-+91-9937148622 |

prerana_bgr@rediffmail.com |

  Saturday 4th July 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ପଂଚାୟତ ଆଦିବାସୀ ଉଚ୍ଚ ବିଦ୍ୟାଳୟ ମନହୀରା ଠାରେ ବନୋମହୋତ୍ସବ ସପ୍ତାହ ପାଳନ   (04-Jul-2026)       ||      କଟକ ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘରରେ ?   (04-Jul-2026)       ||      କଟକ ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘରରେ ?   (04-Jul-2026)       ||      ପ୍ରତ୍ୟେକ ଯୋଗ୍ୟ ପରିବାରକୁ ପକ୍କା ଘର♦️ ବାରିପଦାରେ ୬୧ ଜଣ ହିତାଧିକାରୀଙ୍କୁ PMAY-U 2.0 କାର୍ଯ୍ୟାଦେଶ ପ୍ରଦାନ   (04-Jul-2026)       ||      କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ କେନ୍ଦ୍ରର ସ୍ୱୀକୃତି : ଭାରତ ସରକାରଙ୍କୁ ବରଗଡ଼ ସାଂସଦଙ୍କ କୃତଜ୍ଞତା   (04-Jul-2026)       ||      ନିର୍ଦ୍ଧାରିତ ଦର ଠାରୁ ଅଧିକ ପାର୍କିଂ ଦେୟ ନେଉଥିବା ଅଭିଯୋଗ ପରେ ବରପାଲି ରେଳ ପାର୍କିଂ ଠିକାଦାର କ୍ଷମା ପ୍ରାର୍ଥନା କଲେ    (04-Jul-2026)       ||      ଖରସ୍ରୋତା ମହାବିଦ୍ୟାଳୟରେ ‘ଭାରତୀୟ ଜ୍ଞାନ ପରମ୍ପରାରେ ପରିବେଶ ବିଜ୍ଞାନ’ ଉପରେ ରାଜ୍ୟସ୍ତରୀୟ ଆଲୋଚନାଚକ୍ର   (04-Jul-2026)       ||      ସୌଭିକଙ୍କ ସପକ୍ଷରେ ବାହାରିଲା ଓଡ଼ିଶା କ୍ରାନ୍ତି ମଞ୍ଚ ନିମକ ହାରାମିକୁ ଉଚିତ ଜବାବ ଦିଆଯିବ ।   (04-Jul-2026)       ||      ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଜାତୀୟ ବିଦ୍ୟୁତ ସୁରକ୍ଷା ସପ୍ତାହ ପାଳିତ:ଶପଥ ପାଠ ଓ କୁଇଜ ମାଧ୍ୟମରେ ସଚେତନତା    (03-Jul-2026)       ||      ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   (03-Jul-2026)       ||      ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   (03-Jul-2026)       ||      କୁତୁର୍ଲା ପେକ୍ସ ପରିଦର୍ଶନ କଲେ ନରସିଂହ♦️ ଧାନ ବିକ୍ରିର ଶେଷ ଦିନରେ ମଧ୍ୟ ଉଠିପାରୁନାହିଁ ଚାଷୀଙ୍କ ଧାନ♦️୧୮ ଜଣ ଚାଷୀଙ୍କ ଆସିନାହିଁ ଟୋକନ, ଚାଷୀ ହତାଶ   (03-Jul-2026)       ||      ଭାରତ ନିର୍ବାଚନ ଆୟୋଗଙ୍କ ଦ୍ଵାରା ଗଣମାଧ୍ୟମ ଏବଂ ସମ୍ପର୍କିତ ସମ୍ମିଳନୀ♦️ ଓଡ଼ିଶାରୁ ସୂଚନା ଓ ଲୋକସମ୍ପର୍କ ବିଭାଗର ବରିଷ୍ଠ ଅଧିକାରୀଙ୍କ ସହ ୧୩ଜଣ ଡିଆଇପିଆରଓ ଙ୍କ ଯୋଗଦାନ    (03-Jul-2026)       ||      ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା ଏବଂ ୨୫ରେ ବାହୁଡା଼ ଯାତ୍ରା   (03-Jul-2026)       ||      ଓଡ଼ିଶାରେ ଭୋଟର ତାଲିକା ର ସ୍ୱତନ୍ତ୍ର ସଘନ ସଂଶୋଧନ ପାଇଁ ୧୦ ଜଣ ବରିଷ୍ଠ  ଆଇ ଏ ଏସ ଅଧିକାରୀ ଭୋଟର ତାଲିକା ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ    (03-Jul-2026)       ||      ଜାପାନୀ ସଂସ୍ଥା ସହ ଐତିହାସିକ ଚୁକ୍ତି, ଗ୍ରୀନ୍ ଏନର୍ଜି କ୍ଷେତ୍ରରେ ଜାପାନୀ ବ୍ୟବସାୟୀକ ନେତୃବୃନ୍ଦଙ୍କ ସହ ସହଭାଗିତା, ରାଜ୍ୟରେ ହେବ ବ୍ୟାପକ ପୁଞ୍ଜିନିବେଶ   (03-Jul-2026)       ||      କମଗାଁ ମହାବିଦ୍ୟାଳୟ ଅଧ୍ୟକ୍ଷ ଶ୍ରୀଯୁକ୍ତ ପ୍ରେମାନନ୍ଦ ପଟେଲଙ୍କ ସେବା ନିବୃତ୍ତ,   (03-Jul-2026)       ||      ଅବସରନେଲେ ମୁଖ୍ୟମନ୍ତ୍ରୀ ପୁରସ୍କାରପ୍ରାପ୍ତ ପ୍ରଧାନଶିକ୍ଷକ ଦିଲ୍ଲୀପ ମହାନ୍ତି    (03-Jul-2026)       ||      ମାୟାବର୍ହ୍। ହାଇସ୍କୁଲରେ ଜାତୀୟ ବିଦ୍ୟୁତ୍ ସୁରକ୍ଷା ସପ୍ତାହ ପାଳିତ   (03-Jul-2026)       ||      ଝରୀଗାଁ ତହସିଲଦାର ଙ୍କ ବିରଦ୍ଧରେ ଥାନରେ ଲିଖିତ ଅଭିଯୋଗ*   (03-Jul-2026)       ||     

