-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||     

HOME   ଜିଲ୍ଲା

ଆଶା କର୍ମୀଙ୍କ ୧୨ ଦଫା ସମ୍ବଳିତ ଦାବୀ ପୂରଣ ନେଇ ବିଧାନସଭା ଘେରାଓ ପାଇଁ ପ୍ରସ୍ତୁତି ବୈଠକ

06-Mar-2023



ବଲାଙ୍ଗୀର(ପ୍ରେରଣା ଖବର): ବଲାଙ୍ଗିର ବ୍ଲକ ଓ ଅପୁଇଁତଲା ବ୍ଲକ, ନିଖିଳ ଓଡିଶା ଆଶା କର୍ମୀ ସଂଘ ପକ୍ଷରୁ ୧୨ ଦଫା ସମ୍ବଳିତ ଦାବିରେ କଲେଜ ଛକ ସ୍ଥିତ ମିଶନ ହାଇସ୍କୁଲ ପଡିଆରେ ଓ ପୁଇଁତଲା ବ୍ଲକର,ଜାମଗାଁ ଉଭୟ ସ୍ଥାନରେ ଆସନ୍ତା ୧୫ ମାର୍ଚ୍ଚରୁ ବିଧାନସଭା ସମ୍ମୁଖରେ ଦିବା ରାତ୍ର ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ରାଲି ଓ ବିକ୍ଷୋଭ ପ୍ରଦର୍ଶନ କରିବାକୁ ଉଭୟ ବ୍ଲକର ସମସ୍ତ ଆଶା କର୍ମୀଙ୍କୁ ନେଇ ମମତା କଚ୍ଛପଙ୍କ

ସଭାପତିତ୍ୱରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇ ଜିଲ୍ଲା ସଂଘର ସଭାପତି ତଥା ଏ.ଆଇ.ଟି.ୟୁ.ସି କାର୍ଯ୍ୟକାରୀ ସଭାପତି ତୀର୍ଥ ପଧାନ, ସମ୍ପାଦିକା ଓମୀ ଗୁପ୍ତା, ବ୍ଲକ ସଭାନେତ୍ରୀ ମମତା ବାଗ, ଭାଗ୍ୟବତୀ ଜୁଆଡି,ସମ୍ପାଦିକା ବାସନ୍ତୀ ସେଠ, କୁମଦିନି ବାଗ,ମିନାକ୍ଷୀ ଜେନା, ସଂଜୁ ନାଏକ, ସୁମତି ପଟେଲ, ଜନନୀ ପଧାନ, ଉପଦେଷ୍ଟା ଦୁର୍ୟୋଧନ ବିଶ୍ୱାଳ ପ୍ରମୁଖ ଆଶା କର୍ମୀଙ୍କ ମାସିକଆ ଭତ୍ତା ଧlର୍ଯ୍ୟ, ସର୍ବନିମ୍ନ ମାସିକ ଭତ୍ତା ୨୬ ହଜାର ଟଙ୍କା ପ୍ରଦାନ, ଜାତୀୟ ଶ୍ରମ ସମ୍ମିଳନୀ ନିଷ୍ପତି ଅନୁସାରେ ୱାର୍କର ମାନ୍ୟତା ପ୍ରଦାନ, କାମରୁ ଅବ୍ୟାହୁତି ସମୟ ସୀମା ୬୨ ବର୍ଷ ରୁ ୬୫ ବର୍ଷକୁ ବୃଦ୍ଧି, କlମର ସମୟ ସିମ ସରିଲା ପରେ ସାମାଜିକ ସୁରକ୍ଷାରେ ଅନ୍ତର୍ଭୁକ୍ତ କରାଯାଇ ମାସିକିଆ ଭତ୍ତା ପ୍ରଦାନ, ମୃତ୍ୟ କାଳୀନ ସହାୟତା

ରାଶି ୫ ଲକ୍ଷ ଟଙ୍କା ବୃଦ୍ଧି, କାର୍ଯ୍ୟକାଳ ଶେଷ ହେଲାପରେ ସହାୟତା ରାଶି ୫ ଲକ୍ଷ ଟଙ୍କାକୁ ବୃଦ୍ଧି ଓ ଅନ୍ୟାନ୍ୟ ୧୨ ଦଫା ସମ୍ବଳିତ ଦାବୀ ସମ୍ୱନ୍ଧେ ସରକାରଙ୍କୁ ଦୃଢ଼ ନିନ୍ଦା କରାଯାଇ ଉଭୟ ରାଜ୍ୟ ସରକାର ଓ କେନ୍ଦ୍ର ସରକାର ଆଶା କର୍ମୀଙ୍କ ଦାବୀ ଗୁଡିକ ଶୀଘ୍ର ପୂରଣ କରନ୍ତୁ ବୋଲି ବକ୍ତବ୍ୟ ଦେଇଥିଲେ l ବୈଠକରେ ବ୍ଲକର ବିଭିନ୍ନ ଅଂଚଳରୁ ଶତାଧିକ ଆଶା କର୍ମୀ ଯୋଗ ଦେଇ ବିଧାନସଭା ସଭା ଘେରାଉ କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ସଂକଳ୍ପ ନେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026

You Might Also Like