-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

ଗାନ୍ଧୀଜୀ ଓ ଶାସ୍ତ୍ରୀଜୀଙ୍କ ଜୟନ୍ତୀ ଅବସରରେ କୃଷକ ବିରୋଧୀ ବିଲ ପ୍ରତ୍ୟାହାର ଦାବୀ ରେ କଂଗ୍ରେସ ଦଳ ପକ୍ଷରୁ ଉଦେୟପୁର ଠାରୁ  ଗାନ୍ଧୀପାର୍କ ପର୍ଯ୍ୟନ୍ତ  ପଦଯାତ୍ରା 

03-Oct-2020




କଳାହାଣ୍ଡି.03/10( ରୁ ତ୍ରିନାଥ ବେଶ୍ରା)-  ଜାତିର ପିତା ମହାତ୍ମା ଗାନ୍ଧୀ ଓ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ ବାହାଦୂର ଶାସ୍ତ୍ରୀ ଙ୍କ ଜନ୍ମ ଜୟନ୍ତୀ ଉପଲକ୍ଷେ କଳାହାଣ୍ଡି ଜିଲ୍ଲା କଂଗ୍ରେସ କମିଟି ଠାରୁ ଏକ ପଦଯାତ୍ରା ଅନୁଷ୍ଠିତ ହୋଇ ଯାଇଛି । ଜିଲ୍ଲା ସଭାପତି ଶ୍ରୀ ଭାରତ ଭୂଷଣ ବେମାଲ ଓ ଯୁବନେତା ଶ୍ରୀ ସାଗର ଚରଣ ଦାସ ଙ୍କ ନେତୃତ୍ୱରେ ସଦର ବ୍ଲକ ଅନ୍ତର୍ଗତ ଉଦେପୁର ଠାରୁ ଭବାନୀପାଟଣା ଗାନ୍ଧୀ ପାର୍କ ପର୍ଯ୍ୟନ୍ତ ୧୦ କିମି ବ୍ୟାପି ପଦଯାତ୍ରା ରେ ଶତାଧିକ  କଂଗ୍ରେସ କର୍ମୀ କରୋନା କଟକଣା ନିୟମ ପାଳନ କରି ସମ୍ପନ୍ନ କରିଥିଲେ । ଏହି ଅବସରରେ ଗାନ୍ଧୀ ପାର୍କ ସ୍ଥିତ ଗାନ୍ଧୀଜୀଙ୍କ ପ୍ରତିମୂର୍ତିରେ ପୁଷ୍ପମାଲ୍ୟ ପ୍ରଦାନ କରିଥିଲେ । କେନ୍ଦ୍ରର ବିଜେପି ସରକାରଙ୍କ କୃଷକ ବିରୋଧୀ ତିନିଗୋଟି ବିଲ ଓ ଅଗଣତାନ୍ତ୍ରିକ ଉପାୟ ରେ ଲାଗୁ କରି କୃଷକ ମାନଙ୍କୁ ପୁଞ୍ଜିପତି ମାନଙ୍କ ଦ୍ୱାରା ଶୋଷଣ କରିବାର ଚକ୍ରାନ୍ତ କରିଥିବା ଅଭିଯୋଗ କରିଛନ୍ତି । ଏହି ଅବସରରେ ଆଜିଠାରୁ କୃଷକ ବିଲ ପ୍ରତ୍ୟାହାର ପାଇଁ ଦସ୍ତଖତ ଅଭିଯାନ ଆରମ୍ଭ ହୋଇଛି । ଏବଂ ଏହା ନଭେମ୍ବର ୨ ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି ଜଣାପଡିଛି । ଅନ୍ୟ ମାନଙ୍କ ମଧ୍ୟରେ  ଉପସଭାପତି ଉଛବ ସାହୁ, ମିଡ଼ିଆ ସେଲ ସଂଯୋଜକ ମହମ୍ମଦ ଅଲ୍ଲୀ, ବ୍ରଜ ସାହୁ, ଶ୍ରୀମତୀ ପଦ୍ମିନୀ ଯୋଶୀ , ଶ୍ରୀମତୀସୁକାନ୍ତି ସରାଫ, ପରମାନନ୍ଦ ମାଝୀ,  ଶରତ ନାଏକ, ଯୁବକଂଗ୍ରେସ ସଭାପତି, ସାଉଲ ମଙ୍ଗରାଜ, ନରହରି ବାଗ, ଦେଶରାଜ ଜୁଆଡ଼, ସୁରେଶ ପଟନାୟକ, ମହମ୍ମଦ ସାହେବ, ଅବଦୁଲ ସାଜିଦ, ତ୍ରିଲୋଚନ ପାଣିଗ୍ରାହୀ, ଦୁଖୀଶ୍ୟାମ ପ୍ରଧାନ, ପ୍ରମୁଖ ଙ୍କ ସହ ଶତାଧିକ କଂଗ୍ରେସ ନେତା ଓ କର୍ମୀ ଉପସ୍ଥିତ ଥିଲେ । କଳାହାଣ୍ଡି ଜିଲ୍ଲା ସଭାପତି ଭାରତ ଭୂଷଣ ବେମାଲ, ଯୁବନେତା ସାଗର ଦାସ, ଉଛବ ସାହୁ ଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ଅତିରିକ୍ତ ଜିଲ୍ଲାପାଳ ଙ୍କ ଜରିଆରେ କୃଷକ ବିଲ ପ୍ରତ୍ୟାହାର ପାଇଁ ଏକ ଦାବିପତ୍ର ଭାରତର ମହାମହିମ ରାଷ୍ଟ୍ରପତି ଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରିଥିଲେ ।

 


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like