-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ସାମାଜିକ ଅନୁଷ୍ଠାନ ପ୍ରିମିୟର ଲିଗ୍ ଉଦ୍‌ଯାପିତ

06-Mar-2023



ବଲାଙ୍ଗୀର(ପ୍ରେରଣା ଖବର)- ବଲାଙ୍ଗୀରର ସମସ୍ତ ସାମାଜିକ ସଂଗଠନମାନଙ୍କୁ ନେଇ ବଲାଙ୍ଗିର ଗାନ୍ଧୀ ଷ୍ଟଡିୟମ ଠାରେ ଦୁଇ ଦିନିଆ ବଲାଙ୍ଗିର ସାମାଜିକ ଅନୁଷ୍ଠାନ ପ୍ରିମିୟର ଲିଗ୍ ଉଦ୍‌ଯାପିତ ହୋଇଯାଇଛି । ବଲାଙ୍ଗିର ଜିଲ୍ଲାର ବିଭିନ୍ନ ସାମାଜିକ ଅନୁଷ୍ଠାନମାନଙ୍କୁ ନେଇ ବନ୍ଧୁତାପୂର୍ଣ୍ଣ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇଥିଲା । ଏଥିରେ ୮ ଗୋଟି ସଂଗଠନ ଯୋଗ ଦେଇଥିଲେ । ବିଙ୍ଗ୍ ହ୍ୟୁମେନ ଫାଉଣ୍ଡେସନ, ବଲାଙ୍ଗିର ୟୁଥ୍ ଏକ୍ସନ କମିଟି, ସ୍ମାଇଲ ଫର ଅଲ, କୋସଲ ମୁକ୍ତି ମୋର୍ଚ୍ଚା, ବଜରଂଗ ଦଳ, ପଶ୍ଚିମ ଓଡିଶା ଯୁବ ମଂଚ, ମାହେଶ୍ୱରୀ ସେନା, ଯୁବ ପ୍ରତାପୀ ସେନା ପ୍ରମୁଖ ଦଳ ଭାଗ ନେଇଥିଲେ । ଫାଇନାଲରେ ଯୁବ ପ୍ରତାପି ସେନା ଓ କେଏମ୍‌ଏମ୍ ଫାଇଟର୍ସ ମଧ୍ୟରେ ଖେଳ ହୋଇଥିଲା ଏବଂ କେଏମ୍‌ଏମ୍ ଫାଇଟର୍ସ ଦଳ ବିଜୟୀ ହାସଲ କରିଥିଲେ ।

ସେହିପରି କାଉନସିଲର -୧୧ ଓ ସାମାଜିକ କର୍ମୀ -୧୧ ମଧ୍ୟରେ ଏକ ବନ୍ଧୁତ୍ୱ ପୂର୍ଣ୍ଣ ମ୍ୟାଚ ଅନୁଷ୍ଠିତ ହୋଇଥିଲା । ଏଥିରେ କାଉନସିଲର-୧୧ ବିଜୟଲାଭ କରିଥିଲେ । ଏହି ମ୍ୟାଚ ଗୁଡିକୁ ଅମିତ ମଛଖଣ୍ଡ, ହୃଦୟ ଶବର ଅମ୍ପିୟାର ଭାବେ ଦାୟିତ୍ୱ ତୁଳାଇଥିଲେ ଓ ସ୍କୋରର ଭାବରେ ଜତପତି ନାଏକ ଦାୟିତ୍ୱ ତୁଳାଇଥିଲେ । ପ୍ରଥମ ଦିନରେ ଅତିଥି ଭାବରେ ଗୋପାଳଜୀ ପାଣିଗ୍ରାହୀ, ସନ୍ଦୀପ ବାଗ, ରାଜେନ୍ଦ୍ର ହୋତା, ବିଧୂଭୂଷଣ ତ୍ରିପାଠି ଯୋଗ ଦେଇଥିଲେ ଏବଂ ଉତ୍ସାହିତ କରିଥିଲେ । ସେହିପରି ଫାଇନାଲ ମ୍ୟାଚରେ ପୌରାଧ୍ୟକ୍ଷା ଲିକା ସାହୁ ଅତିଥି ଭାବରେ ଯୋଗ ଦେଇ ଖେଳାଳିମାନଙ୍କୁ ଉତ୍ସାହିତ କରିଥିଲେ ।

ଏହି ପ୍ରତିଯୋଗିତା କୁ ବିକାଶ ସା, ସଞ୍ଜିବ ସାହୁ, ସୋମନାଥ ମିଶ୍ର, ବିନୋଦ କାଲସାଏ, ବିରେନ୍ଦ୍ର ପାଣ୍ଡେ, ସୁମେଶ ଡାଙ୍ଗ, ଅଭିଷେକ ଦାଶ, ସୁଧାଂଶୁ ମିଶ୍ର, ଅନିମେଶ ସାହୁ, ପ୍ରଶାନ୍ତ ନାୟକ, ହରିଓମ୍ ପଟେଲ, ଗୁଦୁଲୁ, ପ୍ରଜଲ, ଅକ୍ଷୟ, ରଜତ ପ୍ରଧାନ, ଅନିଲ, ନୂତନ ଦାଶ, ଶ୍ରୀପଦା ଷଡଙ୍ଗି, ମିଲି ବାରିକ, କନ୍ଦର୍ପ ରଣା, ମୁକେଶ ପ୍ରଧାନ, ବୁଲୁ ମହାକୁର, ଶ୍ରୀପତି ପ୍ରଧାନ, ମନୋଜ ଖମାରୀ, ରବି ଖମାରୀ, ଶଙ୍କର ପାଣ୍ଡେ, ସରୋଜ ସାହୁ, ପିଙ୍କୁ ବନଛୋର, ପ୍ରତାପ ତ୍ରିପାଠି, ଥବିର କର୍ମୀ ପ୍ରମୁଖ ପରିଚାଳନା କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like