-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||     

HOME   ଜିଲ୍ଲା

ଦ୍ଵିତୀୟ ଓଡିଶା ୱେଷ୍ଟ ଜୋନ୍ ଟାଏକୋଣ୍ଡୋ ଚମ୍ପିୟାନସିପ ୨୦୨୩ ର ପ୍ରସ୍ତୁତି ବୈଠକ

05-Mar-2023



ବରଗଡ଼ (ପ୍ରେରଣା ଖବର): ସ୍ଥାନୀୟ ଗଣପତି  ଭିଲ୍ଲା ଠାରେ ଦ୍ଵିତୀୟ ଓଡିଶା ୱେଷ୍ଟ ଜୋନ୍ ଟାଏକୋଣ୍ଡୋ ଚମ୍ପିୟାନସିପ ୨୦୨୩ ର ଏକ ପ୍ରସ୍ତୁତି ବୈଠକ ଗଣପତି ଭିଲ୍ଲା ଠାରେ ବରଗଡ଼ ଜିଲ୍ଲା ସଭାପତି  ନବକିଶୋର ପାଣିଗ୍ରାହୀଙ୍କ ସଭାପତ୍ୱରେ ଅନୁଷ୍ଠିତ ହୋଇଥିଲା । ଉକ୍ତ ବୈଠକରେ ଟାଏକୋଣ୍ଡୋ ର ରାଜ୍ୟ ସାଧାରଣ ସମ୍ପାଦକ ମନମୋହନ ଭଞ୍ଜ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଆଗାମୀ ତିନି ଦିବସୀୟ ଏପ୍ରିଲ ୧୪ରୁ ୧୬ ପର୍ଯ୍ୟନ୍ତ ବରଗଡ଼ରେ ହେବାକୁ ଥିବା ୱେଷ୍ଟ ଜୋନ୍ ଚମ୍ପିୟାନସିପ ର ରୂପରେଖ ବିଷୟରେ ଆଲୋଚନା କରିଥିଲେ । ବୈଠକରେ ୧୧ଟି ଜିଲ୍ଲାର ଜିଲ୍ଲା ପ୍ରତିନିଧି ଯୋଗ ଦେଇଥିଲେ ଏବଂ ଆସନ୍ତା ଏପ୍ରିଲ ୧୪ ରୁ ୧୬ ତାରିଖ ହେବାକୁ ଥିବା ୱେଷ୍ଟ ଜୋନ୍ କାର୍ଯ୍ୟକ୍ରମରେ ୩୫୦ ଜଣ ଟାଏକୋଣ୍ଡୋ ଛାତ୍ରଛାତ୍ରୀ ଯୋଗ ଦେବେ ବୋଲି ଜିଲ୍ଲା ସଂପାଦକ ମାନେ ମତ ପ୍ରକାଶ କରିଥିଲେ । ଉକ୍ତ ବୈଠକରେ ବରଗଡ଼ ଅସୋସିଏସନର ସାଧାରଣ ସମ୍ପାଦକ ତଥା କୋଚ  ବିଜୟ କୁମାର ଭୋଇ,ଉପସଭାପତି ଆଶୁତୋଷ ରଥ,ଏହେସାସ ହୋତା, ଅସୀମ କୁମାର ଭୋଇ, ଅଂଜିତ କୁମାର ସାହୁ, ନବୀନ ସିଂ, ସୁଭମ ପଟ୍ଟନାୟକ, ଦିବ୍ୟକିଶୋର ମିଶ୍ର, ନିରଜ ବାଙ୍କ, ଡୋଳାମଣି ବଗର୍ତ୍ତି, ବେଦାନ୍ତ ଅଗ୍ରୱାଲ,ଦେବ ପ୍ରେମ ବେହେରା, ମୃତୁଞ୍ଜୟ କର୍ଣ୍ଣ,ବିବେକ ମେହେର, ହର୍ଷବର୍ଦ୍ଧନ କର, ସ୍ୱାଭିମାନ ନାୟକ ଯୋଗ ଦେଇ ବୈଠକକୁ ସଫଳ ରୂପାୟନ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026

You Might Also Like