-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ଜିଲ୍ଲା ସ୍ତରୀୟ ଜୁନିୟର ରେଡକ୍ର୍‌ସ ଶିବିର ଉଦଘାଟିତ

07-Mar-2023



ବଲାଙ୍ଗିର,  (ପ୍ରେରଣା ଖବର) ବଲାଙ୍ଗିର ଜିଲ୍ଲା ସ୍ତରୀୟ ତ୍ରିବସୀୟ ଜୁନିୟର ରେଡକ୍ରସ ପ୍ରଶିକ୍ଷଣ ଓ ତାଲିମ ଶିବିର ସଇଁନ୍ତଲା ବ୍ଲକ ଅନ୍ତର୍ଗତ ବେଲଗାଁ ସ୍ଥିତ ସରକାରୀ ବିଜୟାନନ୍ଦ ହାଇସ୍କୁଲ ଠାରେ ଉଦ୍‌ଘାଟିତ ହୋଇଯାଇଛି । ଜିଲ୍ଲା ଶିକ୍ଷା ଅଧିକାରୀ ଧୃବଚରଣ ବେହେରାଙ୍କ ଅଧ୍ୟକ୍ଷତା କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲାପାଳ ଚଞ୍ଚଳ ରାଣା ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ବିଦ୍ୟାଳୟ ପରିସରରେ ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ, ରେଡକ୍ରସ ପତାକା ଉତ୍ତୋଳନ, ସଂକଳ୍ପ ପଠନ ସହ ଶିବିରକୁ ଉଦ୍‌ଘାଟନ କରିଥିଲେ ।  ରେଡକ୍ରସ ସ୍ୱାସ୍ଥ୍ୟ, ସେବା, ବନ୍ଧୁତାକୁ ଧ୍ୟେୟ କରି ଗୌରବ ଅର୍ଜନ କରିଛି ।  ଦୁର୍ଘଟଣା, ଦୁର୍ବିପାକ, ତଥା ଆବଶ୍ୟକୀୟ ସମୟରେ ରେଡକ୍ରସ ପ୍ରମୁଖ ଭୂମିକା ତୁଲାଇ ଆସିଛି । ମାଧ୍ୟମିକ ବିଦ୍ୟାଳୟ ସ୍ତରରେ ଜୁନିୟର ରେଡକ୍ରସ ସାମିଲ ହୋଇ ଛାତ୍ରଛାତ୍ରୀ, ସେବାବ୍ରତୀ ହୋଇ ନିଜ ତଥା ବିଶ୍ୱକୁ ଆଲୋକ ଦେଖାଇଛନ୍ତି ବୋଲି ଜିଲ୍ଲାପାଳ ଶ୍ରୀରାଣା ମତବ୍ୟକ୍ତ କରିଥିଲେ । ଅନ୍ୟ ଅତିଥି ଭାବରେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ କେଶବ ମେହେର, ଜିଲ୍ଲା ଜୁନିୟର ରେଡକ୍ରସ ଅଫିସର ସୁବାଷ ଚନ୍ଦ୍ର ପଟେଲ, ମୁରିବାହାଲ ବ୍ଲକ ଶିକ୍ଷା ଅଧିକାରୀ ପ୍ରବୀର ପଣ୍ଡା, ସଇଁନ୍ତଲା ବ୍ଲକ ଶିକ୍ଷା ଅଧିକାରୀ ଗୋବର୍ଦ୍ଧନ ଭୋଇ, ଜୁନିୟର ରେଡକ୍ରସ ସମ୍ପାଦକ ଅନ୍ତର୍ଯ୍ୟାମୀ ବିଶ୍ୱାଳ ପ୍ରମୁଖ ଯୋଗ ଦେଇଥିଲେ । ବିଜୟାନନ୍ଦ ହାଇସ୍କୁଲର ପ୍ରଧାନ ଶିକ୍ଷକ ନାରାୟଣ ମିଶ୍ର ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ଛତାମଖନା ହାଇସ୍କୁଲର ପ୍ରଧାନଶିକ୍ଷକ ନିଳମଣୀ ପଟେଲ ଧନ୍ୟବାଦ ଅର୍ପଣ କରିଥିଲେ । ଶିବିରରେ ୧୪ଟି ବ୍ଲକରୁ ମୋଟ ୭୨୧ ଜଣ ଜୁନିୟର ଓ କାଉନ୍ସେଲର ଯୋଗ ଦେଇଥିଲେ । କାର୍ଯ୍ୟକ୍ରମରେ ପର୍ଯ୍ୟବେକ୍ଷକ ଦିଗାମ୍ବର ନାଏକ, ସାଧନକର୍ମୀ ରାମ ନାରାୟଣ ଦାଶ, ପ୍ରଭାକର ଛନ୍ଦ, ଘନଶ୍ୟାମ ମେହେର, ରବିନ୍ଦ୍ର ଠେଟୁଆଲ, ଚିତ୍ତ ରଞ୍ଜନ ପଣ୍ଡା, ହେମନ୍ତ ପଧାନ, ଡେଙ୍ଗ ବିଦ୍ୟାଳୟର ପ୍ରଧାନଶିକ୍ଷକ ଚାଣ୍ଡାଳ ମିଶ୍ର, କେରମେଳି ବିଦ୍ୟାଳୟର ପ୍ରଧାନଶିକ୍ଷକ ସରୋଜ ମିଶ୍ର, ଶିଶକେଲା ବିଦ୍ୟାଳୟର ପ୍ରଧାନଶିକ୍ଷକ ମନୋଜ ବେହେରା, ଏସଏସଡ଼ି ର ପ୍ରଧାନଶିକ୍ଷୟତ୍ରୀ  ନିବେଦିତା ହୋତା,  ଘୁନସର ହାଇସ୍କୁଲର ପ୍ରଧାନଶିକ୍ଷକ ଅଭିମନ୍ୟୁ ସାହୁ, କେଉମାଲ ହାଇସ୍କୁଲର ପ୍ରଧାନଶିକ୍ଷକ ଜୟଶ୍ରୀ ସାହୁ,ଶିକ୍ଷକ ସୁରେଶ ଚନ୍ଦ୍ର ମିଶ୍ର, ଅବସର ପ୍ରାପ୍ତ ଶିକ୍ଷକ ନଗେନ୍ଦ୍ର ପ୍ରସାଦ ବସ୍ତିଆ, ବ୍ଲକ ସଂଯୋଜକ ହେମନ୍ତ ବେମାଲ, ରଞ୍ଜିତା ମିଶ୍ର ,ଦୀପକ ସେନ ଧରୁଆ ତଥା ଅନ୍ୟମାନେ ଉପସ୍ଥିତ ରହି ସହଯୋଗ କରିଥିଲେ । ଜୁନିୟର ରେଡକ୍ରସର ସମ୍ପାଦକ ଅନ୍ତର୍ଯ୍ୟାମୀ ବିଶ୍ୱାଳ ପ୍ରାରମ୍ଭରେ ବିବରଣୀ ପାଠ କରିଥିବା ବେଳେ ଜୁନିୟର ରେଡକ୍ରସ  ସାଧନକର୍ମୀ ବିକାଶ ରଞ୍ଜନ ସାହୁ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like