-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||     

HOME   ଜିଲ୍ଲା

ଅଙ୍କୁର ସାହିତ୍ୟ ସଂସଦ ପକ୍ଷରୁ କବିତା ଆସର

07-Mar-2023



ବଲାଙ୍ଗିର : ପ୍ରତିବର୍ଷ ପରି ଦୋଳ ପୂର୍ଣ୍ଣିମାରେ ସନ୍ଧ୍ୟା ୭ଟା ସମୟରେ ସ୍ଥାନୀୟ ଟିକ୍ରାପଡ଼ା ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ଅଙ୍କୁର ସାହିତ୍ୟ ସଂସଦ, ବଲାଙ୍ଗିରର କବିତା ଆସର ଓ ତା ସହିତ ଶ୍ରୀ ମଦନ ମୋହନ ରଥଙ୍କ ଚତୁର୍ଥ ଶିଶୁ କବିତା ଗୁଚ୍ଛ "କଳିକା" ର ଉନ୍ମୋଚନ ସମାରହ ସଂସଦର ସଭାପତି ଶ୍ରୀମତୀ କସ୍ତୁରୀ ରଥଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇ ଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ନାଟ୍ୟ ଭୂଷଣ ଜଗଦାନନ୍ଦ ଛୁରିଆ, ସମ୍ମାନୀୟ ଅତିଥି ଭାବେ ଶିକ୍ଷାବିତ୍ ସତ୍ୟବନ୍ତ ବେଦବାଗ ଏବଂ ସଂସଦର ସମ୍ପାଦକ ଡ: ଅଶୋକ କୁମାର ସେଠୀ ମଞ୍ଚାସିନ ଥିଲେ । ସମସ୍ତେ ଶିଶୁ କବିତା ଗୁଚ୍ଛ "କଳିକା" କୁ ଭୂୟସୀ ପ୍ରଶଂସା କରିଥିଲେ ।
        କବିତା ଆସର ଶ୍ରୀମତୀ ଅନୁପ୍ରୀୟା ମିଶ୍ରଙ୍କ ସଂଯୋଜନାରେ କବି ରାଜକିଶୋର ପଣ୍ଡା, ରତ୍ନମୟ ତ୍ରିପାଠୀ, ବ୍ରହ୍ମାନନ୍ଦ ବଞ୍ଛୋର, କବୟତ୍ରି ରଶ୍ମି ପାତ୍ର, ତପସ୍ୱିନୀ ପଶାୟତ, ନଳିନୀପ୍ରଭା ଶତପଥୀ,ନନ୍ଦିନୀ ସାହୁ, ଜ୍ୟୋତିରାଣୀ ମିଶ୍ର, ଜ୍ୟୋତିମୟୀ ତ୍ରିପାଠୀ, କବିତା ମିଶ୍ର, ଶୁଭ୍ରକାନ୍ତି ଖମାରୀ, କସ୍ତୁରୀ ରଥ, ଅନୁପ୍ରିୟା ମିଶ୍ର, କବି ଡ: ପ୍ରେମଚାନ୍ଦ୍ ମହାନ୍ତି, ଡ: ନାମଯଜ୍ଞ ମିଶ୍ର, ପଦ୍ମନାଭ ବାରିକ, ସୁରଥ ସାହୁ, ହୃଷିକେଶ

ପୁରୋହିତ, ବଳିଷ୍ଠ ପ୍ରଧାନ, ଧର୍ମବ୍ରତ ରଥ, କୃଷ୍ଣ ବିହାରୀ ସାହୁ, ଗୁରୁ ଜଗଦାନନ୍ଦ ଛୁରିଆ, ଡ: ଅଶୋକ କୁମାର ସେଠୀ ସ୍ଵରଚିତ କବିତା ମାନ ପାଠ କରିଥିଲେ । ଶିଶୁ କବିତା ଗୁଚ୍ଛ "କଳିକା" ର ଏକ କବିତା "ଜହ୍ନମାମୁଁ" କୁ କବି ଧିରେନ୍ଦ୍ର ନାରାୟଣ ସିଂହଦେଓ ଆବୃତ୍ତି କରିଥିଲେ ଓ ଶେଷରେ ଶ୍ରୀମତୀ ଜ୍ୟୋତିରାଣୀ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ । 
   କବିତା ଆସର ପରେ ମନ୍ଦିରରୁ ଶ୍ରୀ ରାଧାକୃଷ୍ଣଙ୍କ ଯୁଗଳ ବିଗ୍ରହଙ୍କୁ ଆଣି,ପୂଜା ଅର୍ଚ୍ଚନା ପରେ ପାଲିଙ୍କିରେ ବିରାଜମାନ କରେଇ ଘଣ୍ଟ, ଶଙ୍ଖ ଧ୍ୱନି ସହ ଭକ୍ତଙ୍କ ଗହଣରେ ନଗର ଭ୍ରମଣରେ ବାହାରି ଥିଲେ l

 

)ରିପୋର୍ଟ :ଧୀରେନ୍ଦ୍ର ନାରାୟଣ ସିଂହଦେଓ )

 


News Comment




Photo in News

Advertisment
Lastest News
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026

You Might Also Like