-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

କଳାହାଣ୍ଡି ଗସ୍ତରେ ରେ ମୁଖ୍ୟମନ୍ତ୍ରୀ:ବିଜୁ ଏକ୍ସପ୍ରେସ ରାସ୍ତା ଲୋକାର୍ପଣ।

06-Mar-2023



ଧର୍ମଗଡ଼  ( ଜ୍ୟୋତିରଞ୍ଜନ ବେମାଲ )
 ରବିବାର କଳାହାଣ୍ଡି  ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସି  ଅନେକ ଉନ୍ନୟନମୂଳକ କାର୍ଯ୍ୟର ଲୋକାର୍ପଣ ଓ ଶିଳାନ୍ୟାସ  ର ଶୁଭାରମ୍ଭ ଉଦଘାଟନ କରିଛନ୍ତି । କଳାହାଣ୍ଡି ଗୋଳାମୁଣ୍ଡା ବ୍ଳକ ବୃନ୍ଦାବାହାଲ ଠାରେ ଅବତରଣ କରି ଏକ ସାଧାରଣ ସଭାରେ ଉଦବୋଧନ ଦେବା ସହ ବିଭିନ୍ନ ପ୍ରକଳ୍ପ ର ଶୁଭ ଉଦଘାଟନ କରିଥିଲେ। ବିଜୁ ଏକ୍ସପ୍ରେସ  ୱେ କେବଳ ରାସ୍ତା ନୁହେଁ ଏହା  ଏହି ଅଞ୍ଚଳ ବାସୀଙ୍କ ଜୀବନ ରେଖା ,ଏହି ରାସ୍ତା ବିକାଶ ର ନୂଆ ଇତିହାସ ଲେଖିବ ବୋଲି ତାଙ୍କ ଅଭିଭାଷଣରେ କହିଥିଲେ ।  ସେଠାରୁ ଦୀର୍ଘ ୧୮କିମି ପଯ୍ୟନ୍ତ ବିଜୁ ଏକ୍ସପ୍ରେସ ୱେ ରେ ବସ ଯୋଗେ ଧର୍ମଗଡ ଗୋଡଭଞ୍ଜା ଛକ ପର୍ଯ୍ୟନ୍ତ  ପହଞ୍ଚି ଜନସାଧାରଣ ଙ୍କ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା ଗ୍ରହଣ କରିଥିଲେ  । ପରେ  କୋକସରା ବ୍ଲକ୍ ଅମପାନି ରେ ଅବତରଣ କରି ବହୁ ପ୍ରତିକ୍ଷୀତ ବିଜୁ ଏକ୍ସପ୍ରେସ ୱେ କୁ ଲୋକାର୍ପଣ କରିଥିଲେ ।  ରାଉରକେଲାରୁ ଆମପାଣିକୁ ସଂଯୋଗ କରୁଥିବା ୫୪୬ କିମି ଦୀର୍ଘ୍ୟ ବିଶିଷ୍ଟ ୪ ଲେନ ବିଜୁ ଏକ୍ସପ୍ରେସ ୱେ ଲୋକକ  ଜୀବନ ଜୀବିକା ପରିବହନ କରିବା ସହ ଅର୍ଥନୈତିକ କ୍ଷେତ୍ରରେ ଅଭିବୃଦ୍ଧି ହେବାରେ ସହାୟତା ହୋଇପାରିବ ।ଏଥିରେ  ୫୯୦.୮୪   କୋଟି ଟଙ୍କା ବ୍ୟୟରେ ନୂଆପଡା ଘାଟିପଡ଼ାଠାରୁ ଆମପାଣି ପର୍ଯ୍ୟନ୍ତ ୧୭୪କିମି ରାସ୍ତାର ନିର୍ମାଣ  ହୋଇଛି ।ତେବେ ଟାଣ ଖରାକୁ ଖାତିର ନ କରି ଜନସାଧାରଣ ମୁଖ୍ୟମନ୍ତ୍ରୀ ଙ୍କୁ ଭବ୍ୟସମର୍ଦ୍ଧନା ଜଣାଇବା କୁ ହଜାର ହଜାର ସଂଖ୍ୟାରେ ଜନଗହଳି ଲାଗି ରହିଥିଲା।ଠିକ ଅପରାହ୍ନ ୩ଘଣ୍ଟା ସମୟରେ  ବୃନ୍ଦବାହାଲ ଠାରେ ମୁଖ୍ୟମନ୍ତ୍ରୀ ଙ୍କ ହେଲିକ୍ୟାପ୍ଟର ଅବତରଣ କରିଥିଲେ । ଭବ୍ୟ ସମର୍ଦ୍ଧାନ ସହ ସ୍ୱାଗତ ଜଣାଇ ସଭା ସ୍ଥଳକୁ ପାଛୋଟି ଅଣାଯାଇଥିଲା ।ବୃନ୍ଦାବାହାଲ ଠାରେ ୫୨୭କୋଟି ର ବିଭିନ୍ନ ପ୍ରକଳ୍ପର ଉଦଘାଟନ କରିଥିବା ବେଳେ ୧୫୭୩କୋଟିର ପ୍ରକଳ୍ପ ର ଶୁଭାରମ୍ଭ କରିଥିଲେ ।ତେବେ ପୂର୍ଵସୂଚୀ ଅନୁଯାୟୀ  ବୃନ୍ଦାବାହାଲ ଠାରୁ ଆମ୍ବପାଣି ପଯ୍ୟନ୍ତ ମୁଖ୍ୟମନ୍ତ୍ରୀ ଙ୍କ ବସ ଗସ୍ତ ଶେଷ ମୁହୁତରେ ନାକଚ ହୋଇଥିବା ନେଇ ଜନସାଧାରଣଙ୍କ ଭିତରେ କ୍ଷୁବ୍ଧ ପ୍ରକାଶ ପାଇଛି ।ନିଜ ପ୍ରିୟ ମୁଖ୍ୟମନ୍ତ୍ରୀ ଙ୍କୁ ନିକଟରେ ପାଇବା ଆଶା ଶେଷରେ ଲୋକ ଙ୍କୁ ଏକ ପ୍ରକାର ନିରାଶ କରିଥିଲା।ବିଶେଷ ଭାବେ ଧର୍ମଗଡ ଠାରୁ ପର୍ଲା,ବେହେରା, ଗୋତୋମୁଣ୍ଡା ଆଦି ସ୍ଥାନରେ  ପ୍ରିୟ ମୁଖ୍ୟମନ୍ତ୍ରୀ ଙ୍କୁ ସମର୍ଦ୍ଧାନ ଜଣାଇବାପାଇ ସାଧାରଣଲୋକ ଓ କର୍ମୀ ଙ୍କ ମଧ୍ୟରେ ବେଶ ଉତ୍ସହ ଥିବା ବେଳେ ଜୋର ସୋର ରେ ପ୍ରସ୍ତୁତି ମଧ୍ୟ ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like