-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||     

HOME   ଜିଲ୍ଲା

ଜିଲ୍ଲାସ୍ତରୀୟ ଉଦ୍ୟୋଗୀ ସପ୍ତାହ ପାଳନର ତୃତୀୟ  ଦିବସ- ଉତ୍ପାଦ ର ବ୍ରାଣ୍ଡିଂ ଓ ପ୍ୟାକେଜିଙ୍ଗ ସହ ଉଦ୍ୟୋଗ ସଂକ୍ରାନ୍ତୀୟ ବିଭିନ୍ନ ଯୋଜନା ସମ୍ପର୍କରେ ଆଲୋଚନା 

07-Mar-2023



ବଲାଙ୍ଗିର(ପ୍ରେରଣା ଖବର ): ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ଶିଳ୍ପ କେନ୍ଦ୍ର ର ମିଳିତ ଆନୁକୁଲ୍ୟରେ ସ୍ଥାନୀୟ ପୃଥ୍ବୀରାଜ ଉଚ୍ଚ ବିଦ୍ୟାଳୟ ପଡିଆ ଠାରେ  ଚଳିତ ମାର୍ଚ୍ଚ ୫ ତାରିଖରୁ ୯ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେଉଥିବା ଜିଲ୍ଲାସ୍ତରୀୟ ଉଦ୍ୟୋଗୀ ସପ୍ତାହ ର ତୃତୀୟ  ଦିବସରେ ବିଭିନ୍ନ ବିଷୟ ଉପରେ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଥିଲା । କାର୍ଯ୍ୟକ୍ରମର ପ୍ରଥମ ପର୍ଯାୟରେ ଆଇଆଇପି, କଲିକତାର ଅରବିନ୍ଦ ଭଟ୍ଟାଚାର୍ଯ

ଉତ୍ପାଦ ର ବ୍ରାଣ୍ଡିଂ ଓ ପ୍ୟାକେଜିଙ୍ଗ ଉପରେ ଆଲୋଚନା କରିଥିଲେ । ଉତ୍ପାଦ ପାଇଁ କିଭଳି ପ୍ୟାକେଜିଙ୍ଗ କଲେ ତାର ଗୁଣବତ୍ତା ବୃଦ୍ଧି ହେବା ସଙ୍ଗେ ସଙ୍ଗେ ସେସବୁର ବଜାରୀକରଣ ର ସୁବିଧା ହୋଇପାରିବ ସେ ସମ୍ପର୍କରେ ବୁଝାଇଥିଲେ । ସେହିପରି ଉତ୍ପାଦର ବ୍ରାଣ୍ଡିଂ ପାଇଁ କେଉଁ ସବୁ ପ୍ରକ୍ରିୟା ଅବଲମ୍ବନ କରାଯାଇ ବଜାରରେ ସ୍ଥାୟୀ ରୂପେ ରଖାଯାଇପାରିବ ସେ ସମ୍ପର୍କରେ ଆଲୋଚନା କରିଥିଲେ । ପରେ ରାଉରକେଲାର ଏମଏସଏମଇ ,ଡ଼ିଏଫଓ ଦୀପକ କୁମାର ନାୟକ ଜେଡ଼ଇଡ଼ି ସମ୍ପର୍କରେ ବୁଝାଇଥିଲେ । କ୍ଷୁଦ୍ର ଏବଂ ମଧ୍ୟମ ଉଦ୍ୟୋଗକୁ ଆଗେଇନେବା ପାଇଁ ସଚେତନତା ର ଆବଶ୍ୟକତା ରହିଛି ଯାହାକି ଜେଡ଼ଇଡ଼ି ସାର୍ଟିଫିକେସନ ଦ୍ଵାରା କିଛି ଜଟିଳ ସମସ୍ୟାର ସମାଧାନ ହୋଇପାରିବ ବୋଲି ପ୍ରକାଶ କରିଥିଲେ । ପରେ ଶିଲ୍ପ ପ୍ରୋତ୍ସାହନ ଅଧିକାରୀ ଦେବାନନ୍ଦ ପ୍ରଧାନ ପିଏମ ଇ ଜି ପି ଜରିଆରେ ଶିଲ୍ପ ତଥା

ବାଣିଜ୍ୟ କରିବା  ନିମନ୍ତେ ଥିବା ସୁବିଧା ସୁଯୋଗ ସମ୍ପର୍କରେ ଆଲୋଚନା କରିଥିଲେ । ବଲାଙ୍ଗିର ରିଲାଏନ୍ସ ଏଜୁକେସନ କମ୍ପ୍ଲେକ୍ସ ର ମନୋଜ କୁମାର ମିଶ୍ର ଶିଳ୍ପଦ୍ୟୋଗୀ ଓ ଶିଲ୍ପ ତାଲିମ ଉପରେ ନିଜର ବକ୍ତବ୍ୟ ପ୍ରଦାନ କରିଥିଲେ । ପରେ ନାରୀଶକ୍ତି ମସଲା ଉଦ୍ୟୋଗ, ବରଗାଁ ର ସଭାନେତ୍ରୀ ଗୀତା ଦାସ ମହିଳା ମାନେ ଉଦ୍ୟୋଗୀ ହେବା ନିମନ୍ତେ ସରକାରଙ୍କ ବିଭିନ୍ନ ଯୋଜନା ସମ୍ପର୍କରେ ସଚେତନ ହେବା ସହ ଆତ୍ମନିର୍ଭରଶୀଳ ହେବାକୁ ପରାମର୍ଶ ଦେଇଥିଲେ । ମେହେର ଫୁଟୱେର ,ଟିଟିଲାଗଡର ବିଜୟ ମେହେର ଜଣେ ସଫଳ ଉଦ୍ୟୋଗୀ ହେବା ନିମନ୍ତେ ଯେଉଁ ସବୁ ପ୍ରକ୍ରିୟାର ଆବଶ୍ୟକତା ରହିଛି ତାହା ଆଲୋକପାତ କରିବା ସହ ନିଜର ଅନୁଭୂତି ବର୍ଣ୍ଣନା କରିଥିଲେ । ଜିଲ୍ଲା ଶିଲ୍ପକେନ୍ଦ୍ରର ସାଧାରଣ ପରିଚାଳକ ବିଷ୍ଣୁ ପ୍ରସାଦ ଦାଶ ନିଜର ବକ୍ତବ୍ୟରଖିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026

You Might Also Like