-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

  ରାଜ୍ୟସ୍ତରୀୟ  ପଞ୍ଚାୟତିରାଜ ଓ ଲୋକ ସେବା ଦିବସରେ ବିଭିନ୍ନ ବର୍ଗରେ ସୁବର୍ଣ୍ଣପୁର ଜିଲ୍ଲା ପୁରସ୍କୃତ

07-Mar-2023



ସୁବର୍ଣ୍ଣପୁର / ପ୍ରବାଦ ପୁରୁଷ ବିଜୟାନନ୍ଦ ପଟ୍ଟନାୟକଙ୍କ ୧୦୭ ତମ ଜନ୍ମଜୟନ୍ତୀ ଅବସରରେ ମାର୍ଚ୍ଚ ୫ ତାରିଖ  ରାଜ୍ୟସ୍ତରୀୟ  ପଞ୍ଚାୟତିରାଜ ଓ ଲୋକ ସେବା ଦିବସ ଉତ୍ସବରେ ନିମ୍ନଲିଖିତ ବିଜୁ ପଟ୍ଟନାୟକ ପଞ୍ଚାୟତ ସଶକ୍ତିକରଣ ପୁରସ୍କାର ମାନ୍ୟବର ପଞ୍ଚାୟତିରାଜ ଏବଂ ପାନୀୟ ଜଳ ଯୋଗାଣ ମନ୍ତ୍ରୀ ପ୍ରଦୀପ କୁମାର ଅମାତଙ୍କ ଶୁଭ କରକମଳରେ ପ୍ରଦାନ କରାଗଲା।
ଜିଲ୍ଲା ପଞ୍ଚାୟତ ସୁବର୍ଣ୍ଣପୁର ରାଜ୍ୟସ୍ତରରେ ସମସ୍ତ ୯ ଟି ଥିମ (ଏସ. ଡି.ଜି) ବର୍ଗରେ  ଦ୍ଵିତୀୟ ସ୍ଥାନ ଅଧିକାର କରି ୪୦ ଲକ୍ଷ ଟଙ୍କା ପୁରସ୍କାର ରାଶି ହାସଲ କଲେ।
ଡୁଙ୍ଗୁରିପାଲି ପଞ୍ଚାୟତ ସମିତିର ସୁଖା ଗ୍ରାମ ପଞ୍ଚାୟତ ସମସ୍ତ ୯ ଟି ଥିମ୍ ରେ (ଏସ.ଡି.ଜି) ରାଜ୍ୟସ୍ତରରେ ତୃତୀୟ ସ୍ଥାନ ହାସଲ କରି ୧୦ ଲକ୍ଷ ଟଙ୍କା ପୁରସ୍କାର ରାଶି ପ୍ରାପ୍ତ ହେଲେ।
ଉଲୁଣ୍ଡା ପଞ୍ଚାୟତ ସମିତିର ଉଲୁଣ୍ଡା ଗ୍ରାମ ପଞ୍ଚାୟତ woman friendly panchayat ବର୍ଗରେ ରାଜ୍ୟସ୍ତରରେ ପ୍ରଥମ ସ୍ଥାନ ଅଧିକାର କରି ୫ ଲକ୍ଷ ଟଙ୍କା ପୁରସ୍କାର ରାଶି ପ୍ରାପ୍ତ ହେଲେ।
ବିନିକା ପଞ୍ଚାୟତ ସମିତିର ସିଲାଟି ଗ୍ରାମ ପଞ୍ଚାୟତ self sufficient infrastructure gram panchayat ବର୍ଗ ରେ ରାଜ୍ୟସ୍ତରରେ ତୃତୀୟ ସ୍ଥାନ ଅଧିକାର କରି ୩ ଲକ୍ଷ ଟଙ୍କା ପୁରସ୍କାର ରାଶି ପ୍ରାପ୍ତ ହେଲେ ।
ଜିଲ୍ଲା ର ସମସ୍ତ ଜନସାଧାରଣ , ତ୍ରିସ୍ତରୀୟ ପଞ୍ଚାୟତିରାଜ ବ୍ୟବସ୍ଥା ର ସମସ୍ତ ଜନପ୍ରତିନିଧି, ସମସ୍ତ ବିଭାଗୀୟ ଅଧିକାରୀ ଙ୍କ ଉଦ୍ୟମ, ସହଯୋଗ ଯୋଗୁଁ ସୁବର୍ଣ୍ଣପୁର ଜିଲ୍ଲା ରାଜ୍ୟସ୍ତର ରେ ସମ୍ମାନିତ ହେବା ଜିଲ୍ଲା ପାଇଁ ଏକ ଐତିହାସିକ ଘଟଣା ଏବଂ ଗର୍ବ ଏବଂ ଗୌରବର ବିଷୟ ବୋଲି ଜିଲ୍ଲାପାଳ ଶ୍ରୀମତୀ ଅବୋଲି ସୁନିଲ ନର୍ବନେ ପ୍ରକାଶ କରିଛନ୍ତି।
ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ  ଓ କାର୍ଯ୍ୟ ନିର୍ବାହୀ ଅଧିକାରୀ ନିହାର ରଞ୍ଜନ କହଁର , ଓ.ପ୍ର.ସେ (ବରିଷ୍ଠ) ସମସ୍ତ ବି ଡି ଓ ସମସ୍ତ ସରକାରୀ ଅଧିକାରୀ, ଜନ ପ୍ରତିନିଧି ଓ ଜନ ସାଧାରଣଙ୍କୁ କୃତଜ୍ଞତା ପ୍ରକାଶ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like