-+91-9937148622 |

prerana_bgr@rediffmail.com |

  Sunday 10th May 2026 |

| | | |

R.N.I. Regd No. ODIODI/2010/46693

Breaking News

*ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କଳାକାର ଜୀଵନ ଅବହେଳିତ,ଭୁଲିଆ ସିକୂଆଁ ଗ୍ରାମର ପୂର୍ଣ୍ଣ ସିନ୍ଧୁର ଆଜିବି ଅନେକ ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କରୁଥିବା ବେଳେ ନାଁ ବାର୍ଦ୍ଧକ୍ୟ ଭତ୍ତା, ନାଁ ମିଳେ କଳାକାର ଭତ୍ତା*   (10-May-2026)       ||      *ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ- ୨୦୨୬ ରେ ୫୭୯୬ ଗୋଟି ମାମଲା ସମାଧାନ,*   (10-May-2026)       ||      *ଡାବୁଗାଁ ଥାନା IIC ରଘୁନାଥ ମାଝୀ ସସ୍‌ପେଣ୍ଡ୍‌*   (10-May-2026)       ||      ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   (09-May-2026)       ||      ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   (09-May-2026)       ||      ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   (09-May-2026)       ||      ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   (09-May-2026)       ||      ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   (09-May-2026)       ||      ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   (09-May-2026)       ||      ବଲାଙ୍ଗୀର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର    (09-May-2026)       ||      ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-May-2026)       ||      ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      *ଜାମୁଗୁଡା ଠରେ ବିଶ୍ଵଶାନ୍ତି ମହାଯଜ୍ଞ ଏବଂ ଅଷ୍ଟମ ସାମ୍ବତ୍ସରିକ ନାମଯଜ୍ଞ ଅନୁଷ୍ଠିତ*   (09-May-2026)       ||      ଡ. ସଂଗୀତା ମିଶ୍ରଙ୍କୁ ଓଡିଶା ଗୌରବ ସମ୍ମାନ   (09-May-2026)       ||      ପିକେଏସ୍ ଫାଉଣ୍ଡେସନ୍ ର ବାର୍ଷିକୋତ୍ସବ♦️ ଡଃ. ମଞ୍ଜୁବାଳା ପଣ୍ଡା ଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ: ସମାଜରେ ଉଦାରବାଦୀ ଲୋକଙ୍କର ଆବଶ୍ୟକତା ରହିଛି- ଲିଙ୍ଗରାଜ    (09-May-2026)       ||      *ନବରଙ୍ଗପୁର ଜିଲ୍ଲାରେ କେନ୍ଦୁପତ୍ର ଦେଉଛି ଆଦିବାସୀ ଲୋକଙ୍କୁ ରୋଜଗାର*   (09-May-2026)       ||      ଲୋକ ମାଳ ମାଳ ମଦ ପ୍ରବଳ , ଜଗତସିଂହପୁର ଥାନା କବଜାରେ ପୁଣି ବଡ଼ ମଦ ବେପାରୀ    (09-May-2026)       ||      Mm   (09-May-2026)       ||     

