-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ନାଗରିକ କମିଟିର ସାଧାରଣ ପରିଷଦ ବୈଠକ, ବଲାଙ୍ଗୀର ରେଲୱେ ଷ୍ଟେସନରେ ଦ୍ୱିତୀୟ ଫୁଟ୍ ଓଭରବ୍ରିଜ୍ ନିର୍ମାଣ: ବିପର୍ଯ୍ୟସ୍ତ ଶିକ୍ଷା ଓ ସ୍ୱାସ୍ଥ୍ୟବ୍ୟବସ୍ଥା ପ୍ରତିବାଦରେ ଧାରଣା ପାଇଁ ସଜବାଜ

05-Mar-2023



ବଲାଙ୍ଗୀର, ସ୍ଥାନୀୟ ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ବଲାଙ୍ଗୀର ନାଗରିକ କମିଟିର ଏକ ସାଧାରଣ ପରିଷଦ ବୈଠକ ସଭାପତି ଇଂ ବେଲାରସିଂ ଭୋଇ ଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ବଲାଙ୍ଗୀରର ବିଭିନ୍ନ ସମସ୍ୟା ଯଥା ଶିକ୍ଷା, ସ୍ୱାସ୍ଥ୍ୟ, ପୋଖରୀର ପୁନଃରୁଦ୍ଧାର ପାଇଁ ଆସିଥିବା ଅନୁଦାନର ସଠିକ ବିନିଯୋଗ, ବର୍ତ୍ତମାନ ନିଶା ଦ୍ରବ୍ୟରେ କବଳିତ ଯୁବ ସମାଜ ଇତ୍ୟାଦି ସମ୍ବନ୍ଧରେ ଆଲୋଚନା ହୋଇଥିଲା । ପ୍ରଥମେ ବିଭିନ୍ନ ପ୍ରସ୍ତାବ ଆଗତ କରି, ବଲାଙ୍ଗୀର ରେଲୱେ ଷ୍ଟେସନ ଠାରେ ୬ମିଟିର ପ୍ରଶସ୍ଥ ବିଶିଷ୍ଟ ଦ୍ୱିତୀୟ  ଫୁଟ୍ ଓଭରବ୍ରିଜ୍ ସହ ଏକ ରେମ୍ପ୍ ନିର୍ମାଣ ହେବ ବୋଲି

କମିଟିର ସଂପାଦକ ମନୋରଂଜନ ସାହୁ ସଭାରେ ସୂଚନା ଦେଇଥିଲେ । ଏଥିପାଇଁ ରେଲୱେ ବୋର୍ଡ ପକ୍ଷରୁ ପତ୍ର ସଂଖ୍ୟା-୨୦୧୮/ଏଲ୍ ଏମ୍ ମାଧ୍ୟମରେ ହସ୍ତଗତ ହୋଇଥିବା ଜଣାପଡିଛି । ଏଥପାଇଁ ପ୍ରାୟ ୫କୋଟିରୁ ଉର୍ଦ୍ଧ୍ୱ ଟଙ୍କା ଖର୍ଚ୍ଚ ହେବ ବୋଲି ଅଟକଳ କରାଯାଇଛି । ବିଭିନ୍ନ ଶିକ୍ଷା ଓ ସ୍ୱାସ୍ଥ୍ୟନୁଷ୍ଠାନରେ ଖାଲିଥିବା ବିଭିନ୍ନ ପଦବୀ ଶୀଘ୍ର ପୂରଣ କରିବା ସହ ବିଭିନ୍ନ ସମସ୍ୟାର ଶୀଘ୍ର ସମାଧାନ ପାଇଁ ଏକ ଆନ୍ଦୋଳନର

ଆବଶ୍ୟକ ଅଛି ବୋଲି ସଭାରେ ମତପ୍ରକାଶ ପାଇଥିଲା । ଆଲୋଚନାରେ ଅନ୍ୟାନ୍ୟ ମାନଙ୍କ ମଧ୍ୟରେ ଗଜେନ୍ଦ୍ର ଭ୍ରମର, ଗୋପଭୂଷଣ ନାଥ, ଜୟରାମ ମିଶ୍ର, ବିମଳ ଚୋପଦାର, ଅଶୋକ କୁମାର ମିଶ୍ର, କିଶୋର ମୋହନ ମିଶ୍ର, ଗୋପବନ୍ଧୁ ପୁରୋହିତ, ଆର୍ତ୍ତତ୍ରାଣ ମିଶ୍ର, ଦିବାକର ହୋତା, ମନୋରଂଜନ ପୁରୋହିତ, ନରେଶ ଦାଶ, ପଙ୍କଜିନୀ ପଣ୍ଡା ପ୍ରମୁଖ ଅଂଶଗ୍ରହଣ କରିଥିଲେ । ଶେଷରେ କମିଟିର ଉପସଭାପତି ନିତ୍ୟାନନ୍ଦ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026

You Might Also Like