-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||     

HOME   ଜିଲ୍ଲା

ଅସହାସଙ୍କୁ ପୋଷ୍ଯ ନେଇ ପ୍ରତିମାସରେ ରାସନ ସାମଗ୍ରୀ ପ୍ରଦାନ କଲା "ସେବା"

05-Mar-2023



ସମ୍ବଲପୁର (ସଂଜୀବ ପାଣିଗ୍ରାହୀ)
 ସମ୍ବଲପୁର ମହାନଗର ନିଗମ ୱାର୍ଡ ନମ୍ବର ୪୧ ରେଙ୍ଗାଲି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ମିର୍ଗାମୁଣ୍ଡା ଗ୍ରାମରେ ରୁହନ୍ତି ୬୫ ବର୍ଷୀୟ ସୀତାରାମ ବିଶି I ସ୍ତ୍ରୀ ଏବଂ ଚତୁର୍ଥ ଶ୍ରେଣୀ ଅଧ୍ୟୟନରତ ଝିଅକୁ ନେଇ ତାଙ୍କର ତେଲ ଲୁଣର ସଂସାର ସୀତାରାମ ଜଣେ ମେକାନିକ ଥିଲେ I ଘରକୁ ଘର ଵୁଲି ଟିଭି, ଫ୍ୟାନ, କୁଳର ଇତ୍ୟାଦି ମରାମତି କରି ନିଜର ଗୁଜୁରାଣ ମେଣ୍ଟାଉ ଥିଲେ I ତେବେ ଗତ କିଛି ବର୍ଷ ହେବ ବାର୍ଦ୍ଧକ୍ୟ ଜନିତ ଦୁରାରୋଗ୍ୟରେ ପୀଡିତ ହୋଇ ଏବେ ସୀତାରାମ କାମ ଧନ୍ଦା କରି ପାରୁ ନାହାନ୍ତି I ତାଙ୍କର ନିଜସ୍ୱ ଘର ଖଣ୍ଡେ ନାହିଁ I ଏକ ସରକାରୀ ଜାଗାରେ ମିର୍ଗାମୁଣ୍ଡାବାସୀ ଭୂମିହୀନ ସୀତାରାମ ଙ୍କୁ ଏକ ଛପର ଘର ତୋଳି ଦେବା ଫଳରେ ସେ ସେଠାରେ ରୁହନ୍ତି I ଆଜି ସୀତାରାମ ଙ୍କ ପରିବାର ପାଖକୁ ଯାଇ ଆଜି  ଏକ ମାସର ରାସନ ସାମଗ୍ରୀ,ଛୁଆ ପାଇଁ ଡ୍ରେସ ଚପଲ ଆଦି ପ୍ରଦାନ କରିଛି ସେବା ଅନୁଷ୍ଠାନ I ସୀତାରାମ ଙ୍କ ପରିବରକୁ ପୋଷ୍ଯ ଭାବରେ ନେଇ ସୁଖ ଦୁଃଖର ସାହାଯ୍ଯ କରିବା ପାଇଁ କଥା ଦେବା ସହ ଆଜି ରାସନ ସାମଗ୍ରୀ ପ୍ରଦାନ କରିଛନ୍ତି | ଏଭଳି କ୍ଷେତ୍ରରେ ଅତ୍ୟନ୍ତ ଦୁଃଖରେ କାଳାତିପାତ କରୁଥିବା ସୀତାରାମ ଙ୍କ ବିଷୟରେ ଖବର ପାଇ ତିନି ମାସ ତଳେ ସେବା ସଂଗଠନ ତାର ପରିବାର ପାଖକୁ ଯାଇଥିଲା | ଆଜିକୁ ମିଶାଇ ତିନିମାସ ହେଲା ଏହି ରାସନ ସାମଗ୍ରୀ ପ୍ରଦାନ କରାଯାଉଛି |  ସ୍ଵେଛାସେବୀ ସଂଗଠନ "ସେବା"ର ଅଧ୍ୟକ୍ଷ ଡ଼ଃ ଅମର ତାଣ୍ଡିଆଙ୍କ ନେତୃତ୍ୱରେ ଅନୁଷ୍ଠାନର ମୁଖ୍ୟ  ଉପଦେଷ୍ଟା ଗୌରୀ ଶଙ୍କର ମିଶ୍ର, ପ୍ରମୋଦ କୁମାର ସେଠ, ନରେଶ କୁମାର ସୁନାର,ସନ୍ତୋଷ ମହାନ୍ତି ପ୍ରମୁଖ କର୍ମକର୍ତ୍ତା ତାଙ୍କର ଘରେ ପହଞ୍ଚିଥିଲେ I


News Comment




Photo in News

Advertisment
Lastest News
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026

You Might Also Like