-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ଦୋଳ ପୂର୍ଣ୍ଣିମା ଉପଲକ୍ଷେ ଯାଦବ ସମାଜ ଦ୍ୱାରା କବିତା ଆସର 

06-Mar-2023



ବଲାଙ୍ଗୀର- ବଲାଙ୍ଗିର ଯାଦବ ସମାଜ ଦ୍ୱାରା ଦୋଳ ପୂର୍ଣ୍ଣିମା ଓ ହୋଲି ଉପଲକ୍ଷେ ଯାଦବ ଭବନ ଠାରେ କବିତା ଆସର ଆୟୋଜିତ ହୋଇଯାଇଛି । ଉକ୍ତ ସଭାରେ ବଲାଙ୍ଗିର ପୌରାଞ୍ଚଳ ଯାଦବ ସଭାପତି ପଙ୍କଜ ସେଲମାଙ୍କ ସଭାପତିତ୍ୱ ମୁଖ୍ୟ ଅତିଥି ଭାବରେ ନାଟ୍ୟଭୂଷଣ ଜଗଦାନନ୍ଦ ଛୁରିଆ, ସମ୍ମାନିତ ଅତିଥି ରୂପେ ଆନନ୍ଦ ଚନ୍ଦ୍ର ସାହୁ, ମଧୁ ସୁଦନ ନାଏକ, ରାଜେଶ ଦଣ୍ଡେନା ମଂଚାସୀନ ଥିଲେ । ଦୋଳ ପୂର୍ଣ୍ଣିମା ରଙ୍ଗ ପର୍ବ ହୋଲିର ଐତିହ୍ୟ, ପରମ୍ପରା ଏବଂ ବର୍ତ୍ତମାନ ସମୟରେ ଏହାର ପ୍ରାସଙ୍ଗିକତା ଉପରେ ଅତିଥିମାନେ ମତବ୍ୟକ୍ତ କରିଥିଲେ । ଏହି ଅବସରରେ କଳାକାର ଚୈତନ୍ୟ ମଟାରୀ ଯାଦବ ସମ୍ମାନରେ ସମ୍ମାନିତ କରାଯାଇଥିଲା । ଏହି ସଭାକୁ କବିରାଜ ଭୋଇ ପରିଚାଳନା କରିଥିଲେ । ପରେ ବିରେନ୍ଦ୍ର ପାଣ୍ଡେ ଏବଂ ଧର୍ମେନ୍ଦ୍ର ପ୍ରଧାନଙ୍କ ସଂଯୋଜନାରେ ଶତାଧିକ କବି କବୟତ୍ରୀ ସ୍ୱ ରଚିତ କବିତା ପାଠ କରିଥିଲେ । ଉକ୍ତ କାର୍ଯ୍ୟକ୍ରମକୁ ବାସୁଦେବ ନାଗ, ସତ୍ୟନାରାୟଣ ବାଗ, ଖରତମଲ ରାଉତ, ଅଷ୍ଟମୀ ବଗର୍ତ୍ତି, ଛବିଳ ବଗର୍ତ୍ତ, ସାମ୍ବାଦିକ ଅରୁଣ ମିଶ୍ର, ଦିବାକର ପୋଡ, ଆକୁଳ ବଗର୍ତ୍ତି, ଅର୍ଜୁନ ସାହୁ, ଗବେଷିକା ସୀମାରାଶି ରଥ, ନିମାଇଁ ଚରଣ ପାଣିଗ୍ରାହୀ, ଉମେଶ ବିଶ୍ୱାଲ, କିଶୋର ଜାଲ, ସନ୍ଦୀପ ବାଗ, ଦିଲିପ ମିଶ୍ର, ପ୍ରଭାସିନୀ ଭୋଇ, ଗୋପିନାଥ ଦଣ୍ଡସେନା, କବିତା ମିଶ୍ର ସହଯୋଗ କରିଥିଲେ ।  ଶେଷରେ ପ୍ରଶାନ୍ତ ମହାକୁର ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like