-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

କନ୍ଧମାଳର ୬୨ଟି କେନ୍ଦ୍ରରେ ମାଟ୍ରିକ ପରୀକ୍ଷା ଦେବେ ଛାତ୍ର ଛାତ୍ରୀ : ମାଓ ଇଲାକାରେ ଥାନା ପରିସରରେ କରାଯାଇଛି ନୋଡାଲ କେନ୍ଦ୍ର 

07-Mar-2023



କନ୍ଧମାଳ:(ସୁଶିଲ କୁମାର ପାଣିଗ୍ରାହୀ): ଚଳିତ ୨୦୨୨-୨୩ ଶିକ୍ଷା ବର୍ଷରେ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ସମେଟିଭ ଆସେସମେଣ୍ଟ-୨ ମାଟ୍ରିକ ପରୀକ୍ଷାରେ ‌କନ୍ଧମାଳ ଜିଲ୍ଲାର ମୋଟ ୬୨ କେନ୍ଦ୍ରରେ ୧୦,୧୩୭ ଛାତ୍ରଛାତ୍ରୀ ପରୀକ୍ଷା ଦେଉଛନ୍ତି। ଚଳିତବର୍ଷ ଜିଲ୍ଲାର ମୋଟ ୨୦୮ଟି ହାଇସ୍କୁଲର ଛାତ୍ରଛାତ୍ରୀ ମାଟ୍ରିକ ପରୀକ୍ଷାରେ ଅଂଶଗ୍ରହଣ କରୁଛନ୍ତି। ଏଥିପାଇଁ ଜିଲ୍ଲାରେ ମୋଟ ୧୬ଟି ନୋଡାଲ କେନ୍ଦ୍ର ସ୍ଥାପନ କରାଯାଇଛି। ଫୁଲବାଣୀ ଏଜେଓ ହାଇସ୍କୁଲ, ଖଜୁରୀପଡ଼ା

ସରକାରୀ ଉଚ୍ଚ ବିଦ୍ୟାଳୟ, ଫିରିଙ୍ଗିଆ ହାଇସ୍କୁଲ, ଗୋଛାପଡ଼ା ଥାନା, ବାଲିଗୁଡ଼ା ସରକାରୀ ହାଇସ୍କୁଲ, କ.ନୂଆଗାଁ ସରକାରୀ ହାଇସ୍କୁଲ, ତୁମୁଡ଼ିବନ୍ଧ ଥାନା, କୋଟଗଡ଼ ଥାନା, ବେଲଘର ଥାନା, ଦାରିଙ୍ଗବାଡ଼ି ଥାନା, ବ୍ରାହ୍ମଣୀଗାଁ ଥାନା, ରାଇକିଆ ସେଣ୍ଟ କ୍ୟାଥେରିନ ବାଳିକା ଉଚ୍ଚ ବିଦ୍ୟାଳୟ, ଘୁ.ଉଦୟଗିରି ହବାକ୍‌ ହାଇସ୍କୁଲ, ଟିକାବାଲି ସରକାରୀ ଉଚ୍ଚ ବିଦ୍ୟାଳୟ, ଚକାପାଦ ଥାନା, ସାରଙ୍ଗଡ଼ ହାଇସ୍କୁଲରେ ନୋଡ଼ାଲ ସେଣ୍ଟର କରାଯାଇଥିବା ବେଳେ ସେଥିମଧ୍ୟରୁ ୯ଟି ନୋଡାଲ କେନ୍ଦ୍ର ବିଭିନ୍ନ ହାଇସ୍କୁଲରେ କରାଯାଇଥିବାବେଳେ ଆଉ ୭ଟି କେନ୍ଦ୍ର ବିଭିନ୍ନ ଥାନାରେ କରାଯାଇଛି। ବିଶେଷକରି ମାଓ ଉପଦ୍ରୁତ ଇଲାକାରେ ନୋଡାଲ ସେଣ୍ଟରଗୁଡ଼ିକ ଥାନା ପରିସରରେ କରାଯାଇଛି। ସେହିଭଳି ମଧ୍ୟମା ପରୀକ୍ଷା ନିମନ୍ତେ ୩ଟି ପରୀକ୍ଷା କେନ୍ଦ୍ର ଏବଂ ୩ଟି ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା କେନ୍ଦ୍ର ସ୍ଥାପନ କରାଯାଇଛି। ଆସନ୍ତା ୧୦ ତାରିଖରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହେଉଛି। ପ୍ରତିଦିନ ସକାଳ ୮ଟାରୁ ୧୦ଟା

ପର୍ଯ୍ୟନ୍ତ ଦୁଇ ଘଣ୍ଟା ପରୀକ୍ଷା ହେବ। ୧୦ ତାରିଖ ଦିନ ପ୍ରଥମ ଭାଷା (ଓଡ଼ିଆ/ବଙ୍ଗଳା/ହିନ୍ଦୀ/ଉର୍ଦ୍ଦୁ/ତେଲୁଗୁ) ପରୀକ୍ଷା ଥିଲାବେଳେ ୧୩ ତାରିଖରେ ଦ୍ବିତୀୟ ଭାଷା (ଇଂରାଜି/ହିନ୍ଦୀ), ୧୪ ତାରିଖରେ ତୃତୀୟ ଭାଷା (ସଂସ୍କୃତ/ହିନ୍ଦୀ), ୧୬ ତାରିଖରେ ବିଜ୍ଞାନ, ୧୭ ତାରିଖରେ ଟିଏଲ୍‌ଭି ପ୍ରାକ୍ଟିକାଲ, ୧୮ ତାରିଖରେ ସାମାଜିକ ବିଜ୍ଞାନ ଏବଂ ୨୦ ତାରିଖରେ ଗଣିତ ବିଷୟରେ ପରୀକ୍ଷା ଦିନ ସ୍ଥିର କରାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like