HOME   ଜିଲ୍ଲା

ବୁବେଲ ଦୋଳ ମହୋତ୍ସବ ର ଦ୍ଵିତୀୟ ସନ୍ଧ୍ୟାରେ ଯୋଗଦେଲେ ରାଜ୍ୟ ସଭା ସାଂସଦ

05-Mar-2023



ବଲାଙ୍ଗୀର(ପ୍ରେରଣା ଖବର ):ବୁବେଲ ଦୋଳ ମହୋତ୍ସବ ଦ୍ଵିତୀୟ ସଂନ୍ଧ୍ଯା କଂସ ଦରବାର'ରେ ମୁଖ୍ଯ ଅତିଥି ରାଜ୍ଯସଭା ସାଂସଦ ନିରଞ୍ଜନ ବିଶି ଯୋଗଦାନ କରିଥିଲେ। ପୁଇଁତଲା ବ୍ଳକ ଅଧକ୍ଷ ସରୋଜ ପଧାନ ଓ ନ୍ୟୁ ଇଣ୍ଡିଆନ ଆସୁରେନ୍ସ ବଲାଙ୍ଗୀର ମେନେଜର ତଥା ଆଦିବାସୀ ସଂଘ ସଂପାଦକ ପ୍ରଫୁଲ୍ଲ ତୁମନିଆ ସମ୍ମାନୀତ ଅତିଥି ଭାବରେ ଦରବାର'ରେ ଉପସ୍ଥିତ ଥିଲେ। ଏ ଅବସରରେ ମୁଖ୍ଯ ଅତିଥି ଓ ସମ୍ମାନିତ ଅତିଥି  ମଥୁରାବାସୀଙ୍କ ସୁଖ ଶାନ୍ତି ପାଇଁ ରାଜ୍ୟ ସରକାରଙ୍କ ଜନ୍ମରୁ ମୃତ୍ୟୁ ଯାଏ ବିଭିନ୍ନ କଲ୍ୟାଣମୂଳକ ଯୋଜନା ସଂପର୍କରେ ସୂଚନା ଦେଇଥିଲେ।ମିଳିଥିବା 10ଲକ୍ଷ ଆବାସ ଓଡିଶାକୁ ନିଅଣ୍ଟ ଆଉ ୧୦ଲକ୍ଷ ଘର, କେନ୍ଦୁପତ୍ର ଉପରୁ ଜିଏସଟି ଛାଡ ପ୍ରସଙ୍ଗ ରାଜ୍ଯସଭାରେ ପୁଣି ଉଠାଇବି ବୋଲି ସାଂସଦ କହିଥିଲେ। ଏ ପର୍ଯ୍ୟନ୍ତ ମଥୁରା ରାଜ୍ୟର 118ଟି ଗାଁ ବୁଲିଛି,ଅସୁବିଧା ଆବଶ୍ଯକତା ଆଲୋଚନା କରୁଛି। ସରକାରୀ ଯୋଜନା ଉଦ୍ଦିଷ୍ଟ ବ୍ୟକ୍ତି ଓ ଗୋଷ୍ଠୀ ପାଖରେ ପହଞ୍ଚାଇବା ପ୍ରତିଶୃତି ସହ ବୁବେଲ ଠାରେ ଏକ ମଞ୍ଚ ତିଆରି, ସ୍ଥାନୀୟ ଶିବ ମନ୍ଦିର ନିକଟସ୍ଥ ପୋଖରୀ ଓ ଏକ ପାର୍କ ନିର୍ମାଣ ଘୋଷଣା କରିଥିଲେ। ମହାରାଜ କଂସଙ୍କ ଅନୁମତିରେ ଅନୁଷ୍ଠିତ ଦରବାରକୁ ବଂଶୀଧର ନାଏକ ସଂଯୋଜନା କରିଥିବା ବେଳେ ଶୋଭାବନ ନାଏକ ଓ ଟିକେଶ୍ବର ସାଏ ମଞାସୀନ ଥିଲେ। କଂସ ଅନୀଲ ନାଏକ ଓ ତାଙ୍କ ସାଥିଙ୍କ ଦ୍ବାରା କୃଷ୍ଣ ଜନ୍ମ ମଞ୍ଚସ୍ଥ ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ପଂଚାୟତ ଆଦିବାସୀ ଉଚ୍ଚ ବିଦ୍ୟାଳୟ ମନହୀରା ଠାରେ ବନୋମହୋତ୍ସବ ସପ୍ତାହ ପାଳନ   04-Jul-2026
  ଜିଲ୍ଲା  
