା ଅନୁଷ୍ଠିତ ହୋଇଯାଇଛି। ଏନେଇ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ନର୍ଲା ବ୍ଲକ ଉପାଧ୍ୟକ୍ଷ ଦୁର୍ଗାପ୍ରସାଦ ମହାନ୍ତି, ସମ୍ମାନିତ ଅତିଥି ଭାବେ ନର୍ଲା ସିଡିପିଓ ନିବାସିନୀ ବିଶ୍ବାଲ,  ବ୍ଲକ କୃଷି ଅଧିକାରୀ ରଜତ କୁମାର ମିଶ୍ର, ଇଣ୍ଡୋ-ଗ୍ଲୋବାଲ ସୋସିଆଲ ସାର୍ଭିସ ସୋସାଇଟିର ରାଜ୍ୟ ସଂଯୋଜକ ବସନ୍ତ କୁମାର ପାଣିଗ୍ରାହୀ, ସୁପୋଷଣର କାର୍ଯ୍ୟକ୍ରମ ର ଗ୍ରାମୀଣ କାର୍ଯ୍ୟକ୍ରମ ସଂଯୋଜକ ଅମ୍ବରିଶ ମିଶ୍ର, ଜିଲ୍ଲା ଜଳ ପରିମଳ ମିଶନ ପରାମର୍ଶ ଦାତ୍ରୀ  ଅନାମିକା ପଧାନ, ନର୍ଲା ଜିଲ୍ଲା ପରିଷଦ ସଦସ୍ୟା ନମ୍ରତା ସାହୁ, ସୁପରଭାଇଜର କୁନ୍ତଲତା ନାଗ ଓ ସଂଘମିତ୍ରା ପଟ୍ଟନାୟକ, ମିଶନ ଶକ୍ତି ବିପିସି ରୋହିତ ବିଶ୍ବାଲ,ମିଲେଟ ମିଶନ ବିପିସି ଜଗଦୀଶ ପ୍ରସାଦ ରଣା, ଗିଗିନା  ପଞ୍ଚାୟତ ସରପଞ୍ଚ ସନ୍ଧ୍ୟା ମୟୀ କୁମାର, ଟକର୍ଲା ସମିତି ସଭ୍ୟା ବୁଇରାଣୀ ରାଉତ, ସ୍ୱାସ୍ଥ୍ୟ କର୍ମୀ ସୂର୍ଯ୍ୟ ନାରାୟଣ ଆଚାରୀ, ଏଏନଏମ ଅର୍ଣ୍ଣ ମାଝୀ, ପ୍ରମୁଖ ଉପସ୍ଥିତ ରହି ପାରମ୍ପରିକ ବିହନ ଓ ଖାଦ୍ୟ ର ସୁରକ୍ଷା  ସହିତ ସୁପୋଷଣ   ଉପରେ ଆଲୋକପାତ କରିଥିଲେ।
ଏହି ଅବସରରେ ନର୍ଲା, କର୍ଲାମୁଣ୍ଡା ଓ ମ.ରାମପୁର ବ୍ଲକର ବିଭିନ୍ନ ସ୍ବୟଂ ସହାୟକ ଗୋଷ୍ଠୀଙ୍କ ଦ୍ବାରା ମାଣ୍ଡିଆ ଏବଂ ବିଭିନ୍ନ ଶସ୍ୟରେ ପ୍ରସ୍ତୁତ ଖାଦ୍ୟ, ପାରମ୍ପରିକ ଶସ୍ୟ ଆଦି ପ୍ରଦର୍ଶିତ ହୋଇଥିଲା।

ଏଠାରେ ପ୍ରକାଶଯୋଗ୍ୟ ଯେ, ଇଣ୍ଡୋ-ଗ୍ଲୋବାଲ ସୋସିଆଲ ସାର୍ଭିସ ସୋସାଇଟି କଳାହାଣ୍ଡି ଜିଲ୍ଲାର କର୍ଲାମୁଣ୍ଡା ବ୍ଲକରେ ମିଲେଟ ମିଶନ ଓ ମ.ରାମପୁର ଏବଂ ନର୍ଲା ବ୍ଲକରେ ସୁପୋଷଣ କାର୍ଯ୍ୟକ୍ରମ ଜାରି ରଖିଛି। ଅଞ୍ଚଳରୁ କୁଷୋଷଣ ଦୂର କରିବା ଏହି ଅଭିଯାନର ମୂଳ ଲକ୍ଷ୍ୟ ବୋଲି ଇଣ୍ଡୋ-ଗ୍ଲୋବାଲ ସୋସିଆଲ ସାର୍ଭିସ ସୋସାଇଟି ପକ୍ଷରୁ ସୂଚନା ରହିଛି। ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ବ୍ଲକ କାର୍ଯ୍ୟକ୍ରମ ସଂଯୋଜକ  ପ୍ରଦୀପ କୁମାର ସାହୁ ମଞ୍ଚ ପରିଚାଳନା କରିଥିବାବେଳେ ଗ୍ରାମୀଣ ସଙ୍ଗଠକ ଜିତେନ୍ଦ୍ର ଭୋଇ, ମଞ୍ଜୁ କୁମାର, ସ୍ବେଚ୍ଛାସେବୀ ଟିଲେଶ୍ବର ଗଉଡ, ପୁଷ୍ପଲତା ବାରିକ, ସିଆରପି ଜୀବର୍ଦ୍ଧନ ସାହୁ,ବାଲ୍ମୀକି ଛତ୍ରୀଆ,ପ୍ରବୀଣ ଭୋଇ,ଅଜିତ କୁମାର ପ୍ରଧାନୀ ଓ ଖେତୁପଡା ଗ୍ରାମର ସମସ୍ତ ସ୍ବୟଂ ସହାୟକ ଗୋଷ୍ଠୀ ଓ ଜନସାଧାରଣ ସହଯୋଗ କରିଥିଲେ। ଏହି କାର୍ଯ୍ୟକ୍ରମରେ ତିନୋଟି ବ୍ଲକର ଅନେକ କୃଷକ ଉତ୍ପାଦିକା ଗୋଷ୍ଠୀ, ସ୍ବୟଂ ସହାୟକ ଗୋଷ୍ଠୀ ଓ ବହୁ ସଂଖ୍ଯାରେ ଜନସାରଣ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026

You Might Also Like