-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||     

HOME   ଜିଲ୍ଲା

ଅର୍ଥ ସାଜିଛି ବାଧକ: ଚିକିତ୍ସା ସହାୟତା ପାଇଁ ପ୍ରଶାସନ ଠାରେ ଗୁହାରୀ କଲେ ଅସହାୟ ବାପା ମାଁ

06-Mar-2023



ବୀରମହାରାଜପୁର, (ବିନୋଦ ପାଣ୍ଡେ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଚମ୍ପାମାଲ ପଞ୍ଚାୟତ ଅନ୍ତର୍ଗତ ଚମ୍ପାପୁର ଗାଁ'ର ବିଶ୍ଵାମିତ୍ର ବାରିକ ଓ କୁନ୍ତିଙ୍କ ୩ ଝିଅ ଓ ଏକମାତ୍ର ପୁଅ ଶୁଭେନ୍ଦୁ (୨୩)। ଶୁଭେନ୍ଦୁ ଅନେକ ଦିନ ହେଲା କୈାଣସି ଅଜଣା ରୋଗରେ ପୀଡିତ ହୋଇ ଯନ୍ତ୍ରଣାରେ ଛଟପଟ ହେଉଛନ୍ତି। ତାଙ୍କୁ ବୀରମହାରାଜପୁର ଡାକ୍ତରଖାନା, ସୋନପୁର ମୁଖ୍ୟ ଡାକ୍ତରଖାନା ପରେ ବୁର୍ଲା ଭିମସାରରେ ଭର୍ତ୍ତି କରିଥିଲେ। ସେଠାରେ ତାଙ୍କର ରୋଗ  ଭଲ ନହେବାରୁ ଡାକ୍ତର କଟକ ବଡ ମେଡିକାଲକୁ ଉନ୍ନତ ଚିକିତ୍ସା ପାଇଁ ପରାମର୍ଶ ଦେଇଥିଲେ। ପରିବାର ଲୋକେ ବିଭିନ୍ନ ଡାକ୍ତରଖାନାକୁ ନେଇ ପୁଅର ଚିକିତ୍ସା ଖର୍ଚ୍ଚ କରି ସର୍ବସ୍ବାନ୍ତ ହୋଇଛନ୍ତି। ହେଲେ ତାଙ୍କ ପାଖରେ କିଛି ଟଙ୍କା ପାଇସା ନଥିବାରୁ ପୁଅକୁ ଉଚ୍ଚ ଚିକିତ୍ସା ପାଇଁ ନେଇପାରୁ ନାହାନ୍ତି। ରୋଗଗ୍ରସ୍ତ ପୁଅର ଅଣ୍ଟାରୁ ତଳକୁ କାମ କରୁନି। ସେ ଖାଇବା, ପିଇବା ସହ ଝାଡାପରିସ୍ରା ସବୁ ଖଟ ଉପରେ କରୁଛନ୍ତି।ପରିବାରର ଆର୍ଥିକ ଅବସ୍ଥା ଦୁର୍ବଳ ଥିବାରୁ ତାଙ୍କୁ ଉଚ୍ଚ ଚିକିତ୍ସା ପାଇଁ ନେଇପାରୁନଥିବା ଆକ୍ରାନ୍ତଙ୍କ ବାପା ବିଶ୍ଵାମିତ୍ର ପ୍ରକାଶ କରିଛନ୍ତି। ପରିବାରଟି ନିହାତି ଗରିବ ହୋଇଥିବା ବେଳେ ପୁଅର ଉଚ୍ଚ ଚିକିତ୍ସା କରାଯିବା ମା'ବାପ ପକ୍ଷେ ସମ୍ଭବପର

ନୁହେଁ। ପରିବାରର ଆୟର କହିଲେ ବିଶ୍ଵାମିତ୍ର ଦେଇଥିବା ସେଲୁନ।‌ଶ୍ରୀ ବାରିକ ସେଲୁନରୁ ଯାହା ଆୟ କରନ୍ତି ସେଥିରେ ଦୁଇ ଝିଅଙ୍କ ପାଠପଢ଼ା ସହ ପୁଅର ଔଷଧ ବାବଦକୁ ଖର୍ଚ୍ଚ ହେଉଛି। ସାହି ପୋଡିସାଙ୍କ ଠାରୁ ଧାର କରଜ କରି ପରିବାର ପୋଷଣ କରୁଥିବା ସେ କହିଛନ୍ତି। ଗୋଟିଏ ପଟେ ପୁଅ ଚିକିତ୍ସା, ଅନ୍ୟପଟେ ଦୁଇ ଝିଅ ବାହାଘର ଚିନ୍ତା, ଏଭଳି ସ୍ଥିତିରେ ଉଭୟ ମା'ବାପ ଚିନ୍ତାରେ‌ ଭାଙ୍ଗି ପଡିଛନ୍ତି। ପୁଅର ଚିକିତ୍ସା ଓ ସରକାରୀ ସହାୟତା ପାଇଁ ପ୍ରଶାସନକୁ ପରିବାର ଲୋକେ ଗଣମାଧ୍ୟମ ଜରିଆରେ କୋହଭରା କଣ୍ଠରେ କୁହାରି କରିଛନ୍ତି। ଏନେଇ ଜିଲ୍ଲା ପ୍ରଶାସନ  ଯନ୍ତ୍ରଣାରେ ଛଟପଟ ହେଉଥିଲା ଶୁଭେନ୍ଦୁଙ୍କୁ ଉଚ୍ଚ ଚିକିତ୍ସା ଯୋଗାଇଦେବା ପାଇଁ ଦାବି ହୁଏ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026

You Might Also Like