-+91-9937148622 |

prerana_bgr@rediffmail.com |

  Monday 6th July 2026 |

| | | |

R.N.I. Regd No. ODIODI/2010/46693

Breaking News

କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||      ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ    (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ    (05-Jul-2026)       ||      ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   (05-Jul-2026)       ||      ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   (05-Jul-2026)       ||      ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   (05-Jul-2026)       ||      ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   (05-Jul-2026)       ||      ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ    (05-Jul-2026)       ||      କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ    (05-Jul-2026)       ||      ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ୯୦ ପ୍ରତିଶତ ଶେଷ    (05-Jul-2026)       ||      ଓଟିଇଟି ପରୀକ୍ଷା କେନ୍ଦ୍ର ବୁଲି ଦେଖିଲେ ବିଦ୍ୟାଳୟ ଓ ଗଣଶିକ୍ଷା ଶାସନ ସଚିବ   (05-Jul-2026)       ||      ଭୂଦାନ ଜମିର ବଣ୍ଟନ ଏବଂ ମ୍ୟୁଟେସନ୍ ଉପରେ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସ୍ଥଗିତାଦେଶ♦️ସମସ୍ତ ଆରଡିସି ଏବଂ ଜିଲ୍ଲାପାଳଙ୍କୁ ରାଜସ୍ୱ ସଚିବଙ୍କ ଚିଠି   (05-Jul-2026)       ||      ମାଲକାନଗିରି ଜିଲ୍ଲାରେ ୧୪୩୭ ପରୀକ୍ଷାର୍ଥୀ ଦେଲେ ଓଟିଇଟି    (05-Jul-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଆର୍ଥିକ ସାକ୍ଷରତା ଶିବିର   (05-Jul-2026)       ||      *ସୋନପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀ ର ସଘନ ସଂଶୋଧନର ଚିଠା ଭୋଟର ତାଲିକା ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳ ଙ୍କ ଦ୍ଵାରା ପ୍ରକାଶନ ଓ ପ୍ରେସ ବିବୃତ୍ତି* -   (05-Jul-2026)       ||      ବନ ମହୋତ୍ସବ ପାଳିତ, ଆମର ସ୍ବପ୍ନ ଗଛର ଯତ୍ନ - ବିଚାର ପତି   (05-Jul-2026)       ||      *ପାଞ୍ଚଦିନିଆ “ଉଦ୍ୟମୀ ଓଡ଼ିଶା ଏମ.ଏସ.ଏମ.ଇ କାର୍ଯ୍ୟକ୍ରମ- ୨୦୨୬″ ସୁବର୍ଣ୍ଣପୁରରେ ସଫଳତାର ସହ ଉଦଯାପିତ*-   (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ   (05-Jul-2026)       ||     

HOME   ଜିଲ୍ଲା

କଅଁଳ ବୟସରେ ବାଉଁଶରାଣୀ ଖେଳ - ପେଟ ପାଇଁ ଜୀବନ ବାଜୀ

04-Mar-2023



ବୀରମହାରାଜପୁର, (ବିନୋଦ ପାଣ୍ଡେ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର  ଅଞ୍ଚଳରେ କିଛି ଦିନ ହେବ ବାଉଁଶରାଣୀ ଖେଳ ଦେଖିବାକୁ ମିଳୁଛି। ତେବେ ଏହି ବିପଦଜନକ ବାଉଁଶ ରାଣୀ ଖେଳକୁ ପଡୋଶୀ ଛତିଶଗଡ ରାଜ୍ୟର ରାୟଗଡ ଜିଲ୍ଲା ସିଲାଡି ଗାଁରୁ ଆସି କେତେଜଣ ନାବାଳିକା ଖେଳିବା,ବୁଲିବା,ଆଉ ପାଠ ପଢିବା ବୟସରେ ଖେଳ ପ୍ରଦର୍ଶନ କରି ପେଟ ପାଇଁ ଦାନା ଯୋଗାଡ କରୁଛନ୍ତି। କଅଁଳ ବୟସରେ ଦଉଡ଼ି ଉପରେ ଚାଲିବା ସହ ବିଭିନ୍ନ ପ୍ରକାର କୈାଶଳ ପ୍ରଦର୍ଶନ କରି ଦର୍ଶକଙ୍କ ମନ ଜିଣୁଛନ୍ତି। ହେଲେ ଦର୍ଶକ ପାଖରୁ ତାଳି ମାଡ ଯେତିକି ତା ତୁଳନାରେ କିନ୍ତୁ ରୋଜଗାର ସେତିକି ହୁଏ ନାହିଁ। ସୀମିତ ରୋଜଗାର ଭିତରେ ଦୁଇ ବେଳା ପେଟ ପାଇଁ ଦାନା ଏବଂ ଗୋଟିଏ ଜାଗାରୁ ଆଉ ଗୋଟିଏ ସ୍ଥାନକୁ ଯିବା ପାଇଁ ଗାଡି ଖର୍ଚ୍ଚ ମଧ୍ୟ ଭଲ ଭାବରେ ହୁଏ ନାହିଁ ବୋଲି ଏହି ପରିବାର ଲୋକ ପ୍ରକାଶ କରିଛନ୍ତି। ବାରବୁଲା ଜୀବନ ନେଇ ଗାଆଁରୁ ସହର ବୁଲନ୍ତି। ଦଉଡ଼ି ଉପରେ ନିଜ ଦେହକୁ ନିୟନ୍ତ୍ରଣରେ ରଖି ଆକର୍ଷଣ ଖେଳ ପ୍ରଦର୍ଶନ କରୁଥିବା ଝିଅଟି ୧୦ ବର୍ଷ ବୟସର ହେବ। ବାଉଁଶରାଣୀ ଖେଳ ସେମାନଙ୍କ ଜିବନ ଜୀବିକା ହେଲେ ମଧ୍ୟ ଏଭଲି କଳା କୈାଶଳରେ ପରିପୂର୍ଣ୍ଣ ବିଭିନ୍ନ ଖେଳକୁ ଜୀବିକା ରୂପେ ଆପଣେଇ ରାସ୍ତା କଡ଼ରେ ଖେଳ ପ୍ରଦର୍ଶନ କରୁଥିବା ଏହି ବାରବୁଲା ଜାତି ଲୋକଙ୍କୁ ବେଶ୍ ମନୋରଞ୍ଜନ  ଯୋଗାଉଥିଲେ ମଧ୍ୟ ଧିରେଧିରେ ଏହା ଲୋପ ପାଇବାକୁ ବସିଲାଣି।


News Comment




Photo in News

Advertisment
Lastest News
  ରାଜ୍ୟ  
କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି   05-Jul-2026
  ଜିଲ୍ଲା  
ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   05-Jul-2026
  ରାଜ୍ୟ  
ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   05-Jul-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ   05-Jul-2026
  ଖେଳ  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ   05-Jul-2026
  ଜିଲ୍ଲା  
ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   05-Jul-2026
  ଜିଲ୍ଲା  
ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   05-Jul-2026
  ଜିଲ୍ଲା  
ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   05-Jul-2026
  ରାଜ୍ୟ  
ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   05-Jul-2026
  ଜିଲ୍ଲା  
ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ   05-Jul-2026
  ଜିଲ୍ଲା  
କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ   05-Jul-2026
  ଜିଲ୍ଲା  
ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ୯୦ ପ୍ରତିଶତ ଶେଷ   05-Jul-2026

You Might Also Like