-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||     

HOME   ଜିଲ୍ଲା

ଅଘରିଆ ସମାଜ ର କୁରୁଲ ଗୁଡ଼ି ର ଦାବକାନୀ ଗ୍ରାମ ରେ ମତଦାନ

06-Mar-2023



ପୁଇଁତଳା, (ପ୍ରେରଣା ଖବର) ଗତ ରବିବାର ଦିନ ,୮୪ ଘର ଅଘରିଆ ସମାଜ ର କୁରୁଲ ଗୁଡ଼ି ର ଦାବକାନୀ ଗ୍ରାମ ରେ ମତଦାନ ହେଇଯାଈଛି l ଏଥିରେ ୧୩ ଖଣ୍ଡ ଗ୍ରାମର ମୋଟ ୫୧ ଜଣ ଭୋଟ ଦାତା ଭୋଟ ଦେଇ ନିର୍ବାଚିତ କରିଛନ୍ତି . ସଭ୍ୟ ପଦବୀ ପାଇଁ ସର୍ବ ଭୋଟ ୫ ଜଣ ଥିବା ବେଲେ ୭ ଜଣ ପତ୍ର ପ୍ରାଥୀ ଦାଖଲ କରିଥିଲେ. ଏଥିରେ ଅଶୋକ କୁମାର ପଟେଲ (ଡୁମ୍ବେରପାଲି   ) - ୩୪ ଖଣ୍ଡ  , ବୁଦ୍ଧଦେବ ନାଏକ (କାଶବାହାଲ)-୪୦ ଖଣ୍ଡ , ନିତ୍ୟାନନ୍ଦ ସାଏ (ଉଡିଆପାଲି) -୪୦ ଖଣ୍ଡ , ଜଗଦୀଶ ନାଏକ (ପାଣ୍ଡରାପିଟା ) - ୩୨ ଖଣ୍ଡ , ସୁଦାମ ପଟେଲ (କୁରୁଲ) - ୩୪ ଖଣ୍ଡ ଭୋଟ ପାଇ  ବିଜୟ ହୋଇଛନ୍ତି l ଉପସଭାପତି ପାଇଁ ୨ ଜଣ ପତ୍ର ପ୍ରାଥୀ ଦାଖଲ କରିଥିଲେ . ବ୍ୟାସଦେବ ପଟେଲ (ବିଲେଇକାନୀ) ୨୭ ଖଣ୍ଡ ଭୋଟ ପାଇଥିବା ବେଲେ ସୁରେଶ କୁମାର ନାଏକ ( କୁରୁଲ) ୨୪ ଖଣ୍ଡ ଭୋଟ ପାଇ ପରାଜୟ ସ୍ୱୀକାର କରିଥିଲେ . ସେଇପରି ସଭାପତି ପାଇଁ ୩ ଜଣ ପତ୍ର ପ୍ରାଥୀ ଦାଖଲ କରିଥିଲେ l ଅଶୋକ କୁମାର ପଟେଲ (କୁରୁଲ) - ୦ ଭୋଟ ପାଇ ଥିବା ବେଲେ , ବୃନ୍ଦାବନ ନାଏକ (ଦାଵକାନୀ)  - ୨୫ ଖଣ୍ଡ ଭୋଟ ପାଇଥିଲେ l ଦୁଃଶାସନ ପଟେଲ (ଉଡିଆପାଲି )  ୨୬ ଖଣ୍ଡ ଭୋଟ ପାଇ ବିଜୟ ଲାଭ କରିଥିଲେ l କେନ୍ଦ୍ର ରୁ ଆସିଥିବା ନିର୍ବାଚନ ଅଫିସର ଗୋବିନ୍ଦ ପଟେଲ ଧନ୍ୟବାଦ ଦେଇ ଅଶୋକ ପଟେଲ ୦ ଭୋଟ ପାଇଥିବାରୁ ଦୁଃଖ ପ୍ରକାଶ ମଧ୍ୟ କରିଥିଲେ l କୁରୁଲ ଗ୍ରାମର ୬ ଜଣ ଭୋଟର ଥାଇ ମଧ୍ୟ ଅଶୋକ ପଟେଲ ଭୋଟ ନ ପାଇବାରୁ ଗ୍ରାମରେ ,ଅଂଚଳରେ ଚହଳ ସୃଷ୍ଟି କରିଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026

You Might Also Like