-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ଜିଲ୍ଲା

ରେଢ଼ାଖୋଳରେ ଭୀମଭୋଇ ସେବାସଙ୍ଘ ତରଫରୁ ବାବାସାହେବଙ୍କ ମହାପରିନିର୍ବାଣ ଦିବସ*

06-Dec-2020



ରେଢ଼ାଖୋଲ, ( ଅନିଲ କୁମାର ପୃଷ୍ଟି )- ରେଢ଼ାଖୋଲ ଭୀମଭୋଇ ସେବାସଙ୍ଘ ତରଫରୁ ବାବାସାହେବ ଡ଼ ବି ଆର୍ ଆମ୍ବେଦକରଙ୍କ 64ତମ ମହାପରିନିର୍ବାଣ ଦିବସ ସ୍ଥାନୀୟ ରେଢ଼ାଖୋଲ ଚିରଗୁଣିପାଲ ଭୀମଭୋଇ ସେବା ସଂଘ ଠାରେ  ପାଳିତ କରାଯାଇଛି। ସଭାରେ ସଙ୍ଘର ସଭାପତି ଶୁସାନ୍ତ କୁମାର ନାଗ ସଭାପତିତ୍ୱ କରିଥିଲେ । ବାବାସାହେବଙ୍କ ଫଟୋରେ ଉପଦେଷ୍ଟାଗଣ ଶରତ ନାଏକ, ନିଲମଣି ନାଗ, ଉମାକାନ୍ତ ମହାନନ୍ଦ, ଅଖୁଜ ମହାକୁଡ଼ ଓ ମହିଳା ସଭାପତି ଅପର୍ଣ୍ଣା ବାଘ ଦ୍ୱୀପ ପ୍ରଜ୍ଜ୍ଵଳନ କରିଥିଲେ। ସଭାରେ ଭୀମଭୋଇ  ମହାବିଦ୍ୟାଳୟର ଓଡ଼ିଆ ଅଧ୍ୟାପକ ମାନଭଞ୍ଜନ ନାଏକ ମୁଖ୍ୟବକ୍ତା ଭାବେ ଅଭିଭାଷଣ ରଖିଥିଲେ। ଧୀରେ ଧୀରେ ସମ୍ବିଧାନର ଗୋଟେ ଗୋଟେ ଧାରାକୁ ହଟେଇ ଓ ଅକାମି କରିଦିଆ ଯାଉଛି ବୋଲି ଆଲୋଚନା କରାଯାଇଥିଲା।ଆଗାମୀ  ଦିନରେ ପଛୁଆ ଯୁବ ସମାଜକୁ ସମ୍ବିଧାନର ସୁରକ୍ଷା ପାଇଁ ସଂକଳ୍ପ କରିବା ଏବଂ ଶପଥ ନେବା ଦିଗରେ ଆକର୍ଷଣ କରାଯାଇଥିଲା।  ରେଢ଼ାଖୋଲ ଏନ୍ ଏ ସି ରେ ରହୁଥିବା ପଛୁଆ ବର୍ଗ ର ଗ୍ରାମ ଗୁଡିକରେ ମାଗଣାରେ ଆମ୍ବେଦକର tiution centre ଖୋଲାଯାଇଏବଂ ଅସହାୟ ଲୋକମାନଙ୍କୁ ସାହାଯ୍ୟ କରିବା ବିଷୟରେ ଦୃଷ୍ଟି ଆକର୍ଷଣ କରାଯାଇଥିଲା। ଏହି ସଭାରେ ସମ୍ପାଦକ ନନ୍ଦୁ ମିରି, ସୁଭଦ୍ର ସାଗର, ଗୋକୁଳାନନ୍ଦ ନାୟକ, ମନୋଜ ବାଘ , ଦିବାକର  ଗିରି ଙ୍କ ସମେତ ସମସ୍ତ ସଦସ୍ୟ ଉପସ୍ଥିତ ରହିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like