-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||     

HOME   ଜିଲ୍ଲା

ଏକତା ମହୋତ୍ସବ ଚତୁର୍ଥ ସନ୍ଧ୍ୟା : ଯୁବ ଏକତା ଓ ସଂହତି ଅଞ୍ଚଳକୁ କରିବ ବିକଶିତ - ପଦ୍ମନାଭ ବେହେରା

08-Mar-2023



ବୀରମହାରାଜପୁର,( ବିନୋଦ ପାଣ୍ଡେ): ସୁବର୍ଣ୍ଣପୁର ଜିଲ୍ଲା  ବୀରମହାରାଜପୁର ଉପଖଣ୍ଡର କଦଳୀ ପାଲି ଛକରେ ଚାଲିଥିବା ନୃତ୍ୟ ଗୀତର ମହାକୁମ୍ଭ ଏକତା ମହୋତ୍ସବର ଚତୁର୍ଥ ସନ୍ଧ୍ୟାର ସାଂସ୍କୃତିକ କାର୍ଯ୍ୟକ୍ରମରେ ଭର୍ଣ୍ଣି ମଞ୍ଚ ଦୁଲୁକି ଉଠିଛି । ଏକତା ଗୃପ ପକ୍ଷରୁ ଆୟୋଜିତ ମହୋତ୍ସବରେ ବୀରମହାରାଜପୁର ବିଧାୟକ ପଦ୍ମନାଭ ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଆଜିର ଯୁବ ଏକତା ଓ ସଂହତି ଏହି ରତ୍ନଗର୍ଭା ମାଟିର ସାମାଜିକ ଓ ସାଂସ୍କୃତିକ ବିକାଶକୁ ତ୍ବରାନ୍ବିତ କରିବ ବୋଲି ଉଦବୋଧନ ଦେଇ ଏକତା ମହୋତ୍ସବର ସୁଦୂର ପ୍ରସାରୀ ଆଭିମୁଖ୍ୟର ପ୍ରଶଂସା କରିଛନ୍ତି । ଏହି ଅବସରରେ ଅଞ୍ଚଳବାସୀଙ୍କ ସମସ୍ୟା ପ୍ରତି ଗୁରୁତ୍ୱ ଦେଇ ଆଗାମୀ ଦିନରେ ଜଳସେଚନର ସ୍ଥାୟୀ ସମାଧାନ,ରାସ୍ତାଘାଟର ଉନ୍ନତି ଓ ଗ୍ରାମୀଣ ବିକାଶକୁ ଅଧିକ ଧ୍ୟାନ ଦିଆଯିବ ବୋଲି କହିଛନ୍ତି । ଏକତା ଗ୍ରୁପର ସମାଜ ପ୍ରେରିତ କାର୍ଯ୍ୟଧାରାକୁ ମଜବୁତ କରିବା ଲକ୍ଷରେ ଏକ ସ୍ଥାୟୀ କାର୍ଯ୍ୟାଳୟ ପାଇଁ  ସ୍ୱତନ୍ତ୍ର ଅନୁଦାନ ଦେବାକୁ ଘୋଷଣା କରିଛନ୍ତି । ଏକତା ମହୋତ୍ସବର ଆବାହକ ପାଣିନୀ ପ୍ରାଜ୍ଞଙ୍କ ପରିଚାଳନାରେ ଅନୁଷ୍ଠିତ ସାନ୍ଧ୍ୟ ସଭାରେ ବିଧାୟକ ପଦ୍ମନାଭ ବେହେରାଙ୍କ ସହ ଜିଲ୍ଲା ପରିଷଦ ସଭ୍ୟା ଚନ୍ଦ୍ରକାନ୍ତି ଦନ୍ତା,ସମାଜ ସମ୍ବଲପୁର ସଂସ୍କରଣର ବରିଷ୍ଠ ସାମ୍ବାଦିକ ଦେବେନ ପଟେଲ ଓ ସଂଗୀତଜ୍ଞ ତଥା ଓଡିଶା ସଙ୍ଗୀତ ନାଟକ ଏକାଡେ଼ମୀ ସଭ୍ୟ ଶାଶ୍ୱତ ତ୍ରିପାଠୀ ପ୍ରମୁଖ ଅତିଥି ଭାବେ ଯୋଗଦେଇ ମହୋତ୍ସବର ସଫଳତା କାମନା କରିଥିଲେ । ଅନ୍ୟତମ ଅତିଥି ଭାବେ ସମିତି ସଭ୍ୟା ସସ୍ମିତା ସେଠୀ, ସମାଜସେବୀ ରଞ୍ଜିତ ରଥ, ଉତ୍ତର ପାତ୍ର,ଅଗ୍ନିଶମ ଅଧିକାରୀ ବି.ଏନ.ଏକ୍କା,ରାଜେନ୍ଦ୍ର ପଧାନ,ବିକୁଳ ପଧାନ ଓ ସୁଶୀଲ ପଧାନ ପ୍ରମୁଖ ମଞ୍ଚଆସିନ ଥିଲେ । ଚତୁର୍ଥ ଦିନର ସାଂସ୍କୃତିକ ମଞ୍ଚରେ ପ୍ରବୀଣ ଅଭିନେତା ବଟକୃଷ୍ଣ ସାହୁ ଏବଂ ସାଥୀଙ୍କ ଜଳନ୍ଧର ଦରବାରର କଥା କାହାଣୀକୁ ଦର୍ଶକ ଉପଭୋଗ କରିଥିବାବେଳେ କଣ୍ଠଶିଳ୍ପୀ ଶାଶ୍ୱତ ଓ ନିଳିମା ମହାନ୍ତିଙ୍କ ଲୋକଗୀତର ଯାଦୁ ସହ ରୁମକୁ ଝୁମନା କଳାକାରଙ୍କ ନୃତ୍ୟଗୀତରେ ଝୁମି ଉଠିଥିଲେ । ଏଥିସହ ଟିଙ୍କୁ ଟିଙ୍ଗାଲୁ ଓ ସାଥି କଳାକାରଙ୍କ କମେଡିରେ‌ ହସିହସି ବେଦମ୍ ହୋଇପଡ଼ିଥିଲେ। ମହୋତ୍ସବର ବିଭିନ୍ନ ପରିଚାଳନା ରେ ପବିତ୍ର କମ୍ପ, ସଞ୍ଜିବ ସାହୁ,ରାଜିବ ବିଶ୍ଵାଲ,ଲିପୁନ ପଧାନ ଓ ଅନ୍ୟାନ୍ୟ ମାନେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026

You Might Also Like