-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ଦେଶଫାଲ ମହୋତ୍ସବ ର ଦ୍ଵିତୀୟ ସନ୍ଧ୍ୟା, ଯୋଗଦେଲେ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ

06-Mar-2023



ସୁବର୍ଣ୍ଣପୁର ଜିଲ୍ଲାର ଚତୁର୍ଥ ଦେଶଫାଲ ଲୋକ ମହୋତ୍ସବ  ୨୦୨୩ ର ଦ୍ବୀତିୟ ସାଂସ୍କୃତିକ ସଂଧ୍ୟାରେ ଲୋକାରଣ୍ୟ ହୋଇ ପଡିଥିଲା ମହୋତ୍ସବ ପଡିଆ  । ସାଂସ୍କୃତିକ ସଂଧ୍ୟାର  ନିମନ୍ତ୍ରୀତ ମୁଖ୍ୟ ଅତିଥି ରାଜ୍ୟ ଇସ୍ପାତ ଖଣି ଓ ପୂର୍ତ୍ତ ବିଭାଗ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ, ପୂର୍ବତନ ମନ୍ତ୍ରୀ ପଦ୍ମନାଭ ବେହେରା, ଓ ଅନ୍ୟ ଅତିଥି ମାନଙ୍କ ସାଂସ୍କୃତିକ ବାର୍ତ୍ତା ପ୍ରଦାନ ପରେ ଆରମ୍ଭ ହୋଇଥିଲା ନାଚଗୀତର ଆସର  l ଏ ଅଞ୍ଚଳର ଅନେକ ପ୍ରତିଭା  ବିଶିଷ୍ଟ ବ୍ୟକ୍ତି ବିଶେଷଙ୍କୁ ମନ୍ତ୍ରୀଙ୍କ ଦ୍ୱାରା ସମ୍ବର୍ଦ୍ଧିତ କରାଯାଇଥିଲା l ସ୍ଥାନୀୟ କଣ୍ଠଶିଳ୍ପୀଙ୍କ ଭଜନରୁ ଆରମ୍ଭ ହୋଇଥିଲା ସାଂସ୍କୃତିକ କାର୍ଯ୍ୟକ୍ରମ  ।ପରେ ପରେ ପଶ୍ଚିମ ଓଡିଶାର ବିଭିନ୍ନ ଜିଲ୍ଲାରୁ ଆସିଥିବା କଳାକାରମାନେ ଲୋକନୃତ୍ୟ ପରିବେଷଣ କରିଥିଲେ।ରସରକେଲି ,ଡାଲଖାଇ ,ମାଏଲାଜଡ, ଚୁଟକୁଚୁଟା ,ବଜାଶାଲ ଆଦି ଲୋକନୃତ୍ୟରେ ଦୁଲୁକି ଉଠିଥିଲା ଦେଶଫାଲ ମହୋତ୍ସବର ମୁକ୍ତ ମଂଚ  ।ମହାନଦୀ କୂଳରେ ଧର୍ମଶାଳା ଠାରେ ବର୍ଣ୍ଣାଢ୍ୟ ପରିବେଶ ଭିତରେ ଆୟୋଜିତ ଏହି ଦେଶଫାଲ  ମହୋତ୍ସବର ଦ୍ଵିତୀୟ ସାଂସ୍କୃତିକ ସନ୍ଧ୍ୟାରେ ସ୍ଥାନୀୟ ସାଂସ୍କୃତିକ ଅନୁଷ୍ଠାନ ଗୁଡିକର କଳାକାରମାନେ ନିଜ ନିଜର ଲୋକ ନୃତ୍ୟ ପରିବେଷଣ କରିବାର ସୁଯୋଗ

ପାଇଥିଲେ । ସ୍ଥାନୀୟ କଳାକାରଙ୍କ ଲୋକ ନୃତ୍ୟ ପରିବେଷଣରେ  ଦର୍ଶକଙ୍କ ଭିତରେ ବେଶ କୌତୁହଳ ସୃଷ୍ଟି ହେବା ସହିତ କରତାଳିରେ ଉଛୁଳି ପଡିଥିଲା ମହୋତ୍ସବ ପଡିଆ  । ସେହିପରି  ଗଞ୍ଜାମର ଯୋଡି ଶଙ୍ଖ ,ସୁନ୍ଦରଗଡ଼ର ଆଦିବାସୀ ଲୋକ ନୃତ୍ୟ,ଗଂଜାମ ରଣପାର ଲୋକ ନୃତ୍ୟ ସାଙ୍ଗକୁ ବରଗଡ଼ ବିନ୍ଦୁ ଦଳର ହାସ୍ୟରସ ଭିତିକ ଅଭିନୟ , ପ୍ରସିଦ୍ଧ ପଏଁରୀର ସମ୍ବଲପୁରୀ ଲୋକ ନୃତ୍ୟ ଆଦି ପରିବେଷଣ କରାଯାଇଥିଲା । ଲୋକେ ସାଂସ୍କୃତିକ କାର୍ଯ୍ୟକ୍ରମର ଭରପୁର ମଜା ନେବା ସହିତ ଆଞ୍ଚଳିକ ଉନ୍ନୟନ ପ୍ରଦର୍ଶନୀ ଓ  ମେଳାରେ ବି ବେଶ ଭିଡ ଜମିଥିବା ଦେଖିବାକୁ ମିଳିଥିଲା  ।ବିଳମ୍ବିତ ରାତିଯାଏଁ ଲୋକେ ଗୀତ ନାଚ ଆସରର  ମଜା ନେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like