କଟକ ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘରରେ ?   04-Jul-2026
  ଜିଲ୍ଲା  
କଟକ ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘରରେ ?   04-Jul-2026
  ମହାନଗର  
ପ୍ରତ୍ୟେକ ଯୋଗ୍ୟ ପରିବାରକୁ ପକ୍କା ଘର♦️ ବାରିପଦାରେ ୬୧ ଜଣ ହିତାଧିକାରୀଙ୍କୁ PMAY-U 2.0 କାର୍ଯ୍ୟାଦେଶ ପ୍ରଦାନ   04-Jul-2026
  ଜିଲ୍ଲା  
କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ କେନ୍ଦ୍ରର ସ୍ୱୀକୃତି : ଭାରତ ସରକାରଙ୍କୁ ବରଗଡ଼ ସାଂସଦଙ୍କ କୃତଜ୍ଞତା   04-Jul-2026
  ଜିଲ୍ଲା  
ନିର୍ଦ୍ଧାରିତ ଦର ଠାରୁ ଅଧିକ ପାର୍କିଂ ଦେୟ ନେଉଥିବା ଅଭିଯୋଗ ପରେ ବରପାଲି ରେଳ ପାର୍କିଂ ଠିକାଦାର କ୍ଷମା ପ୍ରାର୍ଥନା କଲେ   04-Jul-2026
  ଜିଲ୍ଲା  
ଖରସ୍ରୋତା ମହାବିଦ୍ୟାଳୟରେ ‘ଭାରତୀୟ ଜ୍ଞାନ ପରମ୍ପରାରେ ପରିବେଶ ବିଜ୍ଞାନ’ ଉପରେ ରାଜ୍ୟସ୍ତରୀୟ ଆଲୋଚନାଚକ୍ର   04-Jul-2026
  ଜିଲ୍ଲା  
ସୌଭିକଙ୍କ ସପକ୍ଷରେ ବାହାରିଲା ଓଡ଼ିଶା କ୍ରାନ୍ତି ମଞ୍ଚ ନିମକ ହାରାମିକୁ ଉଚିତ ଜବାବ ଦିଆଯିବ ।   04-Jul-2026
  ଜିଲ୍ଲା  
ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଜାତୀୟ ବିଦ୍ୟୁତ ସୁରକ୍ଷା ସପ୍ତାହ ପାଳିତ:ଶପଥ ପାଠ ଓ କୁଇଜ ମାଧ୍ୟମରେ ସଚେତନତା   03-Jul-2026
  ଜିଲ୍ଲା  
ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   03-Jul-2026
  ଜିଲ୍ଲା  
ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   03-Jul-2026
  ଜିଲ୍ଲା  
କୁତୁର୍ଲା ପେକ୍ସ ପରିଦର୍ଶନ କଲେ ନରସିଂହ♦️ ଧାନ ବିକ୍ରିର ଶେଷ ଦିନରେ ମଧ୍ୟ ଉଠିପାରୁନାହିଁ ଚାଷୀଙ୍କ ଧାନ♦️୧୮ ଜଣ ଚାଷୀଙ୍କ ଆସିନାହିଁ ଟୋକନ, ଚାଷୀ ହତାଶ   03-Jul-2026

You Might Also Like