-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ଅନୁଗୁଳ ଜ଼ିଲ୍ଲା ର "ମାଲ୍ୟଗିରି ମହୋତ୍ସବ" ଯୋଗ ଦେଲେ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି

07-Mar-2023



ଅନୁଗୁଳ ଜ଼ିଲ୍ଲା ର "ମାଲ୍ୟଗିରି ମହୋତ୍ସବ" ପାଳଲହଡା ରେ  ରାଜ୍ୟସଭା ସାଂସଦ ଶ୍ରୀ ନିରଞ୍ଜନ ବିଶି ମୁଖ୍ୟ ଅତିଥି ଭାବ ରେ ଯୋଗଦାନ କରି  ପ୍ରାଚୀନ କଳା, ସଂସ୍କୃତି,ଐତିହ୍ୟ ର ପୁନଃଉଦ୍ଧାର ସକାଶେ ମାଲ୍ୟଗିରି ମହୋତ୍ସବ ର ଭୂମିକା ର ପ୍ରଶଂସା କରିଥିଲେ. ଆଞ୍ଚଳିକ ଲୋକ ନୃତ୍ୟ, ଗୀତ, ବାଦ୍ୟ, ସଂଗୀତ, ର ସୁରକ୍ଷା କରିବା ସହିତ କଳାକାର ମାନଙ୍କୁ ପ୍ରୋତ୍ସାହନ କରୁଥିବାରୁ ମହୋତ୍ସବ କମିଟି ର ସଭାପତି ତଥା ବିଧାୟକ ପାଳ ଲହଡା ମୁକେଶ କୁମାର ପାଳ ଙ୍କୁ ସାଂସଦ ଶ୍ରୀ ବିଶି ଜଣାଇଥିଲେ.ସାଂସଦ ଶ୍ରୀ ବିଶି ଆହୁରି କହିଥିଲେ ଯେ   ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା, ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା, ବିଜୁ କୃଷକ କଲ୍ୟାଣ ଯୋଜନା, ମହିଳା ଶସକ୍ତିକରଣ ପାଇଁ  ମିଶନ ଶକ୍ତି ଯୋଜନା, ଜନ୍ମ ରୁ ମୃତ୍ୟୁ ପର୍ଯ୍ୟନ୍ତ ଲୋକ ମଙ୍ଗଳ ଯୋଜନା,ଶିକ୍ଷା, ସ୍ୱାସ୍ଥ୍ୟ, ସଡ଼କ ବିଜିଲି ପାଣି ଆଦି ଲୋକ କଲ୍ୟାଣ ଯୋଜନା ରେ ଓଡିଶା ର ଚାରି କୋଟି ରୁ ଉର୍ଦ୍ଧ ଲୋକ ଙ୍କ ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ନବୀନ

ପଟ୍ଟନାୟକ ଙ୍କ କାର୍ଯ୍ୟକ୍ରମ ଦେଶରେ ପ୍ରଗତି ର ନୂତନ ଇତିହାସ ସୃଷ୍ଟି  କରିଛି. ରାଜ୍ୟସଭା ରେ ଆଦିବାସୀ ମାନଙ୍କ ଭାଷା ହୋ, ଭୂମିଜ, ମୁଣ୍ଡାରୀ କୁ ସମ୍ବିଧାନ ର ଅଷ୍ଟମ ଅନୁସୂଚି ରେ ସାମିଲ କରିବା, ଆଦିବାସୀ ତାଲିକାରେ ବାଦ ପଡ଼ିଥିବା ସମ୍ପ୍ରଦାୟ ଗୁଡିକୁ ଓଡିଶା ସରକାର ଙ୍କ ସୁପାରିଶ ଅନୁସାରେ ସାମିଲ କରିବା ପାଇଁ ପ୍ରସଙ୍ଗ ଉପସ୍ଥାପନା କରିଛନ୍ତି, ପ୍ରଧାନମନ୍ତ୍ରୀ ଫସଲ ବୀମା, ପ୍ରଧାନମନ୍ତ୍ରୀ ଗରିବ ଅନ୍ନ କଲ୍ୟାଣ ଯୋଜନା, ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ଆଦିବାସୀ ଉପ ଯୋଜନା ରେ ଓଡିଶା ପାଇଁ ସ୍ୱତନ୍ତ୍ର ବ୍ୟୟ ବରାଦ ପାଇଁ ପୁଣି ଦାବୀ କରିବେ ବୋଲି ବୋଲି  ସାଂସଦ ଶ୍ରୀ ବିଶି ଉଦବୋଧନ ଦେଇଥିଲେ.


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like