-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ଜିଲ୍ଲା ଜୁନିଅର ରେଡକ୍ରସ ଶିକ୍ଷା ଓ ତାଲିମ ଶିିବିର ଉଦ୍‌ଯାପିତ

05-Mar-2023



ସୁବର୍ଣ୍ଣପୁର ଜିଲ୍ଲା ଜୁନିଅର ରେଡକ୍ରସ ଶିକ୍ଷା ଓ ତାଲିମ ଶିବିର ସଦର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ଉଦ୍‌ଯାପିତ ହୋଇଯାଇଛି । ଜିଲ୍ଲା ଅତିରିକ୍ତ ଶିକ୍ଷା ଅଧିକାରୀ ତଥା ବାଳିକା ବିଦ୍ୟାଳୟର ପ୍ରଧାନଶିକ୍ଷୟତ୍ରୀ ମଂଜୁଲତା ଭୋଇଙ୍କ ଅଧ୍ୟକ୍ଷତାରେ ତିନିଦିନ ବ୍ୟାପୀ ଅନୁଷ୍ଠିତ ହୋଇଥିବା ଶିକ୍ଷା ଓ ତାଲିମ ଶିବିର ଉଦଯାପିତ ହୋଇଯାଇଛି । ମୁଖ୍ୟଅତିଥି ଭାବରେ ଜିଲ୍ଲା ଶିକ୍ଷାଅଧିକାରୀ ଲକ୍ଷ୍ମଣ ଭୋଇ ଯୋଗଦେଇ ଶିବରାର୍ôଥ ମାନଙ୍କୁ ଜୁନିଅର ରେଡକ୍ରସର ନୀତି ଅନୁସରଣ ପୂର୍ବକ ଛାତ୍ରଛାତ୍ରୀ ଜୀବନକୁ ସଂଘଟିତ କରିବା ପୂର୍ବକ ମାନବୀୟ ସେବା ପ୍ରଦାନ କରିବାକୁ ଆହ୍ୱାନ କରିଛନ୍ତି । ଜିଲ୍ଲା ଅତିରିକ୍ତ ଶିକ୍ଷା ଅଧିକାରୀ ତଥା ଜୁନିଅର ରେଡକ୍ରସ ଜିଲ୍ଲା ସଂପାଦକ ଡା. ରାଧାକାନ୍ତ ଗଡତିଆ, ଭାଇସଚେୟାରମ୍ୟାନ ଗତିକୃଷ୍ଣ ମିଶ୍ର, ଜୁନିଅର ରେଡକ୍ରସ ଅଫିସର ରବିଚନ୍ଦ୍ର ପଶାୟତ, ବରିଷ୍ଠ ସାଧନକର୍ମି ଝସକେତନ ମେହେର ମଂଚାସୀନ ଥିଲେ । ଜିଲ୍ଲା ଶିକ୍ଷାଅଧିକ।।ରୀ ଲକ୍ଷ୍ମଣ

ଭୋଇଙ୍କ ଅଧ୍ୟକ୍ଷତାରେ ଆୟୋଜିତ ହୋଇଥିବା ଭବ୍ୟ ସଭାରେ ସୁବର୍ଣ୍ଣପୁର ମୁଖ୍ୟ ଡାକ୍ତରଖାନା ଏଡିଏମଓ ଡା.ରମେଶ ଚନ୍ଦ୍ର ସ୍ୱାଇଁ ମୂଖ୍ୟଅତିଥି ଭାବରେ ଯୋଗଦେଇଥିବା ବେଳେ ମୁଖ୍ୟବକ୍ତା ଭାବରେ ଭାରତୀୟ ଓଡିଶା ରାଜ୍ୟ ଶାଖାର ପୂର୍ବତନ ରାଜ୍ୟ ଜୁନିଅର ରେଡକ୍ରସ ଅଫିସର ଧର୍ମସିଂହ ମିଶ୍ର ଯୋଗଦେଇ ସମବେତ ଶିବିରାର୍ଥିଙ୍କୁ ରେଡକ୍ରସ ମନ୍ତ୍ରରେ ଉଦବୁଦ୍ଧ ହୋଇ ମାନବୀୟ ସେବାକୁ ସମାଜ କଲ୍ୟାଣ ଦିବରେ ସମର୍ପଣ କରିବାକୁ ବକ୍ତବ୍ୟ ପ୍ରଦାନ କରିଥିଲେ । ସମଗ୍ର କାର୍ଯ୍ୟକ୍ରମକୁ ଜିଲ୍ଲା ଜୁନିଅର ରେଡକ୍ରସ ଅଫିସର ରବିଚନ୍ଦ୍ର ପଶାୟତ ଏବଂ ଜିଲ୍ଲା ଜୁନିଅର ରେଡକ୍ରସ ସଂପାଦକ ଡା.ରାଧାକାନ୍ତ ଗଡତିଆ ପରିଚାଳନା କରିଥିଲେ । ସାଧନକର୍ମି ଝସକେତନ ମେହେର, ଚନ୍ଦ୍ରମଣି ବାଘ, ଅନୁପ୍ରୀୟା ମିଶ୍ର, ହୃଷୀକେଷ ଡାଙ୍ଗ, ବଳାରମ ପୁରୋହିତ, ଚନ୍ଦ୍ର ଶେଖର ମହାପାତ୍ର, ଶେଷଦେବ ଛତ୍ର, ସସ୍ମିତା ସାହୁ, ତପସ୍ୱିନୀ ଦାଶ, ଗୋପେଶ ପଣ୍ଡା ପ୍ରମୁଖ ୧୧୪ ଟି ହାଇସ୍କୁଲ

