-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||     

HOME   ଜିଲ୍ଲା

ହୋଲି ଉତ୍ସବ ଉପଲକ୍ଷେ କେଲିଆ ମହିମା ମଠରେ ଖୁଲମଖୁଲା ଚାଲିଥିଲା ଖୁଡ଼ଖୁଡି ଖେଳ, ପ୍ରଶାସନ ପାଖରର ଖବର ନାହିଁ

08-Mar-2023



ନବରଙ୍ଗପୁର ଜିଲ୍ଲା ଡାବୁଗାଁ ବ୍ଲକ ଚଚରାଗୁଡା ପଂଚାୟତ ଅନ୍ତର୍ଗତ କେଲିଆ ଗ୍ରାମର ମହିମା ମଠ ରେ ଗ୍ରାମବାସୀ ଙ୍କ ଆନୁକୂଲ୍ୟରେ ହୋଲି ଉତ୍ସବ ଉପଲକ୍ଷେ ଅଖଣ୍ଡ ବ୍ରହ୍ମହୃତି ତଥା ନାମଯଜ୍ଞ ଅନୁଷ୍ଠିତ ହୋଇଯାଇଛି 

 ବିଭିନ୍ନ ଗ୍ରାମ ରୁ ଆସିଥିବା ଭକ୍ତମାନେ ରାତିରେ ଉଜାଗର ରହି ନାମ ସଂକୀର୍ତନ କରିଥିଲେ |ଦର୍ଶକମାନଙ୍କ ମନରଞ୍ଜନ ନିମନ୍ତେ ଦୁଇଟି ଦେଶିଆ ନାଟକ ର ମଧ୍ୟ ଗାଁ କମିଟି ଦ୍ୱାରା ଆୟୋଜିତ କରାଯାଇଥିଲା |ଏହି ହୋଲି ଉତ୍ସବରେ ଖୁଲମ ଖୁଲା ଚାଲିଛି ଖୁଡଖୁଡି ଖେଳ।ସବୁଠୁ ଆଶ୍ଚର୍ୟ୍ଯର ଡାବୁଗାଁ ଠାରୁ ମାତ୍ର ୮କିଲୋମିଟର ଦୂରରେ ଚାଲିଥିଲା ପ୍ରଶାସନକୁ ଖାତିର ନକରି ଖୁଲମଖୁଲା ଖୁଡୁଖୁଡ଼ୀ ଖେଳ ତଥାପି ସ୍ଥାନୀୟ ପ୍ରଶାସନ ପାଖରେ ଏହାର କିଛି ଖବର ନାହିଁ।
ଆଜି କାଲି  ନବରଙ୍ଗପୁର ଜିଲ୍ଲାର  ଗାଁ ଗାଁ ରେ ଚାଲିଛି ହୋଲି ଉତ୍ସବ । ଏହାର ଭରପୁର ଫାଇଦା ଉଥାଉଛନ୍ତି ଜୁଆମାଫିଆ ମାନେ।ଏହି ଅନ୍ଧବିଶ୍ୱାସ ନଗ୍ନ ଉଦାହରଣ ହେଉଛି ଖୁଡଖୁଡି ଖେଳ । ନବରଙ୍ଗପୁର ଜିଲ୍ଲାର ଭିନ୍ନ ଭିନ୍ନ  ଅଞ୍ଚଳରୁ ବହୁ ଲୋକ  ଖୁଡଖୁଡି  ଖେଳିବାକୁ ଆସିଥାନ୍ତି  । ଏହି ଖେଳ

ମାଧ୍ୟମରେ ବଡ଼ ଧରଣର ଜୁଆଖେଳ ଚଲାଇଥାନ୍ତି ମାଫିଆମାନେ। ଏହି ଖୁଡଖୁଡି ଖେଳ ସନ୍ଧ୍ୟା ଠାରୁ ଆରମ୍ଭ ହଇ ସଖାଲ ପର୍ଯ୍ୟନ୍ତ  ଚାଲୁଛି । ସବୁଠୁ ଆଶ୍ଚର୍ଯ୍ୟର କଥା ସ୍ଥାନୀୟ ପ୍ରଶାସନ ପାଖରେଏହାର  ସୂଚନା ନାହିଁ। ଖୁଡଖୁଡି ଖେଳ ସହ ଜୁଆ ଓ ମଦ କାରବାର ଭଳି ନିନ୍ଦନୀୟ ପ୍ରଥାକୁ ପରୋକ୍ଷରେ  ପ୍ରଶାସନ ଏବଂ ପ୍ରତ୍ୟେକ୍ଷ ଭାବରେ ଅସାମାଜିକ ଲୋକଙ୍କର ଯଗୁଁ  ଥମିବା ବଦଳରେ ଵଡିବାକୁ ଲାଗିଛି। ଆମ ଅଞ୍ଚଳରେ  ଖୁଡଖୁଡି ଖେଳ, ଜୁଆ,ମଦ ଭଳି ନିନ୍ଦନୀୟ କାର୍ଯ୍ୟରେ ଲିପ୍ତ ରହି ଆଦିବାସୀ ଭାଇମାନେ ନିଜର ସଞ୍ଚିତ ଅର୍ଥ ବ୍ୟୟ କରି ଦେଉଛନ୍ତି ।ଫଳରେ ଆର୍ଥିକ ଏବଂ ସାମାଜିକ ଅବସ୍ଥା ବିଗଡିବାରେ ଲାଗିଛି ,ସାଧାରଣତ ଗାଁ ଗହଳିର ଛୋଟଛୋଟ ଛୁଆମାନେ ମଧ୍ୟ ଆକର୍ଷିତ ହୋଇ ଏଠାକୁ ଚାଲି ଆସନ୍ତି  ଏବଂ ଜୁଆରେ ହାରିବା ପରେ ଦେଶୀମଦ ପିଇ ନିଶାସକ୍ତ ଅବସ୍ଥା ରେ ଘରକୁ ଫେରୁଥିବା ଦେଖିବାକୁ ମିଳୁଛି । ଯାହା ଫୋଳରେ ଏହି

ଅଞ୍ଚଳରେ  ବିକାସ ପାଇଁ ଯେଉଁ ସବୁ ଯୋଜନା କରୁଛନ୍ତି ସରକାର ତାହା ସଫଳ ରୂପାୟନ ହେଇପାରୁନି । ବହୁ ଅସାମାଜିକ କାର୍ଯ୍ୟ ବୃଦ୍ଧିପାଉଛି ଏବଂ ପାରିବାରିକ ହିଂସା ମଧ୍ୟ ବଡୁଛ।ଏଭଳି କାମକୁ ଜିଲ୍ଲା ପ୍ରଶାସନ ବିଶେଷ ଦୁଷ୍ଟି ଦେଇ ସମ୍ପୂର୍ଣ୍ଣ ବନ୍ଦ କରିବା ପାଇଁ ସାଧାରଣରେ ଦାବି ହେଉଛି । କାରଣ ନିରୀହ ଆଦିବାସୀ ମାନଙ୍କ  ବିକାଶରେ ବାଧକ ସାଜିଛି ଏହି ଖୁଡଖୁଡି ଖେଳ ଓ ଦେଶୀ ମଦ ।

(ରିପୋର୍ଟେ- ମିହିର ଶଙ୍କର ପାତ୍ର)


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026

You Might Also Like