-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ଐତିହାସିକ ବୁଢ଼ାରଜା ଜଙ୍ଗଲରେ ନିଆରା ଢଙ୍ଗରେ ବୃକ୍ଷ ମାନଙ୍କ ସହିତ ହୋଲି ଖେଳ ଉତ୍ସବ ମହାସମାରୋହରେ ପାଳିତ

06-Mar-2023



ସମ୍ବଲପୁର  (ସଂଜୀବ ପାଣିଗ୍ରାହୀ)
 ବୁଢ଼ାରଜା ବନ ସଂରକ୍ଷଣ ସମିତି ପକ୍ଷରୁ ଆଜି ପୂର୍ବାହ୍ନରେ ଐତିହାସିକ ବୁଢ଼ାରଜା ଜଙ୍ଗଲରେ ପ୍ରତିବର୍ଷ ଭଳି ନିଆରା ଢଙ୍ଗରେ ବୃକ୍ଷ ମାନଙ୍କ ପୂଜାର୍ଚ୍ଚନା ସହ ବୃକ୍ଷ ମାନଙ୍କ ସହିତ ହୋଲି ଖେଳ ଉତ୍ସବ ପାଳନ କରାଯାଇଅଛି | ବୁଢ଼ାରଜା ବନ ସଂରକ୍ଷଣ ସମିତିର ସଭାପତି ପ୍ରକୃତି ବନ୍ଧୁ ଶ୍ରୀଯୁକ୍ତ ମେଘୁ ମୁଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ନିଆରା ହୋଲି ଉତ୍ସବରେ ସଂସ୍କୃତି ରତ୍ନ ଏବଂ ସମାଜସେବୀ ଶ୍ରୀଯୁକ୍ତ କାର୍ତ୍ତିକ ପ୍ରସାଦ ବହିଦାର ମୁଖ୍ୟ ଅତିଥି ଭାବରେ ଯୋଗଦାନ କରିଥିଲେ | ପଣ୍ଡିତ ନାରାୟଣ ଚକ୍ରବର୍ତ୍ତୀ ଙ୍କ ପୌରହିତ୍ୟରେ କଳସ ସ୍ଥାପନ ପୂର୍ବକ ପ୍ରଦୀପ ପ୍ରଜ୍ବଳନ ପୁଷ୍ପ ଧୂପ ନୈବେଦ୍ୟ ସହ ବୈଦିକ ରୀତିରେ ବୃକ୍ଷ ମାନଙ୍କ ପୂଜାର୍ଚ୍ଚନା ପରେ ବୃକ୍ଷ ମାନଙ୍କ ସହ ନିଆରା ଢ଼ଙ୍ଗରେ ହୋଲି ଖେଳ ଅନୁଷ୍ଠିତ ହୋଇଥିଲା | ଜୀବନ ସାରା ଗଛପତ୍ର ବୃକ୍ଷଲତା ଉଦ୍ଭିଦ ଜଗତ ପରୋପକାର ପାଇଁ ନିଜ ଜୀବନକୁ ସମ୍ପୂର୍ଣ୍ଣ ଭାବରେ ଉତ୍ସର୍ଗ କରୁଥିବାରୁ ଆମ୍ଭେ ମାନବ ସମାଜ ଏବଂ ସମ୍ପୂର୍ଣ୍ଣ ଜୀବ ଜଗତ ସେମାନଙ୍କ ଠାରେ ଚିର ଋଣୀ | ବୃକ୍ଷ ମାନେ ଆମର ଜୀବନ, ସେମାନଙ୍କ ବିନା ଆମେ ବଞ୍ଚିବା ଅସମ୍ଭବ |

ତେଣୁ ପବିତ୍ର ହୋଲି ଉତ୍ସବରେ ପ୍ରକୃତିକୁ ଜଙ୍ଗଲକୁ ବୃକ୍ଷ ମାନଙ୍କୁ ସାମିଲ କରିବାକୁ ମହା ଭାରତୀୟ ସଂସ୍କୃତି ଆମକୁ ଶିକ୍ଷା ଦେଇଛି ବୋଲି ମୁଖ୍ୟ ଅତିଥି ସଂସ୍କୃତି ରତ୍ନ ଏବଂ ସମାଜସେବୀ ଶ୍ରୀଯୁକ୍ତ କାର୍ତ୍ତିକ ପ୍ରସାଦ ବହିଦାର ନିଜ ଉଦବୋଧନରେ କହିଥିଲେ | ପରିବେଶ ସ୍ୱଚ୍ଛ ରହିଲେ ଯାଇ ଆମ୍ଭେମାନେ ସମସ୍ତେ ସୁସ୍ଥ ରହି ପାରିବା ବୋଲି ବହିଦାର ଆଜ୍ଞା ନିଜ ଉଦବୋଧନରେ କହିଥିଲେ | ଏହି ଶୁଭ ଅବସରରେ ବୁଢ଼ାରଜା ଜଙ୍ଗଲରେ ସମିତି ପକ୍ଷରୁ ଫଳ ଚାରା ରୋପଣ କରା ଯାଇଥିଲା | ଏହି ନିଆରା ବୃକ୍ଷ ମାନଙ୍କ ସହିତ ହୋଲି ଖେଳ ଉତ୍ସବରେ ଶ୍ରୀଯୁକ୍ତ ଅନ୍ତର୍ଯ୍ୟାମୀ ତ୍ରିପାଠୀ, ଶ୍ରୀଯୁକ୍ତ ମାୟାଧର ଜେନା, ଶ୍ରୀଯୁକ୍ତ ସୌରୀ ନାରାୟଣ ପାଣିଗ୍ରାହୀ, ସୁଶ୍ରୀ ପାର୍ବତୀ ଧନୁୱାର, ସୁଶ୍ରୀ ଫୁଲକୀ ଜାଲ, ଶ୍ରୀମତୀ ଲକ୍ଷ୍ମୀ ତଣ୍ଡିଆ, ଶ୍ରୀଯୁକ୍ତ ରାମ ସାଗର ସାହୁ, ନବୀନ ଦାଶ, ମାନସ ସାହୁ, ଧୀରେନ୍ଦ୍ର ଧନୁ୍ୱାର ପ୍ରମୁଖ ବୁଢ଼ାରଜା ବନ ସଂରକ୍ଷଣ ସମିତିର ସଭ୍ୟସଭ୍ୟା ଏବଂ ପ୍ରକୃତି ପରିବେଶ ପ୍ରେମୀ ବହୁ ସଂଖ୍ୟାରେ ଯୋଗଦାନ କରି ପରସ୍ପରକୁ ଅବିର ଫଗୁ ଲଗାଇ ଶୁଭେଚ୍ଛା ଜଣାଇଥିଲେ | ଶେଷରେ ସମସ୍ତଙ୍କ ମଧ୍ୟରେ ପ୍ରସାଦ ବଣ୍ଟନ କରା ଯାଇଥିଲା |


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like