-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ଡାକ୍ତରଙ୍କ ଅବହେଳା ଯୋଗୁଁ ମୋ ପୁଅର ଜୀବନ ଗଲା, ମୋ ପୁଅକୁ ମାରିଥିବା କାର୍ଯ୍ୟରତ ଡାକ୍ତର ଓ ନର୍ସଙ୍କୁ ସସ୍‌ପେଣ୍ଡ କରାଯାଉ ବୋଲି କହିଲେ ମୃତକଙ୍କ ବାପା

06-Mar-2023



ବଲାଙ୍ଗିର : କାନ୍ଦ ବୋବାଳିରେ ଫାଟି ପଡୁଛି ହସ୍ପିଟାଲା ପରିସର । ବାହୁନି ବାହୁନି କାନ୍ଦୁଛି ମାଁ । ବାପା ଆଖିରେ ବି ଲୁହ l ଏହି ଦୃଶ୍ୟ ହେଉଛି ବଲାଙ୍ଗୀର ଭୀମ ଭୋଇ ହସ୍ପିଟାଲର ସର୍ଜରୀ ୱାର୍ଡର । ଏଠାରେ କାର୍ଯ୍ୟରତ ଡାକ୍ତର ଓ ନର୍ସଙ୍କ ଅବହେଳା ଯୋଗୁଁ ମୋ ପୁଅର ଜୀବନ ଗଲା ବୋଲି ସିଧାସଳଖ ଅଭିଯୋଗ କରିଛନ୍ତି ମୃତ ବାଳକ ର ବାପା କାର୍ତ୍ତିକ ସାହୁ । ଖବରରୁ ଜଣାପଡିଛି, ଲୋଇସିଂହାର କାର୍ତ୍ତିକ ସାହୁ ସିକ୍‌ଲିନ୍‌ରେ ପୀଡିତ ନିଜ ୧୫ ବର୍ଷର  ପୁଅ ଦିନେଶକୁ ଗତକାଲି ସଂଧ୍ୟାରେ ବଲାଙ୍ଗୀର ଭୀମ ଭୋଇ ମେଡିକାଲରେ ଭର୍ତ୍ତି କରିଥିଲେ । ତେବେ ସଂଧ୍ୟା ପର୍ଯ୍ୟନ୍ତ ନା ଡାକ୍ତର ନା ନର୍ସ ଙ୍କ ଦେଖା ଥିଲା । ତେବେ ବାଳକର ଅବସ୍ଥା ଗୁରୁତର ହେବା ପରେ ଡାକ୍ତର ଆଜି ସଂଧ୍ୟାରେ ରୋଗୀର ପାଖରେ ପହଂଚି ରୋଗୀର ୬ ପରସେଣ୍ଟ ବ୍ଲଡ୍ ଅଛି ବୋଲି କହିଥିଲେ । ସେତେବେଳେ ବାଳକର ପ୍ରାଣବାୟୁ ଉଡିଯାଇ ସାରିଥିଲା । ଏହି ଘଟଣା ପରେ ହସ୍ପିଟାଲ ପରିସରରେ ଉତ୍ତେଜନା ପ୍ରକାଶ ପାଇଥିଲା । ଡାକ୍ତରଙ୍କ ସଂର୍ପୂର୍ଣ୍ଣ ଅବହେଳା ଯୋଗୁଁ ମୋ ପୁଅର ଜୀବନ ଗଲା ବୋଲି ମୃତ ବାଳକଙ୍କ  ବାପା କାର୍ତ୍ତିକ ଆମ ପ୍ରତିନିଧି ଆଗରେ ପ୍ରକାଶ କରିଛନ୍ତି । ମୋ ପୁଅକୁ ମାରିଥିବା ଡାକ୍ତର ଓ ନର୍ସଙ୍କୁ  ସସ୍‌ପେଣ୍ଡ କରାଯାଉ ବୋଲି ମୃତକଙ୍କ ପିତା କାର୍ତ୍ତିକ ସାହୁ କୋହଭରା କଣ୍ଠରେ କହିଛନ୍ତି । ସବୁଠାରୁ ଦୁଃଖର ବିଷୟ ହେଲା, ଆମ ପ୍ରତିନିଧି ଓ ଅନ୍ୟ କିଛି ଗଣମାଧ୍ୟମର ପ୍ରତିନିଧି ମାନେ ଘଟଣା ସଂପର୍କରେ ଜାଣିବା ପାଇଁ ସେଠାକୁ ଯିବାରୁ ସେମାନଙ୍କୁ ମଧ୍ୟ ପ୍ରବେଶ କରିବା ପାଇଁ ବାରଣ କରାଯାଇଥିଲା ।  
ଅନେକ ସମୟରେ ବଲାଙ୍ଗୀର ହସ୍ପିଟାଲରେ କାର୍ଯ୍ୟରତ ଡାକ୍ତରଙ୍କ ବେପରୁଆ ମନୋଭାବ ଯୋଗୁଁ ଅନେକ ନିରୀହ ଲୋକଙ୍କ ଜୀବନ ଯାଉଛି । ଆଜି ଏପରି ଏକ ଦୁଃଖଦ ଘଟଣାର ପୁନରାବୃତ୍ତି ଘଟିଛି । ଏହାର ଏକ ଉଚ୍ଚସ୍ତରୀୟ ତଦନ୍ତ ହୋଇ ଦୋଷୀ ଡାକ୍ତର ଓ ନର୍ସ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ମତପ୍ରକାଶ ପାଇଛି । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like