-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ଜିଲ୍ଲା ସ୍ତରୀୟ ଜୁନିୟର ରେଡକ୍ରସ ତାଲିମ ଶିବିରରେ ୪୪ ୟନିଟ୍ ରକ୍ତ ସଂଗୃହିତ

07-Mar-2023



 ବଲାଙ୍ଗିର(ଅନ୍ତର୍ଯ୍ୟାମୀ ସାହୁ )-  ରକ୍ତର କୌଣସି ବିକଳ୍ପ ନାହିଁ । ରକ୍ତ କାରଖାନାରେ  ସୃଷ୍ଟି ହୋଇପାରେ ନାହିଁ ।  ରକ୍ତର ଆବଶ୍ୟକତା ତଥା ରକ୍ତଦାନ ଉପାଦେୟତା ବିଷୟରେ ରେଡକ୍ରସ କର୍ମୀ ଅବଗତ । ବଲାଙ୍ଗିର ଜିଲ୍ଲା ଜୁନିୟର ରେଡକ୍ରସ ଶିକ୍ଷା ଓ ତାଲିମ ଶବିରି ଦ୍ୱିତୀୟ ଦିନରେ ସଇଁନ୍ତଲା ବ୍ଲକ ଅନ୍ତର୍ଗତ ବେଲଗାଁ ସ୍ଥିତ ସରକାରୀ  ବିଜୟାନନ୍ଦ ହାଇସ୍କୁଲ ଠାରେ ଅନୁଷ୍ଠିତ ସ୍ୱେଚ୍ଛାକୃତ ରକ୍ତଦାନ ଶିବିରରେ ମୁଖ୍ୟ ଅତିଥି ଭାବରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡଃ ପ୍ରଦୀପ କୁମାର ଗୁରୁ ଯୋଗ ଦେଇ ଶିବିରକୁ ଉଦଘାଟନ କରିବା ସହିତ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା ଉଦ୍ଦେଶ୍ୟରେ ମତବ୍ୟକ୍ତ କରିଥିଲେ । ଜିଲ୍ଲା ଶିକ୍ଷା ଅଧିକାରୀ ଧୃବଚରଣ ବେହେରାଙ୍କର

ପ୍ରତ୍ୟକ୍ଷ ତତ୍ତ୍ୱାବଧାନ ଶିବିର କାର୍ଯ୍ୟକ୍ରମକୁ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ କେଶବ ମେହେର, ଜୁନିୟର ରେଡକ୍ରସ ସମ୍ପାଦକ ଅନ୍ତର୍ଯ୍ୟାମୀ ବିଶ୍ୱାଳ, ଜିଲ୍ଲା ଜୁନିୟର ରେଡକ୍ରସ ଅଫିସର ସୁବାଷ ପଟେଲ ଉପସ୍ଥିତିରେ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିଲା । ଅନ୍ୟ ସମ୍ମାନୀତ ଅତିଥି ଭାବରେ ଶିକ୍ଷାବିତ ସନାତନ ଠାକୁର, ବିଜୟାନନ୍ଦ ହାଇସ୍କୁଲର ମୋ ସ୍କୁଲ କମିଟୀର ସଭାପତି ନିହାର ରଞ୍ଜନ ବେହେରା ,ପର୍ଯ୍ୟବେକ୍ଷକ ନିଳମଣୀ ପଟେଲ, ଦିଗାମ୍ବର ନାଏକ, ଦିଲିପ କୁମାର ଯୋଶୀ, ସଇଁନ୍ତଲା ବିଇଓ  ଗୋବର୍ଦ୍ଧନ ଭୋଇ, ଟିଟିଲାଗଡ ବିଇଓ ଆର୍ତ୍ତତ୍ରାଣ ରଥ, ପ୍ରଧାନଶିକ୍ଷକ ଚାଣ୍ଡାଳ ମିଶ୍ର,  ସରୋଜ ମିଶ୍ର  ଯୋଗ ଦେଇଥିଲେ । ସ୍ୱେଚ୍ଛାକୃତ ରକ୍ତଦାନ ଶିବିରରେ ୪୪ ୟନିଟ୍ ରକ୍ତ ସଂଗୃହିତ ହୋଇଥିଲା । ଜୁନିୟର ରେଡକ୍ରସ କାଉନ୍ସେଲର ତଥା ସ୍ୱେଚ୍ଛାସେବୀମାନେ  ରକ୍ତଦାନ କରିଥିଲେ । ଅଧିକାଂଶ ରକ୍ତଦାତା ପ୍ରଥମଥର ପାଇଁ ରକ୍ତଦାନ କରିଥିଲେ । ରକ୍ତଦାତା ଭାବରେ ଦୀପକସେନ ଧରୁଆ, ଘନଶ୍ୟାମ ମେହେର, ଆନନ୍ଦ ବଡପଣ୍ଡା, ରାଜେନ୍ଦ୍ର ଦୋରା, ଦିଲିପ କୁମାର ଯୋଶୀ, ରଞ୍ଜିତ ମିଶ୍ର, ଚକ୍ରଧର ବୁଡେକ, ମାଧବ ପଧାନ, ଜନତା ନାଗ, ଉମେଶ କୁମାର ବିଶ୍ୱାଳ, ରଜନୀକାନ୍ତ ସେଠ, କୁଳମଣୀ ଯୋଶୀ, ମଦନ ସୋଇ, ମାନସ ଦୋରା, ରୋଶନ କୁମାର ସା, ଅରୁଣ ରାଜପାଲିଆ, ଗୋପାଳ ଚନ୍ଦ୍ର ବସ୍ତିଆ, ଗନ୍ଧର୍ବ ମାଝି, ବେଣୁଧର ହିଆଲ, ଅରୁଣ କୁମାର ମହାପାତ୍ର, ରାଧାମାଧବ କୁଠୁଲା, ପ୍ରଜେଶ ରଞ୍ଜନ ଖୁଣ୍ଟିଆ ତଥା ଅନ୍ୟମାନେ ରକ୍ତଦାନ କରିଥିଲେ । ବଲାଙ୍ଗିର ବ୍ଲଡ ବ୍ୟାଙ୍କ

କର୍ମଚାରୀ ରକ୍ତ ସଂଗ୍ରହ କରିଥିଲେ ।
ସାଧନ କର୍ମୀ ବିକାଶ ସାହୁ, ହୃଦୟା ଶବର, ତୁଷାର କାନ୍ତ ସାହୁ, ଦୁର୍ଯୋଧନ ପଶାୟତ ଉପସ୍ଥିତ ରହି ସହଯୋଗ କରିଥିଲେ । କାର୍ଯ୍ୟକ୍ରମକୁ ଜୁନିୟର ରେଡକ୍ରସ କାଉନ୍ସେଲର ରାମ ନାରାୟଣ ଦାଶ, ପ୍ରଭାକର ଛନ୍ଦ, ଅରବିନ୍ଦ କୁମାର ପରିଚାଳନା ସହ ନିଜେ ମଧ୍ୟ ରକ୍ତଦାନ କରିଥିଲେ । ଶେଷରେ ସମସ୍ତ ରକ୍ତଦାତାମାନଙ୍କୁ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ବେହେରା ଧନ୍ୟବାଦ ଦେବା ସହିତ ପ୍ରମାଣପତ୍ର ପ୍ରଦାନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like