-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||     

HOME   ଜିଲ୍ଲା

ଏନଏସଏସ ନେତୃତ୍ଵ ବିକାଶ ତାଲିମ ଶିବିର ଉଦଯାପିତ ହେବାସହ ସୁସ୍ଥ ସମାଜ ଗଠନ ପାଇଁ ଆହ୍ୱାନ

08-Mar-2023



ବିନିକା(ହିମାଂଶୁ ଶେଖର ପୁଟେଲ)ସମ୍ବଲପୁର ବିଶ୍ଵ ବିଦ୍ୟାଳୟ ଆନୁକୁଲ୍ୟରେ ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଠାରେ ଚାଲିଥିବା ୩ଦିନିଆ ଏନଏସଏସ ନେତୃତ୍ଵ ବିକାଶ ତାଲିମ ଶିବିର ମଙ୍ଗଳବାର ଉଦଯାପିତ ହୋଇଯାଇଛି ।ଉଦଯାପନୀ ସମାରୋହରେ ବିନିକା ତହସିଲଦାର ମୁକ୍ତେଶ୍ଵର ପାଣିଗ୍ରାହୀ ମୁଖ୍ୟଅତିଥି ଭାବେ ଯୋଗଦେଇ ଶିବିରରେ ଦିଆଯାଇଥିବା ସମସ୍ତ ଶିକ୍ଷାକୁ ଉପସ୍ଥିତ ସ୍ବେଚ୍ଛାସେବୀ ମାନେ ଅନୁକରଣ କରି ତାକୁ ଠିକ ଭାବରେ ସମ୍ପାଦିତ କରିପାରିଲେ  ସୁସ୍ଥ ସମାଜ ଗଠନ ହୋଇପାରିବ ବୋଲି ଆହ୍ୱାନ ଦେଇଥିଲେ ।ଏଥିରେ ସମ୍ମାନିତ ଅତିଥି ଭାବେ ଡିପିଓ ଏନଏସଏସ ସୁବର୍ଣ୍ଣପୁର ଡ଼ ମନୋରଞ୍ଜନ ଘଡେଇ,ସିଦ୍ଧାର୍ଥ ଜୁନିଅର କଲେଜ ଅଧ୍ୟକ୍ଷା ରେଖା ପ୍ରଧାନ,ସିଦ୍ଧାର୍ଥ ଡିଗ୍ରୀ କଲେଜ ଇତିହାସ ବିଭାଗ ମୁଖ୍ୟ ଗୋପାଳକୃଷ୍ଣ ଦାଶ ଯୋଗଦେଇ ସ୍ବେଚ୍ଛାସେବୀ ମାନଙ୍କୁ ଉତ୍ସାହିତ କରିଥିଲେ ।କଲେଜ ଅଧ୍ୟକ୍ଷ ଡ଼ ଧୀରେନ୍ଦ୍ର କୁମାର ନାୟକ ଉଦଯାପନୀ ସମାରୋହରେ ସଭାପତିତ୍ବ କରି ତାଲିମ କାର୍ଯ୍ୟକ୍ରମର ମହତ ଉଦ୍ଦେଶ୍ୟ ଏବଂ ତାର ସଫଳତା ଉପରେ ସୂଚନା ଦେଇଥିଲେ ।ପ୍ରାରମ୍ଭରେ ଷ୍ଟୁଡେଣ୍ଟସ ୟୁନିୟନ ଏଡଭାଇଜର,ୟୁଦ ରେଡକ୍ରସ କାଉନସିଲର ତଥା ଅର୍ଥନୀତି ଅଧ୍ୟାପକ ବିଶ୍ଵନାଥ ମିଶ୍ର ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ଅଧ୍ୟାପିକା ଜାନକୀ ସାମନୀ ଓ ଭାରତୀ ବାବୁଙ୍କ ନେତୃତ୍ଵରେ ଛାତ୍ରୀମାନେ ଆବାହନୀ ଓ ଉଦଯାପନୀ ସଙ୍ଗୀତ ଗାନ କରିଥିଲେ ।ଶେଷରେ କାର୍ଯ୍ୟକ୍ରମର ପ୍ରୋଗ୍ରାମ ଅଧିକାରୀ ତଥା ସଂସ୍କୃତ ଅଧ୍ୟାପକ ହରିଶ୍ଚନ୍ଦ୍ର ହୋତା ଧନ୍ୟବାଦ ଅର୍ପଣ କରିଥିଲେ । ପରେ ଆସିଥିବା ସ୍ବେଚ୍ଛାସେବୀ ଓ କଲେଜ ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିବା ବେଳେ  ଓ ରିସୋର୍ସ ପର୍ସନ ଉଦ୍ଧବ ପ୍ରଧାନଙ୍କ ବିଭିନ୍ନ ପ୍ରକାରର ଚମତ୍କାର ଯାଦୁ ସମସ୍ତଙ୍କୁ ବେଶ ମୋହିତ କରିଥିଲା ।ଏହି ଅବସରରେ ପ୍ରତିଦିନ ପ୍ରାତଃ ସକାଳୁ ସ୍ୱାସ୍ଥ୍ୟର ହିତ ପାଇଁ ଯୋଗଦେଇଥିବା ୧୦ଟି କଲେଜର ସ୍ବେଚ୍ଛାସେବୀ ମାନଙ୍କୁ  ଖେଳଶିକ୍ଷକ ନାରାୟଣ ଚୌଧୁରୀ ଓ ଯୋଗଗୁରୁ ବାଳମୁକୁନ୍ଦ ବିଭିନ୍ନ ପ୍ରକାରର ବ୍ୟାୟାମ ଉପରେ ତାଲିମ ପ୍ରଦାନ କରିଥିଲେ ।ଅନୁଷ୍ଟିତ ଏହି ତାଲିମ ଶିବିର ପରିଚାଳନାରେ କଲେଜର ସମସ୍ତ ଅଧ୍ୟାପକ/ଅଧ୍ୟାପିକା ଓ କର୍ମଚାରୀ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026

You Might Also Like