HOME   ଜିଲ୍ଲା

ଯୁବ ଡୁମାଲ ପରିଷଦର ବୈଠକ

06-Dec-2020



ବଲାଙ୍ଗିର,(ସନ୍ତୋଷ କୁମାର ଠାକୁର)- ଦଶପୁର ଗ୍ରାମଠାରେ ଯୁବ ଡୁମାଲ ପରିଷଦ, ପୁଇଁନ୍ତଲା ର ଦ୍ୱିତୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ନିରୋଜ ଥାଟିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ବୈଠକରେ ଦଶପୁର ଚକର ସଭାପତି ହାଡୁ ମହାକୁର ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଡୁମାଲ ସମାଜର ସାଂଗଠାନିକ ରୂପରେଖ ଉପରେ ବକ୍ତବ୍ୟ ରଖିଥିଲେ । ସମ୍ମାନିତ ଅତିଥି ଗୁପ୍ତେଶ୍ୱର ଛୁରିଆ ଡୁମାଲ ସମାଜର ସଂସ୍କୃତି, ଐତିହ୍ୟ ପରଂପରା ଉପରେ ଆଲୋକପାତ କରିଥିଲେ । ଦଶପୁର ଗ୍ରାମ ପଂଚାୟତର ସମିତି ସଭ୍ୟ ବ୍ରଜ କିଶୋର ମେର୍ଲି ଡୁମାଲ ସମାଜର କୈାଳିକ ବୃତ୍ତି କୃଷି ଓ ଗୋପାଳନ ଉପରେ ସରକାରଙ୍କ ଠାରେ ଚାପ ପ୍ରୟୋଗ କରି ନିଜର ଅଧିକାର ସାବ୍ୟସ୍ତ କରିବାକୁ ମତବ୍ୟକ୍ତ କରିଥିଲେ । ବୁଢିସିଣ୍ଢୋଲ କେନ୍ଦ୍ରରୁ ନାରାୟଣ କମ୍ପ, ମୀନକେତନ ଡାଙ୍ଗ, ସୁଦାମ ଡାଙ୍ଗ, ବେଣୁଧର ମହାକୁର, ଅର୍ଜୁର୍ଣ୍ଣା କେନ୍ଦ୍ରରୁ ଦେବରାଜ ଅମାତ, ବାସୁଦେବ ବସ୍ତିଆ ଯୋଗ ଦେଇଥିଲେ । ମଧୁସୂଦନ କ୍ଷେତି ସଭା ପରିଚାଳନା କରିଥିବା ବେଳେ ଓ ସଭା କାର୍ଯ୍ୟ ଆରମ୍ଭ ପୂର୍ବରୁ ଦଶପୁର ସ୍ଥିତ ମାହେଶ୍ୱରୀ ମନ୍ଦିର ଠାରୁ ଜ୍ୟୋତି ଅଣାଯାଇ ସଭାସ୍ଥଳରେ ସ୍ଥାପନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ସରୋଜ ଥାଟି, ଭିମସେନ କରନ୍‌, ସତ୍ୟାନନ୍ଦ ମହାକୁର, ସୁରଥ ମହାକୁର, ରଞ୍ଜିତ ବସ୍ତିଆ, ସଞ୍ଜିତ ବସ୍ତିଆ, ରାଧାକାନ୍ତ ମହାକୁର, ପଞ୍ଚାନନ ଡାଙ୍ଗ, ଚମ୍ପେଶ୍ୱର ଡାଙ୍ଗ, ଭଜମନ ମହାକୁର, ଅମାରବିନ୍ଦ ପଧାନ, ଅଶୋକ ମେର୍ଲି, ନୀଳାଞ୍ଚଳ ଥାଟି ସହଯୋଗ କରିଥିଲେ । ପ୍ରଦୀପ ପଧାନ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କଳାକାର ଜୀଵନ ଅବହେଳିତ,ଭୁଲିଆ ସିକୂଆଁ ଗ୍ରାମର ପୂର୍ଣ୍ଣ ସିନ୍ଧୁର ଆଜିବି ଅନେକ ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କରୁଥିବା ବେଳେ ନାଁ ବାର୍ଦ୍ଧକ୍ୟ ଭତ୍ତା, ନାଁ ମିଳେ କଳାକାର ଭତ୍ତା*   10-May-2026
  ଜିଲ୍ଲା  
*ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ- ୨୦୨୬ ରେ ୫୭୯୬ ଗୋଟି ମାମଲା ସମାଧାନ,*   10-May-2026
  ଜିଲ୍ଲା  
*ଡାବୁଗାଁ ଥାନା IIC ରଘୁନାଥ ମାଝୀ ସସ୍‌ପେଣ୍ଡ୍‌*   10-May-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   09-May-2026
  ଜିଲ୍ଲା  
ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   09-May-2026
  ଜିଲ୍ଲା  
ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   09-May-2026
  ଜିଲ୍ଲା  
ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   09-May-2026
  ଜିଲ୍ଲା  
ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   09-May-2026
  ଜିଲ୍ଲା  
ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   09-May-2026
  ଜିଲ୍ଲା  
ବଲାଙ୍ଗୀର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର   09-May-2026
  ରାଜ୍ୟ  
ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   09-May-2026
  ଅପରାଧ  
ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   09-May-2026

You Might Also Like