-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||     

HOME   ଜିଲ୍ଲା

ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘ ର କାର୍ଯ୍ୟକାରିଣୀ ବୈଠକ

06-Mar-2023



ବଲାଙ୍ଗିର : ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘ ର କାର୍ଯ୍ୟକାରିଣୀ ବୈଠକ ସଂଘ ର ଅସ୍ଥାୟୀ ସଭାପତି ଶ୍ୟାମ ସୁନ୍ଦର ଭୋଇ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଯାଇଛି. ବୈଠକ ରେ ଅନୁସୂଚିତ ଜାତି ଅନୁସୂଚିତ ଜନଜାତି କଲ୍ୟାଣ ବିଭାଗ ଦ୍ୱାରା ପରିଚାଳିତ ଛତିଶ ଗୋଟି ଆବାସିକ ଆଶ୍ରମ, କନ୍ୟାଶ୍ରମ, ସେବାଶ୍ରାମ ରେ ପଢ଼ୁଥିବା ଆଦିବାସୀ ଛାତ୍ରଛାତ୍ରୀ ମାନଙ୍କ ସ୍ୱାସ୍ଥ୍ୟ ଯାଞ୍ଚ କଡାକଡି କରିବା, ଅନ୍ତେବାସିନୀ ଛାତ୍ରୀ ମାନଙ୍କ ହଷ୍ଟେଲ ରେ ସିସି ଟିଭି ବ୍ୟବସ୍ଥା, ସୁରକ୍ଷା ପ୍ରହରୀ ନିଯୁକ୍ତି, ପାଚେରୀ ନିର୍ମାଣ, ଶିକ୍ଷକ ନିଯୁକ୍ତି, ଜ଼ିଲ୍ଲା ର ତିରିଶ ଟି ନବ ନିର୍ମିତ ହଷ୍ଟେଲ ରେ କର୍ମଚାରୀ ନିଯୁକ୍ତି କରି ହଷ୍ଟେଲ ଗୁଡିକ କାର୍ଯ୍ୟକ୍ଷମ କରିବା, ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟ ଡ଼ୁମେରବାହାଲ ରେ ମିନି ଷ୍ଟାଡିଅମ, ପାନୀୟ ଜଳ ଯୋଗାଣ ସୁବିଧା,ଆଦିବାସୀ ମାନଙ୍କୁ ଜନସଂଖ୍ୟା ଆଧାର ରେ ଆବାସ ଯୋଜନାରେ ସଂରକ୍ଷଣ କରି ଆବାସ ପ୍ରଦାନ, ଆଦିବାସୀ ଗାଁ ମାନଙ୍କୁ ଅଗ୍ରାଧିକାର ଭିତ୍ତି ରେ ଇଣ୍ଟରନେଟ ସଂଯୋଗ କରିବା, ଆଦିବାସୀ ଉପ ଯୋଜନା କାର୍ଯ୍ୟକାରି କରିବା, କେବିକେ ଯୋଜନା ରେ ବଜେଟ ବ୍ୟବସ୍ଥା କରିବା, ଆଦିବାସୀ ଗାଁ କୁ ସଡ଼କ ବିଜୁଳି ପାଣି ବ୍ୟବସ୍ଥା, ଆଦିବାସୀ ମାନଙ୍କୁ ଜଙ୍ଗଲ ଜମି ର ପଟ୍ଟା ପ୍ରଦାନ, ଆଦିବାସୀ ମାନଙ୍କ ଜୀବନ ଜୀବିକା ସୁରକ୍ଷା ପାଇଁ ନିଯୁକ୍ତି ସୁଯୋଗ, ଆଦିବାସୀ ମହିଳା ମାନଙ୍କୁ ମିଶନ ଶକ୍ତି ସହିତ ଆଦିବାସୀ ସମବାୟ ନିଗମ ରୁ ଋଣ ପ୍ରଦାନ, ଆଦିବାସୀ ସଂସ୍କୃତି ସୁରକ୍ଷା ସହିତ ଧାର୍ମିକ ପୀଠ ଏବଂ ପର୍ଯ୍ୟଟନ ସ୍ଥଳୀ ର ସୌନ୍ଦର୍ଯ୍ୟ କରଣ ଓ ଉନ୍ନତିକରଣ ପାଇଁ ପାଣ୍ଠି ପ୍ରଦାନ,  ପୁରୀ ଭୁବନେଶ୍ୱର ରେ ଆଦିବାସୀ ଭବନ ତଥା କଲ୍ୟାଣ ମଣ୍ଡପ ନିର୍ମାଣ, ନକଲି ଆଦିବାସୀ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ, ଏଟ୍ରୋସିଟି କେଶ ରେ ପୀଡିତା ମାନଙ୍କୁ ଆର୍ଥିକ ସହାୟତା ପ୍ରଦାନ ପ୍ରଭୃତି ଦାବିରେ ଜ଼ିଲ୍ଲା ବ୍ୟାପି ସାଙ୍ଗଠନିକ କାର୍ଯ୍ୟକ୍ରମ ବ୍ୟାପକ କରିବାକୁ ନିଷ୍ପତ୍ତି କରାଯାଇଥିଲା.
ବୈଠକ ରେ ସାଂସଦ ରାଜ୍ୟସଭା ନିରଞ୍ଜନ ବିଶି, ପଶ୍ଚିମ ଓଡିଶା ଆଦିବାସୀ କଲ୍ୟାଣ ମହାସଂଘ ର ଉପ ସଭାପତି ଯୋଗେନ୍ଦ୍ର ଭୋଇ, ସଂଘ ର ଅସ୍ଥାୟୀ ସଭାପତି ଶ୍ୟାମ ସୁନ୍ଦର ଭୋଇ,  ବରିଷ୍ଠ ଉପ ସଭାପତି ବିଶି କେସନ ଯାନୀ,ଉପଦେଷ୍ଟା ସତ୍ୟନାରାୟଣ ଭୋଇ,  ବ୍ଲକ ସଭାପତି ବଳଦେବ ଭୋଇ,ନିମାଇଁ ଝlଙ୍କର, ସନ୍ତୋଷ ପୁଟା, ପଦ୍ମନ ପ୍ରଧାନୀ, ଶରତ ଚନ୍ଦ୍ର ସିଂ ଭୋଇ, ପାଲା ଭୋଇ, ବନଳତା ମାଝୀ, ନିରଞ୍ଜନ ମାଝୀ, ସାରଥୀ ବାଗ, ସୁରଥ ଧରୁଆ, ଡୁଙ୍ଗୁରିପାଲି ସଭାପତି ଶ୍ୟାମ ଭୋଇ, ସୁନୀଲ ମାଝୀ, ପ୍ରମୁଖ ଉପସ୍ଥିତ ଥିଲେ l

(ପୂର୍ଣ୍ଣ ଶଶୀ ଶେଖର ରାଓ )


News Comment




Photo in News

Advertisment
Lastest News
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026

You Might Also Like