-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||     

HOME   ଜିଲ୍ଲା

ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକ ଙ୍କ 107 ତମ ଜୟନ୍ତୀ ପାଳିତ

05-Mar-2023



ଲୋଇସିଂହା, (ବିନୋଦ କୁମାର ଦୀପ) ପ୍ରବାଦ ପୁରୁଷ,  ଇଣ୍ଡୋନେସିଆ ର ଭୂମିପୁତ୍ର, ଭାରତ ସ୍ୱାଧୀନତା ସଂଗ୍ରାମ ର ମହାରଥି,  ଓଡିଶା ବିକାଶ ଭିତ୍ତି ଭୂମିର ଅନନ୍ୟ ସ୍ଥପତି ଜନନାୟକ ବିଜୁ ପଟ୍ଟନାୟକ ଙ୍କ 107 ତମ ଜୟନ୍ତୀ ଆଜି ସାରା ଦେଶ ପାଳନ କରୁଥିବା ବେଳେ ଓଡିଶା ରେ ମଧ୍ୟ ବିଜୁ ଜନତା ଦଳ ତାହାର ଛାମୁଆ ସଂଗଠନ ର କାର୍ଯ୍ୟକର୍ତ୍ତା, ସଦସ୍ୟ ସଦସ୍ୟା,ଶୁଭେଛୁ ଓ ଜନସାଧାରଣ ଙ୍କୁ ନେଇ ପାଳନ କରୁଛି ବିଜୁ ଜୟନ୍ତୀ l ଏହି କ୍ରମେ ଆଜି ବଲାଙ୍ଗୀର ଜିଲ୍ଲା ଲୋଇସିଂହା ନିର୍ବାଚନ ମଣ୍ଡଳୀ ଲୋଇସିଂହା ଠାରେ  ବିଜୁ ଜନତା ଦଳ ତରଫରୁ ବିଜୁ ପଟ୍ଟନାୟକ ଙ୍କ 107ତମ ବିଜୁ ଜୟନ୍ତୀ ପାଳିତ ହୋଇଯାଇଛି l ଏହି ଅବସରରେ ପ୍ରଥମେ ଏକ ସାଇକେଲ ରେଲି ଆଗଲପୁର ବ୍ଲକ ର ନିରବଚନ ଠାରୁ ଆଗଲପୁର ପର୍ଯ୍ୟନ୍ତ ଗଡ଼ିଥିଲା ଶହ ଶହ ସାଇକେଲ l  ଏହି ଶୋଭାଯାତ୍ରା କୁ ବିଜେଡ଼ି ରାଜ୍ୟ ପରିଷଦ ସଦସ୍ୟ ଶ୍ରୀଯୁକ୍ତ ନିହାର ରଞ୍ଜନ ବେହେରା ଶୁଭାରମ୍ଭ କରିଥିବା ବେଳେ ହଜାର ହଜାର ଯୁବକ  ଓ ବୁଦ୍ଧିଜୀବୀ ଏହି ଶୋଭାଯାତ୍ରା ରେ ସାମିଲ ହୋଇଥିଲେ l

