-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||     

HOME   ଜିଲ୍ଲା

ସିଦ୍ଧାର୍ଥ ଡିଗ୍ରୀ କଲେଜରେ  ଏନଏସଏସ ନେତୃତ୍ୱ ବିକାଶ ତାଲିମ ଶିବିର ଉଦଘାଟିତ

05-Mar-2023



ବିନିକା(ହିମାଂଶୁ ଶେଖର ପୁଟେଲ): ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ତରଫରୁ ଏନଏସଏସ ନେତୃତ୍ଵ ବିକାଶ ତାଲିମ ଶିବିର ଆରମ୍ଭ ହୋଇଛି ।ଏହା ତିନି ଦିନଧରି ଚାଲିବ । ପଡ଼ିଆରେ ସମସ୍ତଙ୍କ ଉପସ୍ଥିତିରେ ମୁଖ୍ୟ ଅତିଥି ସରିତା ପଟେଲ ଆଞ୍ଚଳିକ ନିର୍ଦ୍ଦେଶକ ଏନଏସଏସ ଭୁବନେଶ୍ୱର ଏନଏସଏସ ପତାକା ଉତ୍ତୋଳନ କରି ଶିବିରକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ ।ପରେ ଅନୁଷ୍ଟିତ ସଭାରେ କଲେଜ ଅଧ୍ୟକ୍ଷ ଡ଼ ଧୀରେନ୍ଦ୍ର କୁମାର ନାୟକ ସଭାପତିତ୍ବ କରିଥିଲେ ।ଏଥିରେ ମୁଖ୍ୟଅତିଥି ସୁଶ୍ରୀ ପଟେଲ,ସମ୍ମାନିତ ଅତିଥି ଭାବେ ପ୍ରୋଗ୍ରାମ କୋଡିନେଟର ଏନଏସଏସ

ସମ୍ବଲପୁର ବିଶ୍ଵ ବିଦ୍ୟାଳୟର ସୁମନ୍ତ କେରକେଟା,ଡିପିଓ ଏନଏସଏସ ସୁବର୍ଣ୍ଣପୁରର ମନୋରଞ୍ଜନ ଘଡେଇ,ସିଦ୍ଧାର୍ଥ ଜୁନିଅର କଲେଜ ଅଧ୍ୟକ୍ଷା ରେଖା ପ୍ରଧାନ ଯୋଗଦେଇଥିଲେ ।ପ୍ରଥମ ପର୍ଯ୍ୟାୟରେ ମୁଖ୍ୟଅତିଥି ସୁଶ୍ରୀ ପଟେଲ ଏନଏସଏସର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ଉପରେ,ବୌଦ୍ଧ ପଞ୍ଚାୟତ କଲେଜ ଅଧ୍ୟାପକ ଡ଼ ପ୍ରବୀର କୁମାର ଦାସ ଯୁବ ନେତୃତ୍ୱ ଉପରେ,ସମ୍ବଲପୁର ଜିଲ୍ଲା କାର୍ଯ୍ୟକ୍ରମ ଅଧିକାରୀ ବିଶ୍ଵମୋହନ ଜେନା ସ୍ୱେଚ୍ଛା ସେବା ଉପରେ ଏବଂ ସୋନପୁରର ରାଜୀବ ନାୟକ ବ୍ୟକ୍ତିତ୍ୱର ବିକାଶ ଉପରେ ଉପସ୍ଥିତ ସ୍ବେଚ୍ଛାସେବୀ ମାନଙ୍କୁ ପ୍ରାଞ୍ଜଳ ଭାବେ ବୁଝାଇଥିଲେ ।କାର୍ଯ୍ୟକ୍ରମରେ ଇତିହାସ ବିଭାଗ ମୁଖ୍ୟ ରୁଦ୍ରନାରାୟଣ ଦାଶ ସ୍ଵାଗତ ଭାଷଣ ଓ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ପ୍ରୋଗ୍ରାମ ଅଧିକାରୀ ଅଧ୍ୟାପକ ହରିଶ୍ଚନ୍ଦ୍ର ହୋତା ଧନ୍ୟବାଦ ଅର୍ପଣ କରିଥିଲେ ।ଅନୁଷ୍ଟିତ ଏହି ଶିବିରରେ ସମ୍ବଲପୁର ବିଶ୍ଵ ବିଦ୍ୟାଳୟ ଅଧୀନ ୧୦ଗୋଟି ମହାବିଦ୍ୟାଳୟର କାର୍ଯ୍ୟକ୍ରମ ଅଧିକାରୀ ଓ ୧୦୦ଜଣ ସ୍ବେଚ୍ଛାସେବୀ ଯୋଗଦେଇଛନ୍ତି । ଶିବିର ଉଦ୍ଘାଟନ ପୂର୍ବରୁ ସାମିଲ ହୋଇଥିବା ସ୍ବେଚ୍ଛାସେବୀ ମାନଙ୍କ ସ୍ୱାସ୍ଥ୍ୟର ହିତ ପାଇଁ ଖେଳ ଶିକ୍ଷକ ନାରାୟଣ ଚୌଧୁରୀଙ୍କ ଦ୍ଵାରା ବ୍ୟାୟାମ ପ୍ରଶିକ୍ଷଣ ଦିଆଯାଇଥିଲା ।ସନ୍ଧ୍ୟାରେ ଛାତ୍ରଛାତ୍ରୀଙ୍କ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।ଶିବିର ପରିଚାଳନାରେ କଲେଜର ସମସ୍ତ ଅଧ୍ୟାପକ/ଅଧ୍ୟାପିକା,କର୍ମଚାରୀ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026

You Might Also Like