-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

କିଙ୍ଗସ ଵୁକ ଅଫ ୱାଲଡ଼ ରେ ସ୍ଥାନ ପାଇଲା ଓମପ୍ରକାଶଙ୍କ ବାଲୁକା କଳା

06-Mar-2023



କର୍ଲାମୁଣ୍ଡା:(ପ୍ରଦିପ କୁମାର ସାହୁ)
ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କ୧୨୬ ତମ ଜୟନ୍ତୀ ଅବସରରେ ଅନ୍ତର୍ଜାତିକ ବାଲୁକା ଶିଳ୍ପୀ ଓମ ପ୍ରକାଶ ସାହୁଙ୍କ ଦ୍ୱାରା ନିର୍ମିତ ୩୬ଫୁଟ ଉଚ୍ଚତା ବିଶିଷ୍ଟ ବାଲୁକା କଳାଟି " କିଙ୍ଗସ ବୁକ ଅଫ ୱାର୍ଲଡ ରେକର୍ଡ ରେ ସ୍ଥାନ ପାଇଛି l କଳାହାଣ୍ଡି ଓ ବଲାଙ୍ଗୀର ଜିଲ୍ଲା ର ସୀମାନ୍ତବର୍ତ୍ତୀ ଅଂଚଳ  ଗୁଡଭେଳା ବ୍ଲକରେ ପ୍ରବାହିତ ତେଲ ନଦୀର ପେନ୍ଦିମୁଣ୍ଡା ଘାଟରେ ତେନ୍ତୁଳୀଖୁଣ୍ଟି ମକର ମେଳା ଅବସରରେ ଗତ ଜାନୁଆରୀ ୧୪ ରୁ ୨୩ ତାରିଖ ପର୍ଯ୍ୟନ୍ତ ଏହି ବାଲୁକା କଳାଟି ପ୍ରଦର୍ଶିତ ହୋଇଥିଲା l ଏହି ମୋଡେଲ ଟି ତିଆରି କରିବା ପାଇଁ ୩୮୦୦ ଟନ ବାଲି ବ୍ୟବହୃତ ହୋଇଥିବା ବେଳେ ଏହାକୁ ଶେଷ କରିବା ପାଇଁ ୧୫ ଦିନ ସମୟ ଲାଗିଥିଲା l ଏହି ସଫଳତା ପରେ ଶ୍ରୀ ସାହୁଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛା ଓ ସମ୍ୱର୍ଦ୍ଧନା ପ୍ରଦାନ କରାଯାଉଛି l ଗତ  ରବିବାର ଦିନ ପଶ୍ଚିମ ଓଡ଼ିଶାର ସର୍ବପୁରାତନ କଳା ଶିକ୍ଷା ଅନୁଷ୍ଠାନ କଳାୟତନ କଲେଜ ଅଫ ଆର୍ଟ ଏଣ୍ଡ କ୍ରାଫ୍ଟସ, ସୁନ୍ଦରଗଡ଼ର ବାର୍ଷିକ ଉତ୍ସବ ଓ ଚିତ୍ରକଳା ପ୍ରଦର୍ଶନୀ ଅବସରରେ ସମ୍ବର୍ଦ୍ଧିତ କରାଯାଇଥିଲା l ପ୍ରକାଶ ଥାଉକି ୨୦୨୦ ମସିହାରେ ମଧ୍ୟ ଉକ୍ତ ସ୍ଥାନରେ ଶ୍ରୀ ସାହୁ ଭାରତ ର ଐତିହ୍ୟ ଉପରେ ୨୬ ଫୁଟ ଉଚ୍ଚତା ବିଶିଷ୍ଟ ବାଲୁକା କଳା ନିର୍ମାଣ କରି ଏସିଆ ବୁକ ଅଫ ରେକର୍ଡସ ଓ  ଏକ୍ସକ୍ଲୁସିଭ ୱାର୍ଲଡ ରେକର୍ଡ ରେ ଏହାକୁ ସାମିଲ କରି ଥିଲେ l ଭାରତରେ ବାଲୁକା କଳାରେ ବିଶ୍ୱ ରେକର୍ଡ ହାସଲ କରିଥିବା  ଶିଳ୍ପୀ ମାନଙ୍କ ମଧ୍ୟରେ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକଙ୍କ ପରେ ଶ୍ରୀ ସାହୁ ହେଉଛନ୍ତି ଦ୍ଵିତୀୟ ବ୍ୟକ୍ତି lଏଠାରେ ସୂଚନାଯୋଗ୍ୟ ଯେ କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ଗଜବାହଲ ପଞ୍ଚାୟତ ଡଙ୍ଗରମୁଣ୍ଡା ଗ୍ରାମରେ ଶ୍ରୀ ସାହୁ ବଲାଙ୍ଗୀର ଜିଲ୍ଲାରେ ଶିକ୍ଷକ ଭାବେ କାର୍ଯ୍ୟରତ ଅଟନ୍ତି


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like