ପରେ ଲୋଇସିଂହା ଡାକ୍ତରଖାନା ରେ ରୋଗୀ ମାନଙ୍କୁ ଫଳ ବଣ୍ଟନ କରାଯାଇଥିଲା l ଦିନ 12 ଟା 40 ମିନିଟ୍ ରେ ଲୋଇସିଂହା ରେ ବିଜୁ ଜନତା ଦଳ ତରଫରୁ ଏକ ସାଧାରଣ ସଭା ଅନୁଷ୍ଠିତ ହୋଇଥିଲା l ଲୋଇସିଂହା ବ୍ଲକ ସଭାପତି ଶ୍ରୀଯୁକ୍ତ ହୃଦୟାନନ୍ଦ ବେହେରା ଙ୍କ ସଭାପତିତ୍ବରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ ଶ୍ରୀଯୁକ୍ତ ନିହାର ରଞ୍ଜନ ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇ ବିଜୁ ପଟ୍ଟନାୟକଙ୍କ ଫଟୋ ଚିତ୍ରରେ ମାଲ୍ୟାର୍ପଣ କରି ସଭାକାର୍ଯ୍ୟ ର ଶୁଭାରମ୍ଭ କରିବା ସହ  ସ୍ଵର୍ଗତ ବିଜୁ ପଟ୍ଟନାୟକ ଙ୍କ ଉପରେ ସୁଚିନ୍ତିତ ମତାମତ ରଖିଥିଲେ l ଅନ୍ୟତମ ଅତିଥି ଭାବେ ବିଜେଡି ର ବରିଷ୍ଠ ସଦସ୍ୟ ସହଦେବ ସା ,ପଞ୍ଚୁ ପଧାନ, ଦିଲ୍ଲୀପ ବାରିକ, ପ୍ରମୋଦ ମିଶ୍ର, ବିଜୟ ଦାସ, ପାଣ୍ଡବ କୁମ୍ଭାର, ଜ୍ୟୋସ୍ନାମୟୀ ନାଗ, ପୁଇଁତଳା ବ୍ଲକ ଅଧ୍ୟକ୍ଷ ସରୋଜ ପଧାନ, ଲୋଇସିଂହା ନିର୍ବାଚନ ମଣ୍ଡଳୀ ର ବିଭିନ୍ନ ଜୋନ୍ ର ଜିଲ୍ଲା ପରିଷଦ ସଦସ୍ୟା ବୀଣାପାଣି ଦାସ, ଲିଳିମା ବେହେରା ଓ ସଂଯୁକ୍ତା ବରିହା l ଅନ୍ୟ ମାନଙ୍କ ମଧ୍ୟରେ  ନିରୁପମା ପଧାନ ଆଗଲପୁର ବ୍ଲକ ଉପାଧ୍ୟକ୍ଷl, କୁମରମଣି ସେଠ୍, ବିଷ୍ଣୁ ପଟେଲ ବ୍ଲକ ସଭାପତି ପୁଇଁତଳା, ଗୀତାଞ୍ଜଳି ସେଠ୍, ଲେକୃ ପଟେଲ, ଗୋବର୍ଧନ ସାହୁ ଯୋଗଦେଇ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକ ଙ୍କ ଉପରେ ନିଜ ନିଜର ଅଭିଭାଷଣ ରଖିଥିଲେ l ଏହି ଅବସରରେ ବିଜେଡ଼ି ର କର୍ମୀ ମାନେ ସାଢ଼େ ଚାରିକୋଟି ଓଡିଶା ବାସୀ ଙ୍କ ସ୍ୱାର୍ଥ ଓ ସ୍ୱାଭିମାନ ପାଇଁ ଲଢ଼ିବା,ଏକ ସମୃଦ୍ଧ, ସଶକ୍ତ, ସ୍ୱାଭିମାନୀ "ନବୀନ ଓଡିଶା " ଗଠନ କରିବା ନିମନ୍ତେ ଶପଥ ନେଇଥିଲେ l ତେବେ ଆଜିର ଏହି ସଭାରେ ରାଜନୀତି ର ଗନ୍ଧ  ସ୍ପଷ୍ଟ ଭାବରେ ବାରି ହେଉଥିଲା l ଲୋଇସିଂହା ବିଜେଡ଼ି ର ପୂର୍ବତନ ସଭାପତି ତାଙ୍କ ବକ୍ତବ୍ୟ ରେ କହିଥିଲେ ଯେ ଗତ 2019 ନିର୍ବାଚନ ରେ ଦଳୀୟ କନ୍ଦଳ ଯୋଗୁଁ ଲୋଇସିଂହା ବିଧାନସଭା ଓ ବଲାଙ୍ଗୀର ସିଟ ବିଜେଡ଼ି ହରେଇ ଥିଲା l ଏଥର ସମସ୍ତେ ଏକଜୁଟ ହୋଇ କଳିକେଶ ସିଂ ଦେଓ ଓ ନିହାର ରଞ୍ଜନ ବେହେରା ଙ୍କ ହାତ ମୁଠା କୁ ଟାଣ କରି ଉଭୟ ସିଟ ହାତେଇବା ପାଇଁ ସେ ସମସ୍ତ କର୍ମୀ ଙ୍କୁ ଆୱାହାନ ଦେଇଥିବା ବେଳେ ଚାଷୀ ନେତା ଦିଲ୍ଲିପ ବାରିକ ଆଗାମୀ ପାର୍ଲିଆମେଣ୍ଟ ନିର୍ବାଚନ ରେ ବଲାଙ୍ଗୀର ଲୋକସଭା ସିଟ ନିମନ୍ତେ କଳିକେଶ ନାରାୟଣ ସିଂ ଦେଓ ଙ୍କ ହାତ ମୁଠାକୁ ଟାଣ କରିବା ପାଇଁ ଆୱାନ ଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026

You Might Also Like