-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ପଣ୍ଡକିଟାଲ ସ୍କୁଲରେ ମୌଳିକ ଭାଷା ଜ୍ଞାନ ଗୃହ ଉଦଘାଟିତ

06-Mar-2023



ଡୁଙ୍ଗୁରିପାଲି,- ସୁବର୍ଣ୍ଣପୁର ଜିଲ୍ଲା  ଡୁଙ୍ଗୁରିପାଲି  ବ୍ଲକ ମାୟାବର୍ହା କ୍ଲଷ୍ଟର ଅନ୍ତର୍ଗତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପଣ୍ଡକିଟାଲ ଠାରେ ମୌଳିକ ଭାଷା  ଓ ସଂଖ୍ୟା ଜ୍ଞାନ ଗୃହ ଉଦଘାଟିତ ହୋଇଯାଇଛି । ଏହାକୁ ବରିଷ୍ଠ ଶିକ୍ଷକ ପ୍ରହଲ୍ଲାଦ ବିଶି ଏବଂ ସ୍ଥାନୀୟ ସରପଂଚ ଗୋବିନ୍ଦ ସେଠ୍ ଉଦ୍‌ଘାଟନ କରିଥିଲେ । ପ୍ରଧାନଶିକ୍ଷକ ହେମସାଗର ବାଘଙ୍କ ସଭାପତିତ୍ୱରେ ଆୟୋଜିତ ହୋଇଥିବା ଉଦ୍‌ଘାଟନୀ ଉତ୍ସବରେ ଜିଲ୍ଲା ଶିକ୍ଷକ ତାଲିମ ପ୍ରତିଷ୍ଠାନ ସୁବର୍ଣ୍ଣପୁରର ବରିଷ୍ଠ ପ୍ରଶିକ୍ଷକ ପ୍ରହଲ୍ଲାଦ ବିଶି, ଅକ୍ଷୟ କୁମାର ବେରିଆ, ସୁଶାନ୍ତ ଭୋଇ, ଜିଲା୍ଲ ଜୁନିଅର ରେଡକ୍ରସ ଅଫିସର ତଥା ରାଜ୍ୟ ପୁରସ୍କାର ପ୍ରାପ୍ତ ଶିକ୍ଷକ ରବିଚନ୍ଦ୍ର ପଶାୟତ  

ପ୍ରମୁଖ ଯୋଗଦେଇ ଯୁଗୋପଯୋଗୀ ଡିଜିଟାଇଜେସନ ଶିକ୍ଷାର ଗୁରୁତ୍ୱ ବିଷୟରେ ଆଲୋକପାତ କରିଥିଲେ । ପ୍ରାଥମିକ ସ୍ତରରେ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟାର  ପ୍ରୟୋଗ ଶିଶୁ ମାନଙ୍କର ଅନ୍ତର୍ନିହିତ ଗୁଣାବଳୀ ବିକାଶ କରିବାରେ ସହାୟକ ହେବ ବୋଲେ ଅତିଥିବୃନ୍ଦ ମତବ୍ୟକ୍ତ କରିଥିଲେ । ଉକ୍ତ ସ୍କୁଲରେ ସ୍ଥାପିତ ହୋଇଥିବା ଏଫଏଲଏନ ମଡେଲ ହବ ଆଗାମୀ ଦିନରେ ବ୍ଲକ ର ବିଭିନ୍ନ ସ୍କୁଲରେ ଅଧ୍ୟୟନ ରତ ସମସ୍ତ ବିଦ୍ୟାର୍ଥୀଙ୍କୁ ପାଠ ପଢା ପ୍ରତୀ ଆକର୍ଷଣ କରି ପାରିବ ବୋଲି ଉପସ୍ଥିତ ଅଭିଭାବକ ଗଣ ମତପ୍ରକାଶ କରିଥିଲେ ।  ଶିକ୍ଷୟିତ୍ରୀ ତପସ୍ୱିନୀ ଦାଶଙ୍କ ରଚିତ

ଏବଂ ଜାହ୍ନବୀ ଭୋଇଙ୍କ ଦ୍ୱାରା ନିର୍ଦ୍ଦେଶିତ ଏଫଏଲଏନ ସଂପର୍କିତ ସର୍ଟଡ୍ରାମା ଛାତ୍ରଛତ୍ରୀ ମାନେ ପ୍ରଦର୍ଶନ କରିଥିଲେ । ସହକାରୀ ଶିକ୍ଷକ ଦେବରାଜ ଭୋଇ ସ୍ୱାଗତ ଭାଷଣ ଦେଇଥିବା ବେଳେ ଶିକ୍ଷକ ଅଶ୍ୱିନୀ କୁମାର ପ୍ରଧାନ ଅତିଥି ପରିଚୟ ପ୍ରଦାନ କରିଥିଲେ । ସହକାରୀ ଶିକ୍ଷୟିତ୍ରୀ ତପସ୍ୱିନୀ ଦାଶ ମଂଚ ପରିଚାଳନା କରିଥିଲେ । ମାୟାବର୍ହା ଆଂଚଳିକ ସାଧନ କେନ୍ଦ୍ର୍‌ର ସିଆରସିସି ଶ୍ରୀରାମ ସିକନ୍ଦର ଧନ୍ୟବାଦ ଅର୍ପଣ କରିଥିଲେ । କାର୍ଯ୍ୟକ୍ରମରେ ମାୟାବର୍ହା କ୍ଲଷ୍ଟର ଅନ୍ତର୍ଗତ ୧୦ ଟି ସ୍କୁଲର ଶିକ୍ଷକ, ଶିକ୍ଷୟିତ୍ରୀ, ଅଭିଭାବକ ତଥା ଗ୍ରାମବାସୀ ବୃନ୍ଦ ଯୋଗଦାନ କରିଥିଲେ । ଶିକ୍ଷକ ପ୍ରମୋଦ ବାରିକ, ରୀତା ମହେର, ସାନନ୍ଦ ବାରିକ ପ୍ରମୁଖ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like