-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||     

HOME   ଜିଲ୍ଲା

ମାରୱାଡି ସାମାଜ ପକ୍ଷ ରୁ ହୋଲିକା ଦହନ କାର୍ଯ୍ୟକ୍ରମ ଓ ନାଚଗୀତର ଆସର

07-Mar-2023



ବଲାଙ୍ଗିର (ପ୍ରେରଣା ଖବର ):  ହୋଲିର ପର୍ବ ହେଉଛି ଆକର୍ଷଣୀୟ ଏବଂ ସୁନ୍ଦର ରଙ୍ଗର ପର୍ବ, ଏହା ଏପରି ଏକ ପର୍ବ ଯାହା ପ୍ରତ୍ୟେକ ଧର୍ମ, ସମ୍ପ୍ରଦାୟ, ଜାତିର ବନ୍ଧନର ସୀମା ଅତିକ୍ରମ କରି ଲୋକଙ୍କ ପାଇଁ ଭାଇଚାରା ଆଣିଥାଏ | ରଙ୍ଗର ପର୍ବ ହୋଲି ରେ ଆଜି ମସଗୁଲ ବଲାଙ୍ଗିରବାସୀ l ଚାରି ଆଡେ ନାଚ ଗୀତ ଓ ହସଖୁସିର ପରିବେଶ l  ଏହି ପରିପ୍ରେକ୍ଷୀରେ ଆଜି ସନ୍ଧ୍ୟା ରେ ବଲାଙ୍ଗୀର ଆର୍ଯ୍ୟ ସମାଜ ମନ୍ଦିର ପରିସରରେ ହୋଲିକା ଦହନଙ୍କୁ ମାରୱାରୀ ପଞ୍ଚାୟତ, ଉତ୍କଳ ପ୍ରଦେଶ ମାରୱାରୀ ସମ୍ମେଲନ୍, ମାରୱାରୀ  ମହିଳା ସମିତି, ମାରୱାଡି ଯୁବା ମଞ୍ଚ,  ମାରୱାଡି ଯୁବା ମଞ୍ଚ  ସମୃଦ୍ଧି ଶାଖାର  ସମସ୍ତ ସଦସ୍ୟ ମିଳିତ  ଭାବରେ ଆୟୋଜନ କରିଥିଲେ l ସମ୍ବଲପୁର ରୁ ଆସିଥିବା ବିଶିଷ୍ଟ ଭଜନ  ଗାୟକ  ସୋନୁ ସିଂହାନୀୟା ଏବଂ ତାଙ୍କର ଟିମ୍ ଦ୍ଵାରା ପରିବେଷିତ ହୋଲି ଉପରେ  ଭଜନ ସମସ୍ତ ଙ୍କ ମନ ମୋହିଥିଲା l 


News Comment




Photo in News

Advertisment
Lastest News
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026

You Might Also Like