ଏବଂ ଅପର ପ୍ର୍‌ାଇମେରୀ ସ୍କୁଲରୁ ଆସିଥିବା ୩୧୫ଜଣ ଜୁନିଅର ଛାତ୍ରଛାତ୍ରୀ ଏବଂ ୧୨୫ ଜଣ ପରାମର୍ଶଦାତା ମାନଙ୍କୁ ରେଡକ୍ରସ ଆନ୍ଦୋଳନ, ସପ୍ତନୀତି, ପ୍ରାଥମିକ ଚିକିତ୍ସା, ରକ୍ଷକ, ରକ୍ତଦାନ ଆନ୍ଦୋଳନ, କ୍ଲାଇମେଟ ଚେଂଜ, ଏଚ୍‌ଆଇଭି ଏଡସ. ପ୍ରାକୃତିକ ବିପର୍ଯ୍ୟୟ, ସ୍କୁଲ ସେଫ୍‌ଟି ଭଳି ବିଭିନ୍ନ ବିଷୟରେ ଡେମୋ ମାଧ୍ୟମରେ ତାଲିମ ଦେଇଥିଲେ । ବିସିସ ନିମାଇ ଚରଣ ମଲ୍ଲୀକ, ବିଜୟ କୁମାର ପଣ୍ଡା, ପବିତ୍ର ବାରିକ, ବୈକୁଣ୍ଠ ନାୟକ, ପରାମର୍ଶଦତା ଜଗଦିଶ ଦାଶ, ହୃଷିକେଶ ଚାନ୍ଦ, ମୋନାଲିସା ପରମାଣିକ, ସଂଗୀତା ପଧାନ, ଦମୟନ୍ତୀ ଜଗଦଲା,ଲୋକନାଥ ଠେଲା, ଶେଷଦେବ ହୋତା, ବନବାସ ମେହେର, ଘନଶ୍ୟାମ ମେହେର, ଗୋବର୍ଦ୍ଧନ ବାରିକ, ପ୍ରଧାନଶିକ୍ଷକ ରାଜେନ୍ଦ୍ର ମିଶ୍ର, ଶ୍ରୀଧର ବାଘ, କାଳିଆ କର୍ମି, ପଦ୍ମନାଭ କର୍ଣ୍ଣ, ନଳନୀ କୁମ୍ଭାର, ତ୍ରୀପୁରାରୀ ରଥ, ଅମ୍ବୁଜ ବିହାରି ଶତପଥି, ସଂଜୟ ସାହୁ, ଅକ୍ଷୟ କୁମାର ସାହୁ, ପ୍ରମୁଖ ସହ ଯୋଗ କରିଥିଲେ । ପରାମର୍ଶଦାତ୍ରୀ ପ୍ର ଜ୍ଞା ପରିମିତା ମିଶ୍ର ସ୍ୱାଗତ ଅଭିଭାଷଣ ଦେଇଥିବା ବେଳେ ପ୍ରଧାନଶିକ୍ଷୟତ୍ରୀ ସୌଦାମିନୀ ଶତପଥି ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like