-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଜିଲ୍ଲା

ଝିଅ ପାଇଁ ବନ୍ଧୁ ପ୍ରସ୍ତାବ ଦେଖିବାକୁ ଆସି ପିକଅପ ଭ୍ୟାନ ଧକ୍କାରେ ବାପା ମୃତ, ଉତ୍ୟକ୍ତ ଲୋକଙ୍କ ରାସ୍ତା ଅବରୋଧ

03-Mar-2023



ଗଣିଆ/(ବିଜଯ ଲଷ୍ମୀ ରାଉତ )/  ଝିଅ ପାଇଁ ବନ୍ଧୁ ପ୍ରସ୍ତାବ ଦେଖିବାକୁ ଆସି ପିକଅପ ଭ୍ୟାନ ଧକ୍କାରେ ବାପାର ମୃତ୍ୟୁ ଘଟିଛି ‌।  ସକାଳେ ଜୀବନ୍ତ ଥିବା ଲୋକଟି ଅପରାହ୍ନରେ ଶବ ହୋଇ ଫେରିଛି ‌। ଏଭଳି ଏକ ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି ଗଣିଆରେ । ଘରେ ନିଜ ଝିଆରିର ବାହାଘର ପାଇଁ କୁଣିଆ ଭର୍ତ୍ତି ହୋଇଥିବା ବେଳେ ନିଜ ଝିଅ ପାଇଁ ବନ୍ଧୁ ପ୍ରସ୍ତାବ ଦେଖିବାକୁ ଆସିଥିଲେ କଣ୍ଟିଲୋ ଫାଣ୍ଡି ଅନ୍ତର୍ଗତ ଖପରମଲ୍ଲ ଗ୍ରାମର ମହେଶ୍ବର ବେହେରା । ମହେଶ୍ବର କିଶୋର ପ୍ରସାଦ ଗ୍ରାମରେ ବନ୍ଧୁ ଦେଖି ସାରି ଘରକୁ ଫେରିବା ସମୟରେ କିଶୋର ପ୍ରସାଦ ପଞ୍ଚାୟତ ସମ୍ମୁଖରେ ବୀପରିତ ଦିଗରୁ ଦ୍ରୁତ ଗତିରେ ଆସୁଥିବା ଏକ ପିକଅପ ଭ୍ୟାନ ମହେଶ୍ୱରଙ୍କୁ ଧକ୍କା ଦେଇ କିଛି ବାଟ ଘୋଷାରି ନେଇ ବିଦ୍ୟୁତ୍ ଖୁଣ୍ଟରେ ପିଟିଥିଲା । ଏପରିକି ମହେଶ୍ୱର ପିକଅପ ଚକା ତଳେ ଚାପିହୋଇ ଥିଲେ ‌। ଏକ ଜେସିପି ସାହାଯ୍ୟରେ ଭ୍ୟାନ ଟିକୁ ଉପରକୁ ଟେକି ମହେଶ୍ୱରଙ୍କୁ ଉଦ୍ଧାର କରାଯାଇଥିବା ବେଳେ ଦମକଳ ସାହାଯ୍ୟରେ ଗଣିଆ ମେଡ଼ିକାଲକୁ ଆଣିଥିଲେ । ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ । ଅପରପକ୍ଷେ ସେହି ସ୍ଥାନରେ କାମ କରୁଥିବା କିଶୋର ପ୍ରସାଦ ଗ୍ରାମର ପ୍ରଭାତ କୁମାର ସାହୁଙ୍କ ବାମ ଗୋଡ଼ରେ ଗଭୀର ଆଘାତ ଲାଗି  ଗୋଡ଼ କଟି ଯାଇଥିବାରୁ ତାଙ୍କୁ ନୟାଗଡ ସ୍ଥାନାନ୍ତର କରାଯାଇଥିଲା । ଏଭଳି ଅଘଟଣରେ ଉତ୍ୟକ୍ତ ହୋଇ ସ୍ଥାନୀୟ ଲୋକେ ରାସ୍ତାରେ ଟାୟାର ଜାଳି କ୍ଷତିପୂରଣ ଦାବି କରିଥିଲେ । ଘଟଣାସ୍ଥଳରେ ଅତିରିକ୍ତ ତହସିଲଦାର ବନମାଳୀ ପରିଡା, ଥାନା ଏସଆଇ ବିରେନ୍ଦ୍ର କୁମାର ଦେହୁରୀ, ସାମାଜିକ କର୍ମୀ ବିଜୟ କୁମାର ବେହେରା,ଅକ୍ରୁର ବେହେରା ପ୍ରମୁଖ ପହଞ୍ଚି ଜନସାଧାରଣଙ୍କୁ ବୁଝାସୁଝା କରିବା ସହିତ ରେଡକ୍ରସ ପାଣ୍ଠିରୁ ୧୦ ହଜାର ଟଙ୍କା, ଦୁର୍ଘଟଣା ଘଟାଇଥିବା ଡ୍ରାଇଭରକୁ କୋର୍ଟ ଚାଲାଣ ତଥା ସରକାରୀ ଭାବେ ସମସ୍ତ ସହାୟତା ପ୍ରଦାନ ପ୍ରତିଶୃତି ଦେବା ପରେ ରାସ୍ତାରୋକ ପ୍ରତ୍ୟାହୃତ ହୋଇଥିଲା । ପଞ୍ଚାୟତ ଘର ଭିତରେ ଅଟକ ଥିବା ପିକଅପ ଡ୍ରାଇଭରକୁ ପୋଲିସ ନିଜ ଅକ୍ତିଆରକୁ ନେଇଥିଲେ । ତେବେ ଏଭଳି ମୃତ୍ୟୁରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like