-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||     

HOME   ଜିଲ୍ଲା

ମୁଖ୍ୟମନ୍ତ୍ରୀ ଙ୍କ ଦ୍ୱାରା ୪ ଲାଇନ ବିଶିଷ୍ଟ ବିଜୁ ଏକ୍ସପ୍ରେସ ୱେ ରାସ୍ରା ଉଦଘାଟିତ

05-Mar-2023



କଳାହାଣ୍ଡି ,କୋକସରା(ତ୍ରିନଥ ବେଶ୍ରା )
ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକ ଙ୍କ ଜନ୍ମ ଜୟନ୍ତୀ ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର କଳାହାଣ୍ଡି ଗସ୍ତ ରେ ଆସି ଆମପାଣି ଠାରେ ବିଜୁ ଏକ୍ସପ୍ରେସ ୱେ କୁ ଲୋକାର୍ପଣ କରିଛନ୍ତି l ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ହେଲିକେପ୍ଟର  ରେ ଆସି ଉଦଘାଟନ ସ୍ଥଳୀ କୁ ପହଞ୍ଚିଥିଲେ l ୫୯୦.କୋଟି ୮୪ ଲକ୍ଷ୍ୟ ର ଫୋର ଲାଇନ ବିଶିଷ୍ଟ ୧୭୪.୫୦୪ କିମି ରାସ୍ତା କୁ ଉଦଘାଟନ କରିଛନ୍ତି l ପରେ ମଞ୍ଚରେ ଅଞ୍ଚଳ ବାସୀ କୁ ଅଭିବାଦନ ଜଣେଇ ଆରାଧ୍ୟ ଦେବତା ପ୍ରଭୁ ବୁଢାରାଜା ଙ୍କୁ ଜୟ ବୁଢ଼ା ରାଜା କହି ବକ୍ତବ୍ୟ ସାରିଥିଲେ lବିଜୁ ଏକ୍ସପ୍ରେସ ଓ୍ଵେ କେବଳ ଏକ ରାସ୍ତା ନୁହେଁ ଏହା ହେଉଛି ଏ ଅଞ୍ଚଳର ଜୀବନ ରେଖା ୲ ଏହି ଏକ୍ସପ୍ରେସ ଓ୍ଵେ କେବଳ ଏ ଅଞ୍ଚଳ ନୂହେଁ ସାରା ଓଡ଼ିଶା ପାଇଁ ବିକାଶ ର ନୂଆ ଇତିହାସ ଲେଖିବ। ବିଜୁ ଏକ୍ସପ୍ରେସ ଓ୍ଵେ ଏ ଅଞ୍ଚଳ ପାଇଁ ଅନେକ ସୁଯୋଗ ଆଣିବ ଏଣୁ ଏହାକୁ ନେଇ ଅଞ୍ଚଳ ବାସୀ ଆନନ୍ଦିତ ଅଛନ୍ତି l ବିଜୁ ଏକ୍ସପ୍ରେସ ୱେ ରେ ଗମନା ଗମନ ସୁଗମ ହେବା ସହିତ ସୁନ୍ଦରଗଡ, ସମ୍ବଲପୁର, ଝାରସୁଗୁଡା, ନୁଆପଡା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଆଦି ଜିଲ୍ଲାବାସୀ ବିଶେଷ ଭାବରେ ଉପକୃତ ହେବେ

କାର୍ଯ୍ୟକ୍ରମ ରେ ସାଂସଦ ସୁଜିତ କୁମାର ସେଠ, ଧର୍ମଗଡ଼ ବିଧାୟକ ମୌଷଧି ବାଗ, ଜୁନାଗଡ଼ ବିଧାୟକ ଦିବ୍ୟ ଶଙ୍କର ମିଶ୍ର, ଲାଞ୍ଜିଗଡ ବିଧାୟକ ପ୍ରଦୀପ ଦିଶାରୀ, ନର୍ଲା ବିଧାୟକ ଭୂପିନ୍ଦର ସିଂ, ଜିଲ୍ଲା ବିଜେଡି ସଭାପତି ତଥା ପୂର୍ବତନ ମନ୍ତୀ ପୁଷ୍ପେନ୍ଦ୍ର ସିଂଦେଓ, କୋକସରା ବ୍ଲକ ଉପାଧ୍ୟକ୍ଷ ରାଜୀବ ଅଗ୍ରୱାଲ, ଧର୍ମଗଡ଼ ବିଧାୟକ ମୌଷଧି ବାଗ ଓ କୋକସରା ପ୍ରତିନିଧି ମାନସ ବାଗ, ଆମପାଣି ଜିଲ୍ଲାପରିଷଦ ସଭ୍ୟ ହେମନ୍ତ ମାଝୀ ସମେତ ଉପଜିଲ୍ଲାପାଳ ବେଦଭୂଷଣ, କୋକସରା ତହସିଲଦାର ତଥା ଭାରପ୍ରାପ୍ତ ବିଡ଼ିଓ ଦେବବ୍ରତ କରାଟି ଏବଂ ପୂର୍ତ୍ତ ବିଭାଗ ର ଅଧିକାରୀ ମାନେ ଉପସ୍ଥିତ ଥିଲେ lମୁଖ୍ୟମନ୍ତ୍ରୀ  ଙ୍କ ଗସ୍ତକୁ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ପୋଲିସ ମୁତୟନ ହୋଇଥିବା ବେଲେ ସୁରକ୍ଷା ଦୃଷ୍ଟି କୁ କଡାକଡି କରାଯାଇଥିଲା l ସମାବେଶ ରେ ହଜାର ହଜାର ମହିଳା ସାମିଲ ହୋଇଥିବା ବେଳେ ମହିଳା ଙ୍କ ହୁଳହୁଳି ରେ ସମାବେଶ ପ୍ରଙ୍କମ୍ପି ଉଠିଥିଲା l କାର୍ଯ୍ୟକ୍ରମ କୁ ଦଳୀୟ କର୍ମକର୍ତା ଓ ସରକାରୀ କର୍ମଚାରୀ ମାନେ ପରିଚାଳନା ରେ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026

You Might Also Like