-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଜିଲ୍ଲା

ଦେଶଫାଲ ଲୋକକଳା ମହୋତ୍ସବ-୨୦୨୩ ଉଦଘାଟିତ

05-Mar-2023



ସୁବର୍ଣ୍ଣପୁର- (ମନୋରଞ୍ଜନ ତ୍ରିପାଠୀ )
 ରଂଗାରଂଗ କାର୍ଯ୍ୟକ୍ରମ ଭିତରେ ଜିଲ୍ଲାର ଧର୍ମଶାଳାଠାରେ ଉଦଘାଟିତ ହୋଇଯାଇଛି ଚତୁର୍ଥ ଦେଶଫାଲ ମହୋତ୍ସବ-୨୦୨୩ ।ତିନିଦିନ ଧରି ଆୟୋଜିତ ହେବା କୁ ଥିବା ଏହି ମହୋତ୍ସବକୁ ଆଜି ସକାଳୁ ମାଁ କଳାପାଟଙ୍କ ମନ୍ଦିର ଠାରୁ ପୂଜା ଅର୍ଚନା ପରେ ଏକ ବିରଟ ମଶାଲ ଶୋଭାଯାତ୍ରା ବାହାରି କଳା ମଣ୍ଡପ ଯାଏ ପହଞ୍ଚି ଥିଲା l ଉଲୁଣ୍ଡା ବ୍ଲକ ଅଧ୍ୟକ୍ଷା ଶାନ୍ତିଲତା ମିଶ୍ର ସନ୍ଧ୍ୟା ରେ ଦୀପ ପ୍ରଜ୍ବଳନ କରି  ସାଂସ୍କୃତିକ ମଞ୍ଚ କୁ ଉଦଘାଟନ କରିଥିବା ବେଳେ ଆଜି ସନ୍ଧ୍ୟା  ସାଂସ୍କୃତିକ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଏହାକୁ ଶୁଭ ଉଦଘାଟନ କରି  ଗଡଜାତ ଶାସନ ଅମଳରେ ଏହି ଅଂଚଳର ଲୋକ ସଂସ୍କୃତି ,ଲୋକ କଳା ତାର ଉତ୍କର୍ଷ ଛୁଇଁଥିବା ବେଳେ ଏହାକୁ ବଂଚାଇ ରଖିବା ଓ ଏହାର ପ୍ରଚାର ପ୍ରସାର ଦିଗରେ ସଭିଏଁ ଯତ୍ନବାନ ହେବାକୁ କହିଥିଲେ l  ମୁଖ୍ୟ ବକ୍ତା ଭାବେ  ଏଡିଏମ  (ରାଜସ୍ବ)  ସୂର୍ଯ୍ୟ ନାରାୟଣ ଦାଶ ଯୋଗ ଦେଇ ଥିବା ବେଳେ ସମ୍ମାନିତ ଅତିଥି ଭାବେ ଏଡିଏମ ଜେନେରାଲ ନିଶି ପୁନମ ମିଞ୍ଜ, ଜ଼ିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ନିହାର ରଞ୍ଜନ କଅଁର, ବୀରମହାରାଜପୁର ଉପ ଜ଼ିଲ୍ଲାପାଳ ଅଶୋକ କୁମାର ଭୋଇ, ଉଲୁଣ୍ଡା  ବିଡ଼ିଓ କରିସ୍ମା ଭେସେରା, ବୀରମହାରାଜପୁର ବିଡ଼ିଓ ମୋତିଲାଲ ସୁଲିଆ, ଜ଼ିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶ୍ୱିନୀ କୁମାର ଭୋଇ, ଦେଶ ଫାଲ କମିଟି ସଭାପତି ପଦ୍ମ ଲୋଚନ ମିଶ୍ର ଯୋଗ ଦେଇ କଳାକାର ଓ ଆୟୋଜକ ଙ୍କୁ ଉତ୍ସାହିତ କରିଥିଲେ l ଉଦଘାଟନୀ ସଭା  ପରେ ପରେ ଉତ୍କଳିୟ ନୃତ୍ୟ ବା ଓଡିଶୀ ନୃତ୍ୟରୁ ଗୀତ ନୃତ୍ୟର ମହାପାର୍ବଣର ଆସର ଆରମ୍ଭ ହୋଇଥିଲା  ।ଫୁଲବାଣୀର ନଟରାଜ କଳାମନ୍ଦିରର ଳାକାରମାନେ ଓଡିଶୀ ନୃତ୍ୟରେ କୋଣାର୍କର ଗର୍ବଗୌରବର ଗାଥା ପରିବେଷଣ କରିଥିଲେ  ।ପରେ ପରେ ଜିଲ୍ଲା ତଥା ଜିଲ୍ଲା ବହାରୁ ଆସିଥିବା କଳାକାର ମାନେ,କରମା,ଡାଲଖାଇ,ରୁମକୁ ଝୁମାନା,ରସରକେଲି,ମାଇଲାଜଡ଼,ନୃତ୍ୟ ପରିବେଷଣ କରି ନିଜ ନିଜର ଲୋକନୃତ୍ୟ ପରିବେଷଣ କରିଥିଲେ। ଲୋକ ଗୀତ ନୃତ୍ୟରେ ବିଳମ୍ବିତ ରାତି ଯାଏ କଳାକାରମାନେ ଦର୍ଶକ ଙ୍କୁ ବାନ୍ଧି ରଖିବାରେ ସମର୍ଥ ହୋଇଥିଲେ  ।ପ୍ରାୟ ଦୁଇ ବର୍ଷ ପରେ ଏହି ମହୋତ୍ସବରେ ସାମିଲ ହୋଇ ଦେଖଣାହାରୀ ଯେତିକି ମନୋରଂଜନ ନେଇଥିଲେ କଳାକାରମାନେ ବି ବେଶ ଖୁସି ବ୍ୟକ୍ତ କରିଥିଲେ l ତେବେ ମହାମାରୀର ପ୍ରଭାବ ପରେ ଆୟୋଜିତ ଏହି ଦେଶଫାଲ ମହୋତ୍ସବ  ର ଆୟୋଜକ କମିଟିକୁ ବୁଦ୍ଧିଜୀବୀ ଓ ଦର୍ଶକ  ବେଶ ପ୍ରଶଂସା କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like